ମେଟ୍ରୋ

ଦେବଗଡ଼ ବିଧାୟକଙ୍କୁ ଗିରଫ ପ୍ରତିବାଦ: ଶୁକ୍ରବାର ଏସ୍‌ପି ଅଫିସ ଆଗରେ ଧାରଣା ଦେବ ଭାଜପା

ଭୁବନେଶ୍ୱର,୫।୫(ବ୍ୟୁରୋ): ଦେବଗଡ଼ ବିଧାୟକ ସୁବାସ ପାଣିଗ୍ରାହୀଙ୍କ ଗିରଫ ପ୍ରତିବାଦରେ ଶୁକ୍ରବାର ରାଜ୍ୟର ସମସ୍ତ ଏସ୍‌ପି ଅଫିସ ଆଗରେ ଭାଜପା ଧାରଣା ଦେବ। ଏନେଇ ଭାଜପାର ରାଜ୍ୟ ସାଧାରଣ…

4 years ago

ଶୁକ୍ରବାର ସ୍ପଷ୍ଟ ହେବ ବାତ୍ୟା ଚିତ୍ର

ଭୁବନେଶ୍ୱର,୫।୫(ବ୍ୟୁରୋ): ବାତ୍ୟା ହେବ କି ନାହିଁ ଶୁକ୍ରବାର ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ହିଁ ସ୍ପଷ୍ଟ ଜଣାପଡ଼ିବ। ଏବେ ଲୋକଙ୍କୁ ଭୟଭୀତ ହେବା କିମ୍ବା ଆତଙ୍କିତ…

4 years ago

୨୦ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ଜଣେ ଗିରଫ

ଭୁବନେଶ୍ୱର,୫ା୫(ବ୍ୟୁରୋ): ରାଜଧାନୀରୁ ୨୦୦ ଗ୍ରାମର ବ୍ରାଉନସୁଗାର ଜବତ ହୋଇଛି। ଏହାର ଆନୁମାନିକ ମୂଲ୍ୟ ୨୦ ଲକ୍ଷ ଟଙ୍କା ହେବ। ସାଲିଆସାହିର ଆଦିବାସୀ ସାହିରେ ଅବକାରୀ ବିଭାଗ ପକ୍ଷରୁ…

4 years ago

ସମ୍ଭାବ୍ୟ ବାତ୍ୟା ‘ଆସାନି’କୁ ନେଇ ପ୍ରାକ୍‌ ପ୍ରସ୍ତୁତି: ଉପକୂଳର ସମସ୍ତ ଜିଲାପାଳଙ୍କୁ ସଜାଗ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୫।୫(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟା ‘ଆସାନି’ ଓଡ଼ିଶା ଉପକୂଳରେ ମାଡ଼ ହେବା ନେଇ ଆଶଙ୍କା ସୃଷ୍ଟି ହୋଇଛି। ଏହାକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରସ୍ତୁତି ପର୍ବ ଆରମ୍ଭ…

4 years ago

ପ୍ରାଣୀଧନ ନିରୀକ୍ଷକଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଭୁବନେଶ୍ୱର,୫ା୫(ବ୍ୟୁରୋ): ରଘୁନାଥପୁର କଳାରାହାଙ୍ଗର ପ୍ରାଣୀଧନ ନିରୀକ୍ଷକ ଜଗନ୍ନାଥ ରାଉତଙ୍କ ଘରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଖୋର୍ଦ୍ଧା ଓ…

4 years ago

ରାଜ୍ୟରେ ଆଉ ୧୮ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୫।୫(ବ୍ୟୁରୋ): ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୮ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ୧୧ କ୍ୱାରେଣ୍ଟାଇନ୍‌ରୁ ଥିବା ବେଳେ ୭…

4 years ago

ହଡ଼ପ ଟଙ୍କାରେ ମଉଜ

ଭୁବନେଶ୍ୱର,୫।୫(ବ୍ୟୁରୋ): ସିଭି ରମଣ ବିଶ୍ୱବିଦ୍ୟାଳୟର ୯୭ ଲକ୍ଷ ଟଙ୍କା ହଡ଼ପ ଘଟଣାରେ ଗିରଫ ହୋଇଥିବା ଆକାଉଣ୍ଟାଣ୍ଟ ପାୟଲ ମହାପାତ୍ର ଓ ପ୍ରେମିକ ବିକାଶ କୁମାରଙ୍କୁ ରିମାଣ୍ଡରେ ଆଣି…

4 years ago

୨୦୨୩ ଡିସେମ୍ବର ସୁଦ୍ଧା ୧୭ ସହରାଞ୍ଚଳରେ ‘ଡ୍ରିଙ୍କ୍‌ ଫ୍ରମ୍‌ ଟ୍ୟାପ୍‌’

ଭୁବନେଶ୍ୱର,୫।୫(ବ୍ୟୁରୋ): ୨୦୨୩ ଡିସେମ୍ବର ସୁଦ୍ଧା ୧୭ ପ୍ରମୁଖ ସହରରେ ଡ୍ରିଙ୍କ୍‌ ଫ୍ରମ୍‌ ଟ୍ୟାପ୍‌ ମିଶନ୍‌ ପାଇଁ ଲକ୍ଷ୍ୟ ରହିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଓଡ଼ିଶା ସରକାର…

4 years ago

ଚିଲିକା ବିଧାୟକଙ୍କ ଅନ୍ତରୀଣ ଜାମିନ ଅବଧି ବଢ଼ିଲା

ଭୁବନେଶ୍ୱର,୪ା୫(ବ୍ୟୁରୋ): ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବଙ୍କ ଅନ୍ତରୀଣ ଜାମିନ ଅବଧି ବଢ଼ିଛି। ସ୍ବାସ୍ଥ୍ୟଗତ କାରଣ ଯୋଗୁ ବୁଧବାର ହାଇକୋର୍ଟ ତାଙ୍କ ଅନ୍ତରୀଣ ଜାମିନ ଅବଧିକୁ ଆଉ ୭…

4 years ago

ପୁଣି କରୋନା ଚିନ୍ତା: ଦିଲ୍ଲୀରୁ ଆସୁଥିବା ଯାତ୍ରୀଙ୍କ ଉପରେ ନଜର ରଖିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୪।୫(ବ୍ୟୁରୋ): ବର୍ତ୍ତମାନ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମ ଥିଲେ ମଧ୍ୟ ସରକାରଙ୍କ ପକ୍ଷରୁ ଆଗୁଆ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ଦିଲ୍ଲୀ ଓ ଏହାର ପାଖାପାଖି…

4 years ago