ମେଟ୍ରୋ

ରଥଯାତ୍ରାକୁ କେନ୍ଦ୍ର, ରାଜ୍ୟର ସମର୍ଥନ: ପରମ୍ପରା ବଜାୟ ରହୁ କହିଲେ ସଲିସିଟର ଜେନେରାଲ

ନୂଆଦିଲ୍ଲୀ,୨୨।୬: ବିନା ଭକ୍ତରେ ରଥଯାତ୍ରା କରିବାକୁ ଉଭୟ କେନ୍ଦ୍ର ଏବଂ ରାଜ୍ୟ ସମ୍ମତି ପ୍ରକାଶ କରିଛନ୍ତି। ରଥଯାତ୍ରା ସପକ୍ଷରେ ସୁପ୍ରିମକୋର୍ଟରେ ସଲିସିଟର ଜେନେରାଲ ତୁଷାର ମେହେଟ୍ଟା ଯୁକ୍ତି…

4 years ago

ସୁପ୍ରିମକୋର୍ଟରେ ରଥଯାତ୍ରା ଶୁଣାଣି: ପକ୍ଷଭୁକ୍ତ ହେଲେ ରାଜ୍ୟ ସରକାର

ଭୁବନେଶ୍ୱର,୨୨ା୬(ବ୍ୟୁରୋ): ସୁପ୍ରିମକୋର୍ଟରେ ବର୍ତ୍ତମାନ ଜଣିକିଆ ବେଞ୍ଚରେ ରଥଯାତ୍ରା ପ୍ରସଙ୍ଗକୁ ନେଇ  ଶୁଣାଣି ଆରମ୍ଭ ହୋଇଛି। ଏହି ମାମଲାରେ ରାଜ୍ୟ ସରକାର ପକ୍ଷଭୁକ୍ତ ହୋଇଛନ୍ତି। ରାଜ୍ୟ ସରକାରଙ୍କ ପକ୍ଷରୁ…

4 years ago

CORONAVIRUS UPDATE: ରାଜ୍ୟରେ ପୁଣି ୧୪୩ ପଜିଟିଭ୍‌, ଆକ୍ରାନ୍ତଙ୍କ ସଂଖ୍ୟା ୫୩୦୩କୁ ବୃଦ୍ଧି

ଭୁବନେଶ୍ୱର,୨୨ା୬(ବ୍ୟୁରୋ): ସୋମବାର ରାଜ୍ୟରେ ପୁଣି ୧୪୩ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୫୩୦୩ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ…

4 years ago

ଏଚ୍‌ଆର୍‌ପିସିରେ ଗଡୁଛି ପୋଲିସ ବିରୋଧୀ ମାମଲା: ୮ ବର୍ଷରେ ୭ ମାମଲାର ତଦନ୍ତ ଫଳ ଶୂନ

ଭୁବନେଶ୍ୱର,୨୨।୬ (ବ୍ୟୁରୋ): ରାଜ୍ୟର ଆଇନ ଶୃଙ୍ଖଳା ରକ୍ଷା ଦାୟିତ୍ୱରେ ଥିବା ପୋଲିସ ଅନେକ ସମୟରେ ନିଜ ପଦ ଓ କ୍ଷମତାର ଦୁରୁପଯୋଗ କରୁଥିବା ଅଭିଯୋଗ ଆସିଛି। ଆଇନକୁ…

4 years ago

ଓଡ଼ିଶାରେ ହେବ ଏନ୍‌ଜିଏମ୍‌ଏ ଗ୍ୟାଲେରି

ଭୁବନେଶ୍ୱର,୨୨।୬(ବ୍ୟୁରୋ): ଖୁବ୍‌ଶୀଘ୍ର ଭୁବନେଶ୍ୱରରେ ଖୋଲିବ ନ୍ୟାଶନାଲ ଗ୍ୟାଲେରି ଅଫ୍‌ ମଡର୍ନ ଆର୍ଟ (ଏନ୍‌ଜିଏମ୍‌ଏ)। ଏହାଦ୍ୱାରା ଓଡ଼ିଶାରେ କଳା କ୍ଷେତ୍ରରେ ଅଧିକ ଗବେଷଣା କରାଯିବା ସହ ଉତ୍କଳୀୟ କଳାର…

4 years ago

ରାଜଧାନୀରେ ଡକ୍ଟରେଟ୍‌ ଡିଗ୍ରୀ ଠକେଇ ର଼୍ୟାକେଟ

ଭୁବନେଶ୍ୱର,୨୨।୬ (ବ୍ୟୁରୋ): ପାଠପଢ଼ା, ଗବେଷଣା କି ପରୀକ୍ଷା ଦେବାକୁ ପଡ଼ିବନି। ଟଙ୍କାରେ ମିଳୁଛି ବିଭିନ୍ନ ଡକ୍ଟରେକ୍ଟ ଡିଗ୍ରୀ। ଏଭଳି ଏକ ବିଜ୍ଞାପନ ସୋସିଆଲ ମିଡ଼ିଆରେ ଘୂରି ବୁଲୁଥିବାବେଳେ…

4 years ago

୧୧ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୨।୬(ବ୍ୟୁରୋ): ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ସକ୍ରିୟ ରହିଛି। ଏଥିସହିତ ଉତ୍ତର ଓଡ଼ିଶା ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଫଳରେ ଝାଡ଼ଖଣ୍ଡ, ପଶ୍ଚିମବଙ୍ଗ…

4 years ago

ଖୁବ୍‌ଶୀଘ୍ର ୩ ଜିଲାରେ ବୋଟ୍‌ ଆମ୍ବୁଲାନ୍ସ ସେବା

ଭୁବନେଶ୍ୱର,୨୨।୬(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୧୯ରେ ଆରମ୍ଭ ହୋଇଥିବା ବୋଟ୍‌ ଆମ୍ବୁଲାନ୍ସ ସେବା ବିଚ୍ଛିନ୍ନାଞ୍ଚଳ ସହ କେତେକ ଆଭ୍ୟନ୍ତରୀଣ ଜିଲାଗୁଡ଼ିକରେ ବିଶେଷଭାବେ ସଫଳ ହୋଇଛି। ବିଚ୍ଛିନ୍ନାଞ୍ଚଳର ସ୍ବାସ୍ଥ୍ୟ…

4 years ago

ରଥଯାତ୍ରା ପ୍ରସଙ୍ଗ: ପୁନର୍ବିଚାର ପରେ ଆଇନଗତ ପଦକ୍ଷେପ ନେବେ ସରକାର

ଭୁବନେଶ୍ୱର,୨୨।୬(ବ୍ୟୁରୋ): ପୁରୀ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ନ କରିବା ପାଇଁ ସୁପ୍ରିମକୋର୍ଟ ଜୁନ୍‌ ୧୮ ତାରିଖରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶନାମାକୁ ପାଳନ…

4 years ago

ସଙ୍କଟରେ କ୍ଷୁଦ୍ର, ମଧ୍ୟମ ଉଦ୍ୟୋଗ

ଭୁବନେଶ୍ୱର,୨୨।୬(ବ୍ୟୁରୋ): ରାଜ୍ୟରେ ପ୍ରାୟ ୩.୯୧ଲକ୍ଷ ଉଦ୍ୟୋଗରେ କାର୍ଯ୍ୟରତ ୧୫ଲକ୍ଷ ଲୋକଙ୍କ ଜୀବନଜୀବିକା ବିପନ୍ନ ହୋଇଛି। କରୋନା ସଙ୍କଟ ଯୋଗୁ ଆର୍ଥିକ ଅନଟନ ଦେଇ ଗତି କରୁଥିବା ସୂକ୍ଷ୍ମ,…

4 years ago