ଭୁବନେଶ୍ୱର,୨୨ା୨(ବ୍ୟୁରୋ): ଚଳିତ ପଞ୍ଚାୟତ ନିର୍ବାଚନର ଚତୁର୍ଥ ପର୍ଯ୍ୟାୟ ଭୋଟ ଗ୍ରହଣ ମଙ୍ଗଳବାର ଆରମ୍ଭ ହୋଇଯାଇଛି। ଏହି ପର୍ଯ୍ୟାୟରେ ୨୭ ଜିଲାର ୬୪ ବ୍ଲକ ୧୬୩ ଜିଲା ପରିଷଦ…
ଭୁବନେଶ୍ୱର, ୨୨/୨(ବ୍ୟୁରୋ):ନୟାଗଡ଼ ଜିଲା ଟାଉନ୍ ଥାନା ଅନ୍ତର୍ଗତ ଉଦୟପଥ ଲେନ୍ର ଏକ ଭଡାଘରୁ ୩ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ବ୍ରାଉନସୁଗାର ଜବତ ମାମଲାର ମୁଖ୍ୟ ଅଭିଯୁକ୍ତ ତଥା…
ଭୁବନେଶ୍ୱର, ୨୨।୨(ବ୍ୟୁରୋ):ଅର୍ଥ ପାଇଁ ବିଭିନ୍ନ ରାଜ୍ୟର ୧୭ ମହିଳାଙ୍କୁ ବିବାହ କରି ଠକେଇ ଓ ପ୍ରତାରଣା କରିଥିବା ରସିକିଆ ନକଲି ଡାକ୍ତର ରମେଶ ଚନ୍ଦ୍ର ସ୍ବାଇଁଙ୍କ ବିରୋଧରେ…
ଭୁବନେଶ୍ୱର,୨୨।୨(ବ୍ୟୁରୋ):ନବୀନ ନିବାସକୁ ଲାଗି ଭୀମପୁରା ମୌଜାରେ ଥିବା ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ପ୍ରାୟ ୩ ଏକର ଜମିରେ ବହୁରାଷ୍ଟ୍ରୀୟ କମ୍ପାନୀ ହୋଟେଲ କରିବା ଘଟଣାକୁ ନେଇ ବିବାଦ ଲାଗି…
ଭୁବନେଶ୍ୱର, ୨୧।୨(ବ୍ୟୁରୋ):ରାଜ୍ୟରେ କରୋନାର ଦୈନିକ ସଂକ୍ରମଣ ହାର ୧ ପ୍ରତିଶତ ତଳକୁ ଖସିଛି। ଗତ ୨୪ଘଣ୍ଟାରେ ୫୩,୬୯୦ ନମୁନା ପରୀକ୍ଷା କରାଯାଇଥିବାବେଳେ ୩୮୮ଜଣ ପଜିଟିଭ୍ ବାହାରିଛନ୍ତି। ଫଳରେ…
ଭୁବନେଶ୍ୱର,୨୨/୨(ବ୍ୟୁରୋ):ତୃତୀୟ ପର୍ଯ୍ୟାୟରେ ରାଜ୍ୟରେ ୭୮.୬ ପ୍ରତିଶତ ମତଦାନ ହୋଇଛି । ଏ ନେଇ ସୋମବାର ରାଜ୍ୟ ନିର୍ବାଚନ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ସୁବର୍ଣ୍ଣପୁରରେ ସର୍ବାଧିକ…
ପୁରୀ ଅଫିସ/ଭୁବନେଶ୍ୱର (ବ୍ୟୁରୋ)/ପୁରୁଣା ଭୁବନେଶ୍ୱର, ୨୨।୨(ଡି.ଏନ୍.ଏ.):ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା (ଏଏସ୍ଆଇ)ର ମହାନିର୍ଦ୍ଦେଶକ (ଡିଜି) ଭି. ବିଦ୍ୟାବତୀ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ଏହି ଅବସରରେ ସେ…
ଭୁବନେଶ୍ୱର,୨୨ା୨(ବ୍ୟୁରୋ):ଆଗାମୀ ପୌର ନିର୍ବାଚନ ପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। କେବଳ ତାରିଖ ଘୋଷଣାକୁ ଅପେକ୍ଷା କରାଯାଇଛି। ପଞ୍ଚାୟତ ନିବର୍ର୍ାଚନ ଶେଷ ହେବା ପରେ…
ଭୁବନେଶ୍ୱର, ୨୨ା୨(ବ୍ୟୁରୋ):ଟଙ୍କା ପାଇଁ ବିଭିନ୍ନ ରାଜ୍ୟର ୧୭ ମହିଳାଙ୍କୁ ବିବାହ କରି ଠକେଇ ଓ ପ୍ରତାରଣା କରିଥିବା ରସିକିଆ ନକଲି ଡାକ୍ତର ରମେଶ ଚନ୍ଦ୍ର ସ୍ବାଇଁଙ୍କ ବିରୋଧରେ…
ଭୁବନେଶ୍ୱର, ୨୨।୨(ବ୍ୟୁରୋ):ଓଡ଼ିଶା ଆଡ଼କୁ ଆସୁଛି ପଶ୍ଚିମା ଝଡ଼। ଏହାର ପ୍ରଭାବରେ ଆସନ୍ତା ୨୪ ତାରିଖରୁ ପୁଣି ବର୍ଷା ସମ୍ଭାବନା ରହିଛି। ୨୪ ଓ ୨୫ରେ ବର୍ଷା ହେବାକୁ…