ମେଟ୍ରୋ

ବିଜେଡି ୭୬୦ ଆସନରେ ଆଗୁଆ

ଭୁବନେଶ୍ବର,୨୮।୨(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଭୋଟ ଗଣତିର ତୃତୀୟ ଦିନରେ ମଧ୍ୟ ବିଜେଡି ଆଗରେ ରହିଛି। ମୋଟ ୮୪୯ଟି ଜିଲା ପରିଷଦ ଜୋନରେ ଗଣତି ହେଉଥିବା ବେଳେ…

4 years ago

ୟୁକ୍ରେନରୁ ଫେରିଥିବା ଓଡ଼ିଆଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୮।୨(ବ୍ୟୁରୋ): ୟୁକ୍ରେନରୁ ଫେରିଥିବା ଓଡ଼ିଆଙ୍କ ସହ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଲୋଚନା କରିଛନ୍ତି। ଓଡ଼ିଆ ଛାତ୍ରମାନେ ସୁରକ୍ଷିତ ଫେରିଆସିଥିବାରୁ ମୁଖ୍ୟମନ୍ତ୍ରୀ ଆଶ୍ୱସ୍ତି ବ୍ୟକ୍ତ…

4 years ago

ବିଜେଡିରେ ମିଶିଲେ ପୂର୍ବତନ ଅଧ୍ୟକ୍ଷ

ଭୁବନେଶ୍ୱର,୨୮।୨(ବ୍ୟୁରୋ): ଅନୁଗୋଳ ମ୍ୟୁନିସିପାଲ୍‌ଟିର ପୂର୍ବତନ ଅଧ୍ୟକ୍ଷ ତଥା କଂଗ୍ରେସ ନେତା ଅକ୍ଷୟ ସାମନ୍ତ ଓ ତାଙ୍କ ସମର୍ଥକ ସୋମବାର ବିଜେଡିର ଯୋଗ ଦେଇଛନ୍ତି। ବିଜେଡି ସାଂଗଠନିକ ସମ୍ପାଦକ…

4 years ago

ଶାନ୍ତିପୂର୍ଣ୍ଣ ଓ ନିରପେକ୍ଷ ନିର୍ବାଚନ ପରିଚାଳନା ପାଇଁ ନିଆଯିବ ଆବଶ୍ୟକ ପଦକ୍ଷେପ: ବିଏମ୍‌ସି

ଭୁବନେଶ୍ୱର,୨୮।୨(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ସରିବା ପରେ ଏବେ ପୌର ନିର୍ବାଚନକୁ ନେଇ ରାଜନୀତି ସରଗରମ୍‌ ରହିଛି। ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଏମ୍‌ସି କାର୍ଯ୍ୟାଳୟ, ନିର୍ବାଚନ ଅଧିକାରୀଙ୍କ…

4 years ago

ପୌର ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି: ମାର୍ଚ୍ଚ ୨ରୁ ନାମାଙ୍କନ ଦାଖଲ, ୨୪ରେ ଭୋଟ୍‌

ଭୁବନେଶ୍ୱର,୨୮ା୨(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ସରିବା ପରେ ଏବେ ପୌର ନିର୍ବାଚନକୁ ନେଇ ରାଜନୀତି ସରଗରମ ହୋଇଛି। ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ରାଜ୍ୟ ନିର୍ବାଚନ କମିଶନ ବିଧିବଦ୍ଧ…

4 years ago

ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୯୦୭୧କୁ ବୃଦ୍ଧି

ଭୁବନେଶ୍ୱର,୨୮ା୨(ବ୍ୟୁରୋ): ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ଶୁକ୍ରବାର ୨୦୦ ତଳେ ଥିବା ବେଳେ ଆଜି ଆଉ ୭ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ…

4 years ago

ଖୋଲିଲା ସ୍କୁଲ, ସାଙ୍ଗସାଥୀଙ୍କ ସହ ମଜା କରୁଛନ୍ତି ପିଲା

ଭୁବନେଶ୍ୱର,୨୮ା୨(ବ୍ୟୁରୋ): ଦୀର୍ଘ ୨ ବର୍ଷ ପରେ ସୋମବାର ଖୋଲିଛି ପ୍ରଥମରୁ ସପ୍ତମ ଶ୍ରେଣୀ। ପିଲାମାନେ ସ୍କୁଲ ପରିସରରେ ପହଞ୍ଚି ବେଶ୍‌ ଖୁସି ହୋଇଥିବା ଦେଖିବାକୁ ମିଳିଛି। ଏପରିକି…

4 years ago

୨୦୦ ତଳକୁ ଖସିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୨୮ା୨(ବ୍ୟୁରୋ): ସୋମବାର ରାଜ୍ୟରୁ ୧୭୧ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୫,୦୩୮ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ…

4 years ago

ମାର୍କେଟ ବିଲ୍ଡିଂରେ ଉଠାଦୋକାନୀଙ୍କୁ ନେଇ ଅସନ୍ତୋଷ

ଭୁବନେଶ୍ୱର,୨୮।୨ (ବ୍ୟୁରୋ): ଉଠା ଦୋକାନୀ ଓ ମାର୍କେଟ ବିଲ୍ଡିଂ ଦୋକାନୀଙ୍କ ମଧ୍ୟରେ ପୁଣି ଥରେ କନ୍ଦଳ ଆରମ୍ଭ ହୋଇ ଯାଇଛି। ଉଠାଦୋକାନୀଙ୍କ ପ୍ରାଦୁର୍ଭାବରେ ବ୍ୟତିବ୍ୟସ୍ତ ହୋଇ ଏହାର…

4 years ago

ନକଲି ଡାକ୍ତର ଠକେଇ ମାମଲା: ମୁହାଁମୁହିଁ ଜେରା ହେବେ ଭଉଣୀଭାଇ

ଭୁବନେଶ୍ୱର,୨୮।୨(ବ୍ୟୁରୋ): ରସିକିଆ ନକଲି ଡାକ୍ତର ରମେଶଚନ୍ଦ୍ର ସ୍ବାଇଁଙ୍କ ପ୍ରତାରଣା ଓ ଠକେଇ ସାମ୍ରାଜ୍ୟକୁ ଭେଦ କରିପାରୁନି କମିଶନରେଟ ପୋଲିସ। ଶୁକ୍ରବାରଠାରୁ ଦ୍ୱିତୀୟଥର ରିମାଣ୍ଡରେ ଆଣି ମାରାଥନ ଜେରା…

4 years ago