ମେଟ୍ରୋ

ସାଇବର ଠକଙ୍କୁ ସିମ୍‌ ଦେଉଥିବା ର଼୍ୟାକେଟ୍‌ ଧରାପଡିଲା

ଭୁବନେଶ୍ୱର,(ବ୍ୟୁରୋ)/କଟକ ଅଫିସ,୩ା୫:ବିଭିନ୍ନ ଟେଲିକମ୍‌ କମ୍ପାନୀର ସିମ୍‌ କାର୍ଡକୁ ପ୍ରି-ଆକ୍ଟିଭେଟ୍‌ କରି ଉକ୍ତ ନମ୍ବରକୁ ସାଇବର ଠକଙ୍କୁ ଯୋଗାଉଥିବା ଏକ ର଼୍ୟାକେଟ କ୍ରାଇମବ୍ରାଞ୍ଚ ହାତରେ ଧରା ପଡ଼ିଛି। ର଼୍ୟାକେଟର…

4 years ago

ମୟୂରଭଞ୍ଜ ପଲିଟେକ୍‌ନିକ୍‌ରେ ପ୍ରତିଷ୍ଠା ହେବ ଉତ୍କର୍ଷ କେନ୍ଦ୍ର

ଭୁବନେଶ୍ୱର, ୩ା୫(ବ୍ୟୁରୋ):ମୟୂରଭଞ୍ଜସ୍ଥିତ ସରକାରୀ ପଲିଟେକ୍‌ନିକ୍‌ରେ ଆଡ୍‌ଭାନ୍ସ ମେକାଟ୍ରୋନିକ୍ସ ଉତ୍କର୍ଷ କେନ୍ଦ୍ର ପ୍ରତିଷ୍ଠା କରାଯିବ। ପ୍ରାୟ ୪.୧୮ କୋଟି ଟଙ୍କା ବ୍ୟୟରେ ହେବାକୁ ଥିବା ଏହି ଉତ୍କର୍ଷ କେନ୍ଦ୍ର…

4 years ago

ବର୍ଷା ଜଳ ଅଟକାଇବ ‘ବ୍ରିଜ୍‌-କମ୍‌-ଓ୍ବାଟର ଓୟାର’

ଭୁବନେଶ୍ୱର,୩ା୫(ବ୍ୟୁରୋ):ପୋଲ-ତଥା-ଜଳଧାରକ (ବ୍ରିଜ୍‌-କମ୍‌-ୱାଟର ଓୟାର) ନିର୍ମାଣ କୌଶଳକୁ ସବୁ ଜିଲାରେ ବ୍ୟାପକ ଭାବେ ପ୍ରୟୋଗ କରାଯିବ। ପୂର୍ବରୁ ପରୀକ୍ଷାମୂଳକ ଭାବେ ଏପରି ନିର୍ମାଣ କରାଯାଇଥିଲା। ଫଳାଫଳକୁ ଅନୁଧ୍ୟାନ କରି…

4 years ago

ଏମ୍‌ସର ପ୍ରଥମ ଅଙ୍ଗୁଳି ପ୍ରତିରୋପଣ ସଫଳ

ଭୁବନେଶ୍ୱର, ୩ା୫(ବ୍ୟୁରୋ):ସମ୍ପୂର୍ଣ୍ଣ କଟିଯାଇଥିବା ବାମ ହାତ ବୁଢ଼ା ଅଙ୍ଗୁଳିକୁ ଏମ୍‌ସରେ ଭୁବନେଶ୍ୱରରେ ସଫଳତାର ସହିତ ପୁନର୍ବାର ଯୋଡ଼ା ଯାଇଛି। ବର୍ନସ ଆଣ୍ଡ୍‌ ପ୍ଲାଷ୍ଟିକ୍‌ ସର୍ଜରି ବିଭାଗର ଆସୋସିଏଟ୍‌…

4 years ago

ପାରାଦୀପରେ ହାଜତ ମୃତ୍ୟୁ ଅଭିଯୋଗ

ପାରାଦୀପ/କୁଜଙ୍ଗ/ଭୁବନେଶ୍ୱର, ୩ା୫(ସ୍ବ.ପ୍ର.):ଜଗତ୍‌ସିଂହପୁର ଜିଲା ପାରାଦୀପ ଅଭୟଚାନ୍ଦପୁର ଥାନା ହାଜତରେ ଶନିବାର ମଧ୍ୟରାତିରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ପାରାଦୀପ ଆଦର୍ଶଥାନା ଅନ୍ତର୍ଗତ ବୃନ୍ଦାବନ କଲୋନୀର…

4 years ago

ପୁଣି ସୋନପୁର ସବୁଠାରୁ ଉତ୍ତପ୍ତ ସହର

ଭୁବନେଶ୍ୱର,୨।୫(ବ୍ୟୁରୋ): ପଶ୍ଚିମ ଓଡ଼ିଶାରେ ଜାରି ରହିଛି ଗ୍ରୀଷ୍ମପ୍ରବାହ। ସୋମବାର ରାଜ୍ୟର ୧୮ ସହରରେ ୪୦ ଡିଗ୍ରୀ ଉପରେ ତାପମାତ୍ରା ରହିଥିବା ବେଳେ ୫ ସହରରେ ୪୨ ଡିଗ୍ରୀ…

4 years ago

ବ୍ରଜରାଜନଗର ଉପନିର୍ବାଚନ ପାଇଁ ଘୋଷଣା ହେଲା ତାରିଖ

ଭୁବନେଶ୍ୱର,୨।୫(ବ୍ୟୁରୋ): ବ୍ରଜରାଜନଗରରେ ସ୍ଥଗିତ ଥିବା ଉପନିର୍ବାଚନ ମେ’୩୧ରେ ହେବ। ଏ ନେଇ  ନିର୍ବାଚନ କମିଶନଙ୍କ ପକ୍ଷରୁ ସୋମବାର ବିଜ୍ଞପ୍ତି ପ୍ରକାଶ ପାଇଛି। ନିର୍ବାଚନ ପାଇଁ ମେ’୪ରେ ଗେଜେଟ…

4 years ago

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ସୁସ୍ଥ ହେଲେଣି ୧୨,୭୮୮,୦୬ ଆକ୍ରାନ୍ତ

ଭୁବନେଶ୍ୱର,୨।୫(ବ୍ୟୁରୋ): ରାଜ୍ୟରୁ ଗତ ୨୪ ଘଣ୍ଟାରେ ୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୨,୭୮୮,୦୬ ସୁସ୍ଥ ହୋଇଛନ୍ତି। ଏ ନେଇ…

4 years ago

‘ବିଜେଡି ଚାପରେ ମୋତେ ଗିରଫ କରାଯାଇଛି’

ଭୁବନେଶ୍ୱର,୨।୫(ବ୍ୟୁରୋ): ଦେବଗଡ଼ ବିଧାୟକ ସୁବାସ ପାଣିଗ୍ରାହୀଙ୍କୁ ରବିବାର ଗିରଫ ପରେ ରାଜନୀତି ଜୋର ଧରିଛି । ନିଜେ ବିଧାୟକ ଅଭିଯୋଗ କରିଛନ୍ତି, ବିଜେଡି ଚାପରେ ତାଙ୍କୁ ଗିରଫ…

4 years ago

ଫେକ୍‌ ସିମ୍‌କାର୍ଡ ମାମଲା: ଅଭିଯୁକ୍ତଙ୍କୁ ୫ ଦିନିଆ ରିମାଣ୍ଡରେ ନେବ କ୍ରାଇମ୍‌ବ୍ରାଞ୍ଚ

ଭୁବନେଶ୍ୱର,୨।୫(ବ୍ୟୁରୋ): ଫେକ୍‌ ସିମ୍‌କାର୍ଡ ଜାଲିଆତି ମାମଲାରେ ଗିରଫ ହୋଇଥିବା ତିନି ଅଭିଯୁକ୍ତଙ୍କୁ ୫ ଦିନିଆ ରିମାଣ୍ଡରେ ନେବ କ୍ରାଇମ୍‌ବ୍ରାଞ୍ଚ। ଏଥିପାଇଁ କୋର୍ଟ ଅନୁମତି ଦେଇଛନ୍ତି। ବୁଧବାରଠାରୁ ଏହି…

4 years ago