ଭୁବନେଶ୍ୱର,୧୨।୫(ବ୍ୟୁରୋ): ତାଳଚେର ମେଡିକାଲ କଲେଜ ଚାଲୁ କରିବାକୁ ମୁଖ୍ୟମନ୍ତ୍ରୀ ପବୀନ ପଟ୍ଟନାୟକ ଗୁରୁବାର ମଞ୍ଜୁରୀ ଦେଇଛନ୍ତି। ରାଜ୍ୟ ସରକାର ଏବଂ ଏମ୍ସିଏଲର ମିଳିତ ଭାଗିଦାରୀରେ ମେଡିକାଲ କଲେଜ…
ଭୁବନେଶ୍ୱର,୧୨।୫(ବ୍ୟୁରୋ): ରାଜ୍ୟରୁ ଗତ ୨୪ ଘଣ୍ଟାରେ ସୁସ୍ଥ ହେଲେ ଆଉ ୩୩ ଜଣ କରୋନା ଆକ୍ରାନ୍ତ। ଏଯାବତ୍ ୧୨ ଲକ୍ଷ ୭୮ହଜାର ୯୭୨ ଜଣ ସୁସ୍ଥ ହୋଇସାରିଲେଣି।…
ଭୁବନେଶ୍ୱର,୧୨ା୫(ବ୍ୟୁରୋ): ରାଜ୍ୟ ସଭା ନିର୍ବାଚନ ପାଇଁ ଗୁରୁବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଓଡ଼ିଶାର ୩ଟି ଆସନରେ ଜୁନ୍ ୧୦ରେ ଏହି ନିର୍ବାଚନ ଅନୁଷ୍ଠିତ ହେବ। ଏନ୍ ଭାସ୍କର…
ଭୁବନେଶ୍ୱର,୧୨।୫(ବ୍ୟୁରୋ): ଦୀର୍ଘ ୨ ବର୍ଷ ପରେ କୋହଳ ହେଲା କଟକଣା। ମହାମାରୀ କରୋନାକୁ ନେଇ ଡ୍ୟାନ୍ସ ବାର୍ ଉପରେ ଲାଗୁ ହୋଇଥିବା କଟକଣାକୁ ଶେଷରେ କୋହଳ କରାଯାଇଛି।…
ଭୁବନେଶ୍ୱର,୧୨ା୫(ବ୍ୟୁରୋ): ଆସନ୍ତା ଶିକ୍ଷାବର୍ଷ ଅର୍ଥାତ ୨୦୨୩ରୁ ସ୍କୁଲ ପାଠ୍ୟକ୍ରମରେ ସ୍ଥାନ ପାଇବ ବିପର୍ଯ୍ୟୟ ପରିଚାଳନା କୋର୍ସ। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ତା’ର ପାଠ୍ୟକ୍ରମ ପ୍ରସ୍ତୁତ କରୁଛନ୍ତି।…
ଭୁବନେଶ୍ୱର,୧୨।୫(ବ୍ୟୁରୋ): ପୋଲିସ ଗୁଳିରେ ଦୁର୍ଦ୍ଦାନ୍ତ ଅପରାଧୀ ଚକରା ବାରିକ ଆହତ। ବୁଧବାର ମଧ୍ୟରାତ୍ରରେ ବରମୁଣ୍ଡା ହାଇସ୍କୁଲ ପଡ଼ିଆରେ ହୋଇଥିବା ଏନକାଉଣ୍ଟରରେ ସେ ଆହତ ହୋଇଛନ୍ତି। ତାଙ୍କ ଡାହାଣ…
ଭୁବନେଶ୍ୱର,୧୨ା୫(ବ୍ୟୁରୋ): ‘ଅସାନି’ ବାତ୍ୟା ସ୍ଥଳଭାଗ ଛୁଇଁ ସାରିଥିବାରୁ ଓଡ଼ିଶାର ସବୁ ବନ୍ଦରରୁ ବିପଦ ସଙ୍କେତ ଉଠାଇ ଦିଆଯାଇଛି। ଫଳରେ ମତ୍ସ୍ୟଜୀବୀମାନେ ସମୁଦ୍ରକୁ ଯିବାର ସମ୍ଭାବନା ରହିଛି। ଗୁରୁବାରଠାରୁ…
ଭୁବନେଶ୍ୱର,୧୨।୫(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୮ ବର୍ଷ ମଧ୍ୟରେ ୪ଜଣ ସଂକ୍ରମିତ ଥିବା ବେଳେ କ୍ୱାରାଣ୍ଟାଇନ୍ରୁ…
ଭୁବନେଶ୍ୱର,୧୨ା୫(ବ୍ୟୁରୋ): ରାଜ୍ୟ ସରକାର ୧୧ ଜଣ ଓଡ଼ିଶା ପୋଲିସ ସେବା (ଓପିଏସ୍) ଅଧିକାରୀଙ୍କୁ ପଦୋନ୍ନତି ଦେଇଛନ୍ତି। ସେହି ଅଧିକାରୀମାନଙ୍କୁ ଆଡିଶନାଲ ସୁପରିଣ୍ଟେଣ୍ଡେଣ୍ଟ ଅଫ ପୋଲିସ(ଏଏସ୍ପି)ରୁ ଏସ୍ପି(ସୁପରଟାଇମ ସ୍କେଲ)କୁ…
ଭୁବନେଶ୍ୱର,୧୨ା୫(ବ୍ୟୁରୋ): ଆଗାମୀ ଦିନରେ ରାଜ୍ୟ କ୍ୟାବିନେଟ ‘ଇ-କ୍ୟାବିନେଟ’ ହେବା ସହିତ ଏହା କାଗଜରହିତ ହେବ। ରାଜ୍ୟ ସରକାର ଏଥିପାଇଁ ଯୋଜନା ପ୍ରସ୍ତୁତ କରୁଥିବା ସୂଚନା ମିଳିଛି। ଡିଜିଟାଲ…