ମେଟ୍ରୋ

ୟେଲୋ ଜୋନ୍‌କୁ ଫେରିଲା ଖୋର୍ଦ୍ଧା

ଭୁବନେଶ୍ୱର,୪।୧(ବ୍ୟୁରୋ): ରାଜ୍ୟରେ ୭ ଶହ ମୁହାଁ ହୋଇଛି କରୋନା ସଂକ୍ରମଣ। ଗତ ୨୪ ଘଣ୍ଟାରେ ୨୫ ଜିଲାରୁ ୬୮୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।…

4 years ago

୫ ଲକ୍ଷ ଛାତ୍ରୀଛାତ୍ର ଦେବେ ଦଶମ ସମେଟିଭ୍‌-୧ ପରୀକ୍ଷା

ଭୁବନେଶ୍ୱର,୪।୧(ବ୍ୟୁରୋ): ରାଜ୍ୟରେ ବୁଧବାରଠାରୁ ଆରମ୍ଭ ହେଉଛି ଦଶମ ଶ୍ରେଣୀ ସମେଟିଭ୍‌-୧ ପରୀକ୍ଷା। ୫ରୁ ୮ ତାରିଖ ପର୍ଯ୍ୟନ୍ତ ୪ ଦିନ ଏହି ପରୀକ୍ଷା ଚାଲିବ। ପ୍ରଥମ ୩…

4 years ago

୧୦ ଦିନ ମଧ୍ୟରେ ସବୁ କୋଭିଡ୍‌ ହସ୍ପିଟାଲକୁ ପ୍ରସ୍ତୁତ କର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪।୧(ବ୍ୟୁରୋ): ଓଡ଼ିଶାରେ ଦିନକୁ ଦିନ ବଢ଼ିବାରେ ଲାଗିଲାଣି କୋଭିଡ୍‌ ସଂକ୍ରମଣ। ଏହାକୁ ଦୃଷ୍ଟିରେ ରଖି ଆସନ୍ତା ୧୦ ଦିନ ମଧ୍ୟରେ ରାଜ୍ୟର ସମସ୍ତ ସରକାରୀ ଏବଂ ବେସରକାରୀ…

4 years ago

ବନ୍ଦ ହେଲା ମାର୍କେଟ ବିଲ୍ଡିଂ

ଭୁବନେଶ୍ୱର,୪।୧(ବ୍ୟୁରୋ): ଅନିର୍ଦ୍ଧିଷ୍ଟ କାଳ ପାଇଁ ବନ୍ଦ ହେଲା ମାର୍କେଟ ବିଲ୍ଡି। ଉଠାଦୋକାନୀଙ୍କୁ ଉଠାଇବା ଦାବିରେ ଏହାକୁ ବନ୍ଦ କରିଦିଆଯାଇଥିବା ଜଣାପଡ଼ିଛି। ତେବେ ଜଣେ ଉଠାଦୋକାନୀ ମାର୍କେଟ ବିଲ୍ଡିଂରେ…

4 years ago

ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ: ୧୦ରେ ବସିବ ସର୍ବଦଳୀୟ ବୈଠକ

ଭୁବନେଶ୍ୱର,୪।୧(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଆସନ୍ତା ୧୦ରେ ନିର୍ବାଚନ କମିଶନ ସର୍ବଦଳୀୟ ବୈଠକ ଡାକିଛନ୍ତି। ଏହି ବୈଠକରେ ନିର୍ବାଚନ ପାଇଁ ଆଲୋଚନା ହେବାର ସୂଚନା ରହିଛି।…

4 years ago

ରାଜ୍ୟରୁ ପୁଣି ଜଣଙ୍କ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୪।୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮,୪୬୪କୁ ବୃଦ୍ଧି ପାଇଛି। ମୃତକ ବାଲେଶ୍ୱର ଜିଲାର। ତେବେ ଆଜି ରାଜ୍ୟରେ…

4 years ago

ବିକଶିତ ହେବ ସହରାଞ୍ଚଳ ବସ୍ତିବାସିନ୍ଦାଙ୍କ ଭିତ୍ତିଭୂମି

ଭୁବନେଶ୍ୱର, ୪।୧(ବ୍ୟୁରୋ): ସହରାଞ୍ଚଳ ବସ୍ତିବାସିନ୍ଦାଙ୍କ ପାଇଁ ନିର୍ଭରଶୀଳ ଓ ବାସଯୋଗ୍ୟ ବସତି ବିକାଶ ଉପରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଗୁରୁତ୍ୱ ପ୍ରଦାନ କରିଛନ୍ତି।…

4 years ago

ବୁଧବାରରୁ ଆରମ୍ଭ ଦଶମ ସମେଟିଭ୍‌-୧ ପରୀକ୍ଷା

ଭୁବନେଶ୍ୱର,୪।୧(ବ୍ୟୁରୋ): ଦଶମ ସମେଟିଭ୍‌-୧ ପରୀକ୍ଷା ବୁଧବାରରୁ ଆରମ୍ଭ ହେବ। ତେବେ ଏହି ପରୀକ୍ଷା ୫ରୁ ୮ ଯାଏ ଚାଲିବ ବୋଲି ବୋର୍ଡ ସଭାପତି ସୂଚନା ଦେଇଛନ୍ତି। ଦିନକୁ…

4 years ago

୫ରୁ କମିବ ଶୀତ

ଭୁବନେଶ୍ୱର,୪।୧(ବ୍ୟୁରୋ): ଜଳବାୟୁ ପରିବର୍ତ୍ତନ ଯୋଗୁ ଚଳିତ ବର୍ଷ ଓଡ଼ିଶା ଭିତରକୁ ବାରମ୍ବାର ପଶ୍ଚିମା ବାୟୁ ପ୍ରବାହ ହେଉଛି। ଏଥିଯୋଗୁ ବର୍ଷା ମଧ୍ୟ ଲାଗିରହୁଛି। ଆସନ୍ତା ୮ ତାରିଖରୁ…

4 years ago

ପ୍ରଥମ ଦିନରେ ୮୦ ହଜାର ନେଲେ ଟିକା

ଭୁବନେଶ୍ୱର, ୪।୧(ବ୍ୟୁରୋ): ସାରା ଦେଶରେ ସୋମବାରଠାରୁ ୧୫ରୁ ୧୮ ବର୍ଷ ପିଲାଙ୍କର ଟିକାକରଣ ଆରମ୍ଭ ହୋଇଛି। ପ୍ରଥମ ଦିନରେ ଦେଶରେ ପ୍ରାୟ ୧୬ଲକ୍ଷରୁ ଊର୍ଦ୍ଧ୍ୱ ପିଲା ଟିକା…

4 years ago