ମେଟ୍ରୋ

ବିଧାନସଭା ଅଧାରୁ ବନ୍ଦ

ଭୁବନେଶ୍ୱର,୧୧।୧୨(ବ୍ୟୁରୋ): ବିଧାନସଭାର ଶୀତ ଅଧିବେଶନ ଅଧାରୁ ବନ୍ଦ ହୋଇଛି। ଲଗାତର ଗୃହ ଅଚଳ ହେବା ପରେ ଶୁକ୍ରବାର ବିଧାନସଭାକୁ ଅନିର୍ଦ୍ଦିଷ୍ଟ କାଳ ଲାଗି ମୁଲତବୀ କରାଯାଇଛି। ଶୁକ୍ରବାର…

4 years ago

ବୋହିନେଲେ ଲୁହାପଥର

ଭୁବନେଶ୍ୱର,୧୧।୧୨(ବ୍ୟୁରୋ): ଖଣି ରାଜସ୍ବରେ ବ୍ୟାପକ ହେରଫେର ଓ ଅନିୟମିତତା ହୋଇଛି। ଲିଜ୍‌ଧାରୀ ଅନୁମୋଦିତ ପରିମାଣଠାରୁ ଅଧିକ ପରିମାଣର ଲୁହାପଥର ଉତ୍ତୋଳନ କରିଥିଲେ ମଧ୍ୟ ଖଣି ଯୁଗ୍ମ ନିର୍ଦ୍ଦେଶକ…

4 years ago

ବାତ୍ୟା କ୍ଷୟକ୍ଷତି ଆକଳନ କରିବେ କେନ୍ଦ୍ରୀୟ ଟିମ୍‌

ଭୁବନେଶ୍ୱର,୧୦।୧୨(ବ୍ୟୁରୋ): ବାତ୍ୟା ‘ଜଓ୍ବାଦ’ କ୍ଷୟକ୍ଷତି ଆକଳନ ପାଇଁ କେନ୍ଦ୍ରୀୟ ଟିମ୍‌ ଓଡ଼ିଶା ଆସିବ। ସ୍ବରାଷ୍ଟ୍ର ବ୍ୟାପାର ମନ୍ତ୍ରଣାଳୟ ଯୁଗ୍ମ ସଚିବ ସୌରଭ ରାୟଙ୍କ ନେତୃତ୍ୱରେ ଆସୁଥିବା ଏହି…

4 years ago

୨୦ ଦିନ ପୂର୍ବରୁ ସରିଲା ଶୀତକାଳୀନ ଅଧିବେଶନ

ଭୁବନେଶ୍ୱର,୧୦।୧୨(ବ୍ୟୁରୋ): ବିଧାନସଭା ଶୀତକାଳୀନ ଅଧିବେଶନ ଧାର୍ଯ୍ୟ ତାରିଖ ପୂର୍ବରୁ ଶୁକ୍ରବାର ଶେଷ ହୋଇଛି। ୨୦ ଦିନ ପୂର୍ବରୁ ତଥା ୧୭ଟି କାର୍ଯ୍ୟ ଦିବସ ବାକି ଥାଇ ଅଧିବେଶନକୁ…

4 years ago

୨୪୬ ସାମ୍ପୁଲରେ ଓମିକ୍ରନ ନାହିଁ

ଭୁବନେଶ୍ୱର,୧୦।୧୨(ବ୍ୟୁରୋ): ଜିନୋମ ସିକ୍ୱେନ୍ସିଂ ପାଇଁ ଆଇଏଲ୍‌ଏସ୍‌ ଆସିଥିବା ୨୪୬ ସାମ୍ପୁଲରେ ଓମିକ୍ରନ ଭାରିଏଣ୍ଟ ନାହିଁ। ଏ ନେଇ ଆଇଏଲ୍‌ଏସ୍‌ ପକ୍ଷରୁ ସୂଚନା ଦିଆଯାଇଛି। ବିଦେଶରୁ ଆସିଥିବା ବ୍ୟକ୍ତିଙ୍କ…

4 years ago

ନିର୍ଦ୍ଧୁମ ଛେଚିଲା ପୋଲିସ

ଭୁବନେଶ୍ୱର,୧୦।୧୨(ବ୍ୟୁରୋ): ମମିତା ହତ୍ୟା ମାମଲାକୁ ନେଇ ଝଡ଼ ଥମିବାର ନାଁ ଧରୁନି । ଗୋଟିଏ ପଟେ ୧୦ ଦିନ ହେଲାଣି ଗୃହ ସ୍ବାଭାବିକ ହୋଇପାରୁ ନ ଥିବା…

4 years ago

ବିଜେଡିରେ ଯୋଗଦେଲେ ପୂର୍ବତନ ବିଧାୟକ ପ୍ରଫୁଲ୍ଲ ମାଝି

ଭୁବନେଶ୍ୱର,୧୦।୧୨(ବ୍ୟୁରୋ): ସୁନ୍ଦରଗଡ଼ ତଳସରାର ପୂର୍ବତନ ବିଧାୟକ ତଥା ବରିଷ୍ଠ କଂଗ୍ରେସ ନେତା ଡାକ୍ତର ପ୍ରଫୁଲ୍ଲ ମାଝି ଶୁକ୍ରବାର ବିଜେଡିରେ ଯୋଗଦେଇଛନ୍ତି। ଗତ ୬ ତାରିଖରେ ସେ କଂଗ୍ରେସରୁ…

4 years ago

ଶନିବାରରୁ ପୁଣି ବର୍ଷା

ଭୁବନେଶ୍ୱର,୧୦।୧୨(ବ୍ୟୁରୋ) ରାଜ୍ୟରେ କୋହଲା ପାଗ ସାଙ୍ଗକୁ କିଛି ସ୍ଥାନେ ସ୍ଥାନେ ଝିପି ବର୍ଷା ଲାଗି ରହିଛି । ଦକ୍ଷିଣ- ପଶ୍ଚିମ ବଙ୍ଗୋପସାଗରରୁ ଉତ୍ତର ବଙ୍ଗୋପସାଗର ମଧ୍ୟରେ ଟ୍ରପ…

4 years ago

ଅପରାହ୍ନ ୪ ଟା ଯାଏ ଗୃହ ମୁଲତବୀ

ଭୁବନେଶ୍ୱର,୧୦।୧୨(ବ୍ୟୁରୋ): ନବମ ଦିନରେ ବି ଚାଲି ପାରିଲାନି ବିଧାନସଭା। ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଅପରାହ୍ନ ୪ ଟା ଯାଏ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି। ଅଧିବେଶନ…

4 years ago

ଦିନ ୧୧.୩୦ ଟା ଯାଏ ଗୃହ ମୁଲତବୀ

ଭୁବନେଶ୍ୱର,୧୦।୧୨(ବ୍ୟୁରୋ): ଆଜି ବି ଚାଲି ପାରିଲାନି ବିଧାନସଭା। ଅଧିବେଶନ ଆରମ୍ଭରୁ ଗୃହ ମଧ୍ୟ ଭାଗରେ ପ୍ଲାକାର୍ଡ ପ୍ରଦର୍ଶନ ସହ ଘଣ୍ଟ ବଜାଇ ବିରୋଧୀଙ୍କ ହଟ୍ଟଗୋଳ ଦେଖିବାକୁ ମିଳିଛି।…

4 years ago