ମେଟ୍ରୋ

ଯନ୍ତ୍ରୀଙ୍କୁ ଭିଜିଲାନ୍ସର ଜେରା

ଭୁବନେଶ୍ବର,୯।୪(ବ୍ୟୁରୋ): ଗଞ୍ଜାମ ଜିଲା ଭଞ୍ଜନଗର କ୍ଷୁଦ୍ର ଜଳସେଚନ ସହକାରୀ ଯନ୍ତ୍ରୀ କାର୍ତ୍ତିକେଶ୍ବର ରାଉଳଙ୍କ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଶନିବାର ଯନ୍ତ୍ରୀଙ୍କୁ ଜେରା କରୁଛି ଭିଜିଲାନ୍ସ।…

5 years ago

ବିଏମ୍‌ସିର ଡେପୁଟି ମେୟର ହେଲେ ମଞ୍ଜୁଲତା

ଭୁବନେଶ୍ୱର,୯।୪(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମର ୨୨ନଂ ୱାର୍ଡର କର୍ପୋରେଟର ମଞ୍ଜୁଲତା କଁଅର ଡେପୁଟି ମେୟର ଭାବେ ଶନିବାର ନିର୍ବାଚିତ ହୋଇଛନ୍ତି। ପୌର ନିର୍ବାଚନରେ ମଞ୍ଜୁଲତା ସର୍ବାଧିକ ୪୨୩୨…

5 years ago

ବିଏମ୍‌ସି ମେୟର ଭାବେ ଶପଥ ନେଲେ ସୁଲୋଚନା

ଭୁବନେଶ୍ୱର,୯।୪(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ ମେୟର ଭାବେ ଶନିବାର ଶପଥ ନେଲେ ସୁଲୋଚନା ଦାସ । ବିଏମ୍‌ସି କନ୍‌ଫରେନ୍ସ ହଲ୍‌ରେ ଏହି ଶପଥ ଗ୍ରହଣର କାର୍ଯକ୍ରମ ଅନୁଷ୍ଠିତ…

5 years ago

୧.୩୦ଲକ୍ଷ ଟଙ୍କାରେ ପ୍ରଥମ ମରୀଚି କୁଣ୍ଡ ପାଣି ନିଲାମ

ଭୁବନେଶ୍ୱର,୯।୪(ବ୍ୟୁରୋ) : ରୁକୁଣା ରଥ ପ୍ରତିଷ୍ଠା ପାଇଁ ମୁକ୍ତେଶ୍ୱର ମନ୍ଦିର ପରିସରରେ ଥିବା ମରୀଚି କୁଣ୍ଡରୁ ପାଣି ଆସିଥିଲା। ଶୁକ୍ରବାର ବିଳମ୍ବିତ ରାତିରେ ଏହି ପାଣି ନିଲାମ…

5 years ago

କମୁଛି ସଂକ୍ରମଣ, ୧୧ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୯।୪(ବ୍ୟୁରୋ) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୧ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୮ ଜଣ କ୍ୱାରାଣ୍ଟାଇନ୍‌ରୁ ରହିଥିବା ବେଳେ…

5 years ago

ପୁଣି ଯନ୍ତ୍ରୀଙ୍କ ଘରୁ ମିଳିଲା ନଗଦ ୧.୪୧ କୋଟି

ଭୁବନେଶ୍ବର,୯।୪(ବ୍ୟୁରୋ): ଗଞ୍ଜାମ ଜିଲା ଭଞ୍ଜନଗର କ୍ଷୁଦ୍ର ଜଳସେଚନ ସହକାରୀ ଯନ୍ତ୍ରୀ କାର୍ତ୍ତିକେଶ୍ବର ରାଉଳଙ୍କ ଘରେ ଭିଜିଲାନ୍ସ ଚଢାଉ ପରେ ତାଙ୍କ ନିକଟରୁ ବିପୁଳ ପରିମାଣରେ ଆୟ ବର୍ହିଭୂତ…

5 years ago

ଭାଜପା କୃଷକ ମୋର୍ଚ୍ଚାର ନୂଆ ଜିଲା ପ୍ରଭାରୀ

ଭୁବନେଶ୍ୱର,୯ା୪ (ବ୍ୟୁରୋ): ଭାଜପା ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ଅନୁମୋଦନକ୍ରମେ କୃଷକ ମୋର୍ଚ୍ଚା ଜିଲା ପ୍ରଭାରୀଙ୍କ ନାମ ଘୋଷଣା କରାଯାଇଛି। ଏନେଇ ରାଜ୍ୟ କୃଷକ ମୋର୍ଚ୍ଚା ସଭାପତି…

5 years ago

ଆଜି ଭୁବନେଶ୍ବରରେ ଡେପୁଟି ମେୟର ନିର୍ବାଚନ

ଭୁବନେଶ୍ୱର,୯।୪(ବ୍ୟୁରୋ): ଭୁବନେଶ୍ବରରେ ଆଜି ଡେପୁଟି ମେୟର ନିର୍ବାଚନ ହେବ। ୧୦ଟାରେ ଡେପୁଟି ମେୟର ପଦ ଲାଗି ନାମାଙ୍କନ କରାଯିବ । ୧୦ଟାରୁ ୧୧ଟା ଯାଏ ନାମାଙ୍କନ ସରିବା…

5 years ago

୧୦ରୁ ଭୁବନେଶ୍ୱର ନୂଆ ଷ୍ଟେଶନରେ ରହିବ ୪ ଯୋଡ଼ା ଟ୍ରେନ

ଭୁବନେଶ୍ୱର, ୯ା୪(ବ୍ୟୁରୋ): ଯାତ୍ରୀଙ୍କ ସୁବିଧା ପାଇଁ ରେଳପଥ ପକ୍ଷରୁ ଆସନ୍ତା ୧୦ ତାରିଖରୁ ଭୁବନେଶ୍ୱର ନୂତନ ଷ୍ଟେଶନରେ ପର୍ଯ୍ୟାୟକ୍ରମେ ୪ ଯୋଡ଼ା ଟ୍ରେନର ରହଣି କରିବ। ବିଶେଷ…

5 years ago

ମାର୍ଚ୍ଚ ୩୧ ସୁଦ୍ଧା ୫୭,୨୨,୩୦୪ ଏମ୍‌ଟି ଖରିଫ ଧାନ ସଂଗ୍ରହ

ଭୁବନେଶ୍ୱର,୯ା୪(ବ୍ୟୁରୋ): ରାଜ୍ୟରେ ୨୦୨୨ ମାର୍ଚ୍ଚ ୩୧ରେ ଖରିଫ ଧାନ ସଂଗ୍ରହ କାର୍ଯ୍ୟ ଶେଷ ହୋଇଛି। ଏହି ସମୟରେ ୫୭ ଲକ୍ଷ ୨୨ ହଜାର ୩୦୪ ମେଟ୍ରିକ୍‌ ଟନ(ଏମ୍‌ଟି)…

5 years ago