ମେଟ୍ରୋ

ତୈଳ, ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ ଗର୍ଜିଲା ବିଜେଡି

ଭୁବନେଶ୍ୱର,୯।୧୨(ବ୍ୟୁରୋ): ତୈଳ ଓ ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ ରଣହୁଙ୍କାର ଦେଇଛି ବିଜେଡି। ଦରବୃଦ୍ଧି ପ୍ରତିବାଦରେ ଗୁରୁବାର ବିଜେଡି ପକ୍ଷରୁ ବିଶାଳ ବାଇକ୍‌ ଶୋଭାଯାତ୍ରା କରାଯାଇଛି ।…

4 years ago

କ୍ୟାପିଟାଲ ହାଇସ୍କୁଲର ୨ ଛାତ୍ରଙ୍କୁ କରୋନା

ଭୁବନେଶ୍ୱର,୯।୧୨(ବ୍ୟୁରୋ): ରାଜଧାନୀର କ୍ୟାପିଟାଲ ହାଇସ୍କୁଲର ଦୁଇ ଛାତ୍ର କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଉଭୟ ଛାତ୍ର ନବମ ଶ୍ରେଣୀରେ ପାଠ ପଢୁଥିବା ନେଇ ସୂଚନା ମିଳିଛି। ବର୍ତ୍ତମାନ…

4 years ago

ଆଜି ବି ଚାଲିପାରିଲାନି ବିଧାନସଭା, ଅପରାହ୍ନ ୪ଟା ପର୍ଯ୍ୟନ୍ତ ଗୃହ ମୁଲତବୀ

ଭୁବନେଶ୍ୱର,୯ା୧୨(ବ୍ୟୁରୋ): ଆଜି ହେଉଛି ବିଧାନସଭା ଶୀତକାଳୀନ ଅଧିବେଶନର ୮ମ ଦିନ। ଆଜି ବି ଗୃହକାର୍ଯ୍ୟ ଚାଲିପାରିଲାନି। ତେଣୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଗୃହକୁ ମୁଲତବୀ ରଖିଛନ୍ତି ବାଚସ୍ପତି।…

4 years ago

ସିଡିଏସ୍‌ ବିପିନ ରାଓ୍ବତଙ୍କ ବିୟୋଗରେ ବିଧାନସଭାରେ ଶୋକ ପ୍ରସ୍ତାବ

ଭୁବନେଶ୍ୱର,୯ା୧୨(ବ୍ୟୁରୋ): ସିଡିଏସ୍‌ ବିପିନ ରାଓ୍ବତ ଏବଂ ତାଙ୍କ ସ୍ତ୍ରୀ ମଧୁଲିକାଙ୍କ ସମେତ ଅନ୍ୟ ୧୧ ଜଣ ସେନା ଅଧିକାରୀଙ୍କ ବିୟୋଗରେ ଆଜି ବିଧାନସଭାରେ ଶୋକ ପ୍ରସ୍ତାବ ଆଗତ…

4 years ago

ବିଧାନସଭା ସଚିବ କରୋନା ପଜିଟିଭ୍‌

ଭୁବନେଶ୍ୱର,୯।୧୨(ବ୍ୟୁରୋ): ବିଧାନସଭା ସଚିବ ଦାଶରଥୀ ଶତପଥୀ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ସୂଚନା ମିଳିଛି। ଏହାସହ ତାଙ୍କ ଡ୍ରାଇଭର ମଧ୍ୟ ପଜିଟିଭ୍‌ ଚିହ୍ନଟ ହୋଇଥିବା ଜଣାଯାଇଛି। ପୂର୍ବରୁ…

4 years ago

ରାଜ୍ୟରେ ଆଉ ୨ ଜଣ କରୋନା ଆକ୍ରାନ୍ତ ମୃତ

ଭୁବନେଶ୍ୱର,୯।୧୨(ବ୍ୟୁରୋ): ରାଜ୍ୟରେ ଗୁରୁବାର କରୋନା ଆଉ ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୪୨୮କୁ ବୃଦ୍ଧି ପାଇଛି। ମୃତକଙ୍କ…

4 years ago

ରାଜ୍ୟରେ ୧୯୫ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୯।୧୨(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ୧୯୫ ମଧ୍ୟରେ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୪ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ…

4 years ago

ପାହାଡ଼ ଭିତରେ ପ୍ରାଚୀନ ଗୁମ୍ପା ଠାବ

ଭୁବନେଶ୍ୱର,୯।୧୨(ବ୍ୟୁରୋ): ଓଡ଼ିଶାରେ ଏବେ ବି ବହୁ ଐତିହାସିକ କୀର୍ତ୍ତିରାଜ ଲୁକ୍କାୟିତ ହୋଇ ରହିଛି। ସେଗୁଡ଼ିକୁ ଖୋଜିବା ସହ ଲୋକଲୋଚନ ତଥା ସରକାରଙ୍କ ଦୃଷ୍ଟିକୁ ଆଣିବା ପାଇଁ ଅନେକ…

4 years ago

ମାପ ଓଜନରେ ବ୍ୟାପକ ଠକେଇ

ଭୁବନେଶ୍ୱର,୯।୧୨(ବ୍ୟୁରୋ): ଗତ ୨ ବର୍ଷରେ ମାପ ଓ ଓଜନ ନିୟମ ଉଲ୍ଲଂଘନକାରୀଙ୍କ ଠାରୁ ୨ କୋଟି ୮୩ ଲକ୍ଷ ୬୮ ହଜାର ୩୬୫ ଟଙ୍କା ଆଦାୟ ହୋଇଛି…

4 years ago

ଚାଷୀଙ୍କୁ ତୁରନ୍ତ କ୍ଷତିପୂରଣ ଦାବିକଲା କଂଗ୍ରେସ

ଭୁବନେଶ୍ୱର,୯।୧୨(ବ୍ୟୁରୋ): ‘ଜୱାଦ’ଜନିତ ଅଦିନିଆ ବର୍ଷାରେ ଓଡ଼ିଶାରେ ବ୍ୟାପକ ଫସଲ ନଷ୍ଟ ହୋଇଛି। କେବଳ ଧାନ ଚାଷୀ ନୁହନ୍ତି, ପରିବା ଚାଷୀ ମଧ୍ୟ କ୍ଷତିଗ୍ରସ୍ତ ହୋଇଛନ୍ତି। ଏଭଳି ବିପତ୍ାତ…

4 years ago