ମେଟ୍ରୋ

ଥାନାରେ ଅଭିଯୁକ୍ତଙ୍କ ମୃତ୍ୟୁ: ସ୍ବାମୀଙ୍କୁ ମାରି ଦେଇଥିବା ଅଭିଯୋଗ ଆଣିଲେ ସ୍ତ୍ରୀ

ଭୁବନେଶ୍ୱର,୧୮ା୪(ବ୍ୟୁରୋ): ସ୍ଥାନୀୟ ବଡ଼ଗଡ଼ ଥାନାରେ ହାଜତ ମୃତ୍ୟୁ ହୋଇଥିବା ଅଭିଯୋଗ ଆଣିଛନ୍ତି ଜଣେ ମହିଳା। ମୃତକ ହେଲେ କପିଳପ୍ରସାଦ ଅଞ୍ଚଳର ଦେବେନ୍ଦ୍ର ଚୌଧୁରୀ। ରବିବାର ରାତିରେ ସେ…

4 years ago

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ସଙ୍ଗୀତଜ୍ଞ ପ୍ରଫୁଲ୍ଲ କରଙ୍କ ହେବ ଶେଷକୃତ୍ୟ

ଭୁବନେଶ୍ୱର,୧୮ା୪(ବ୍ୟୁରୋ): ଓଡ଼ିଶା ସଙ୍ଗୀତ ଜଗତର ସୁନାମଧନ୍ୟ ସଙ୍ଗୀତ ନିର୍ଦ୍ଦେଶକ, ଗାୟକ, ଗୀତିକାର ପ୍ରଫୁଲ୍ଲ କରଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଅନୁଷ୍ଠିତ ହେବ ବୋଲି ମୁଖ୍ୟମନ୍ତ୍ରୀ ନବୀନ…

4 years ago

ଆଜି ରାଜ୍ୟରୁ ୧୩ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୮ା୪(ବ୍ୟୁରୋ): ସୋମବାର ରାଜ୍ୟରୁ ୧୩ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୭,୯୩୫ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ…

4 years ago

ବିଶିଷ୍ଟ ସଙ୍ଗୀତଜ୍ଞ ପ୍ରଫୁଲ୍ଲ କରଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୮ା୪(ବ୍ୟୁରୋ): ଯଶସ୍ବୀ ସଙ୍ଗୀତଜ୍ଞ ପ୍ରଫୁଲ୍ଲ କରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ସ୍ବର୍ଗତ କରଙ୍କୁ ଜଣେ ଯଶସ୍ବୀ…

4 years ago

ଶାଳୀଘରୁ ଚୋରି ସୁନା ବନ୍ଧା ପକାଇ ଆଇପିଏଲ୍‌ ବେଟିଂରେ ଲଗାଇଥିଲେ ଟଙ୍କା: ଭିଣୋଇ ଗିରଫ

ଭୁବନେଶ୍ୱର,୧୮।୪(ବ୍ୟୁରୋ): ଶାଳୀଘରକୁ ଯାଇ ସୁନା ଗହଣା ଚୋରି କରିବା ଅଭିଯୋଗରେ ମଞ୍ଚେଶ୍ୱର ଥାନା ପୋଲିସ ଅଭିଯୁକ୍ତ ଭିଣୋଇଙ୍କୁ ଗିରଫ କରିଛି। ସେ ହେଲେ ଲିଙ୍ଗରାଜ ଥାନା ଅନ୍ତର୍ଗତ…

4 years ago

ଗରିବ ଟଙ୍କା ହଡ଼ପ କରିବାକୁ ସରକାରଙ୍କ ପ୍ରୟାସ ଲଜ୍ଜାଜନକ: ଭାଜପା

ଭୁବନେଶ୍ୱର,୧୮।୪(ବ୍ୟୁରୋ): ସମାଜର ତଳସ୍ତରରେ ବାସ କରୁଥିବା ସବୁଠୁ ଗରିବ ଲୋକ କିଭଳି ବିକାଶର ଲାଭ ପାଇପାରିବେ ସେନେଇ କେନ୍ଦ୍ରରେ ମୋଦି ସରକାର କାର୍ଯ୍ୟରତ। ଅନ୍ତ୍ୟୋଦୟକୁ ପ୍ରାଥମିକତା ଦେଇ…

4 years ago

ଖୁବ୍‌ଶୀଘ୍ର ପିସିସି ସଭାପତିଙ୍କ ନାମ ଘୋଷଣା

ଭୁବନେଶ୍ୱର,୧୮।୪ (ବ୍ୟୁରୋ): ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ଓପିସିସି) ସଭାପତି ପରିବର୍ତ୍ତନ ନେଇ ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି) ଅନୁମତି ଦେବାପରେ ରାଜ୍ୟ ପ୍ରଭାରୀ ଡ.…

4 years ago

ଆଜିଠୁ ଲୋକସେବା ଭବନ ଯାଇପାରିବେ ସାଧାରଣ ଜନତା, ଖବରଦାତା

ଭୁବନେଶ୍ୱର,୧୮ା୪(ବ୍ୟୁରୋ): ସାଧାରଣ ଲୋକମାନେ ସୋମବାର ଠାରୁ ଲୋକସେବା ଭବନ, ରାଜୀବ ଭବନ ଏବଂ ଖାରବେଳ ଭବନରେ ନିଜର ଅଭିଯୋଗ ରଖିପାରିବେ। କରୋନା ଲାଗି ଦୀର୍ଘ ୨ ବର୍ଷ…

4 years ago

ଅଚଳାବସ୍ଥାରେ ଇ-ଟଏଲେଟ୍‌

ଭୁବନେଶ୍ୱର,୧୮।୪ (ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରକୁ ସ୍ବଚ୍ଛ, ସବୁଜ, ସୁନ୍ଦର କରି ଗଢିତୋଳିବା ପାଇଁ ବିଏମ୍‌ସି ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଉଛି। ସ୍ମାର୍ଟ ସିଟିକୁ ଯେପରି ବାହ୍ୟ ମଳମୁକ୍ତ…

4 years ago

ଆଉନାହାନ୍ତି ସୁନାମଧନ୍ୟ ସଂଗୀତଜ୍ଞ ପ୍ରଫୁଲ୍ଲ କର

ଭୁବନେଶ୍ବର,୧୭୲୪( ବ୍ୟୁରୋ):ଓଡ଼ିଆ ସଙ୍ଗୀତ ଜଗତର ସୁନାମଧନ୍ୟ ସଙ୍ଗୀତ ନିର୍ଦ୍ଦେଶକ, କଣ୍ଠଶିଳ୍ପୀ ତଥା ଗୀତିକାର ପ୍ରଫୁଲ୍ଲ କରଙ୍କ ପରଲୋକ ଘଟିଛି। ରବିବାର ଭୁବନେଶ୍ବରର ସତ୍ୟ ନଗରସ୍ଥିତ ବାସଭବନରେ ସେ…

4 years ago