ମେଟ୍ରୋ

ଓଡ଼ିଶାରୁ ୨୨ ପାଇବେ ପୋଲିସ୍‌ ମେଡାଲ

ଭୁବନେଶ୍ୱର,୨୫।୧(ବ୍ୟୁରୋ): ସାଧାରଣତନ୍ତ୍ର ଦିବସ ଅବସରରେ ୯୩୯ ପୋଲିସ ଅଧିକାରୀ ପୁରସ୍କୃତ ହେବେ। ଏଥି ମଧ୍ୟରୁ ଓଡ଼ିଶାରୁ ୨୨ଜଣ ପୋଲିସ ମନୋନୀତ ହୋଇଛନ୍ତି। ୧୧ ଜଣ ଉତ୍କୃଷ୍ଟ ସେବା,…

5 years ago

‘ରାଜ୍ୟରେ କରୋନା ସଂକ୍ରମଣ କମୁଛି’

ଭୁବନେଶ୍ୱର,୨୫।୧(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତି ନେଇ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ପ୍ରତିକ୍ରିୟା ରଖିଛନ୍ତି। ରାଜ୍ୟରେ କରୋନା ସଂକ୍ରମଣ କମୁଛି ବୋଲି ସ୍ବାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି। ସେ…

5 years ago

ଗୃହ ସଙ୍ଗରୋଧ ପାଇଁ ନୂଆ ଗାଇଡ୍‌ଲାଇନ ଜାରି କରିଛି ବିଏମ୍‌ସି

ଭୁବନେଶ୍ୱର,୨୫।୧(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ ଗୃହ ସଙ୍ଗରୋଧ ପାଇଁ ନୂଆ ଗାଇଡ୍‌ଲାଇନ ଜାରି କରିଛି । ଅଳ୍ପ ଲକ୍ଷଣ ଥିଲେ ଭୟଭୀତ ନ ହୋଇ ଘରେ ରହିବା…

5 years ago

୧୦ ଲକ୍ଷ ଟଙ୍କାର ଫୋନ୍‌ ପାଇ ଫେରାଇଦେଲେ ଡ୍ରାଇଭର

ଭୁବନେଶ୍ୱର,୨୫।୧(ବ୍ୟୁରୋ): ରାସ୍ତା କଡ଼ରୁ ୧୦ ଲକ୍ଷ ଟଙ୍କାର ମୋବାଇଲ ଫୋନ ଏବଂ ଆସୋସରିଜ ପାଇ ଫେରାଇଦେଲେ ଡ୍ରାଇଭର। ସୂଚନାଯୋଗ୍ୟ, ଗତ ୨୧ ତାରିଖରେ ଏକ୍ସପ୍ରେସ୍‌ କୋରିୟର ନାମକ…

5 years ago

ଖସୁଛି ଦୈନିକ ସଂକ୍ରମଣ, ଚିହ୍ନଟ ହେଲେ ୫୮୯୧ ପଜିଟିଭ୍‌

ଭୁବନେଶ୍ୱର,୨୫।୧(ବ୍ୟୁରୋ): ରାଜ୍ୟରେ ଖସୁଛି ଦୈନିକ ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୫୮୯୧ କରୋନା ଆକ୍ରାନ୍ତ। ସେମାନଙ୍କ ମଧ୍ୟରୁ ୮୫୨ଜଣ ପିଲା ଅଛନ୍ତି। ୩୪୧୩…

5 years ago

ରାଜ୍ୟରୁ ପୁଣି ୭ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୫।୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ଆଉ ୭ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮,୫୩୨କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ…

5 years ago

ଆଜି ପ୍ରକାଶ ପାଇବ ଚୂଡ଼ାନ୍ତ ତାଲିକା

ଭୁବନେଶ୍ୱର,୨୫।୧(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ମଙ୍ଗଳବାର ଜିଲାଗୁଡ଼ିକରେ ଚୂଡାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ। ଅପରାହ୍ନ ୩ଟା ମଧ୍ୟରେ ନାମାଙ୍କନପତ୍ର ପ୍ରତ୍ୟାହାର କରାଯିବାକୁ ସମୟ ଧାର୍ଯ୍ୟ…

5 years ago

ବିକଶିତ ହେବ ଅଣଆକାଂକ୍ଷା ଜିଲା

ଭୁବନେଶ୍ୱର,୨୫।୧(ବ୍ୟୁରୋ): ଅନୁନ୍ନତ ଜିଲାର ବିକାଶ ପାଇଁ ଆଂକାକ୍ଷା ଯେଜନାରେ କେନ୍ଦ୍ର ସରକାର ଓଡ଼ିଶାର ୧୦ଜିଲାକୁ ସାମିଲ କରିଥିଲେ। ଏବେ ଏବେ ଅଣଆକାଂକ୍ଷା ଜିଲାର ସ୍ବତନ୍ତ୍ର ବିକାଶ ଉପରେ…

5 years ago

ସ୍କୁଲ ପାଇଁ ୪୦ଲକ୍ଷ ଦେଲେ ପୁରାତନ ଛାତ୍ରୀଛାତ୍ର

ଭୁବନେଶ୍ୱର, ୨୫।୧(ବ୍ୟୁରୋ): ରାଜ୍ୟର ଅନ୍ୟତମ ପୁରାତନ ଶିକ୍ଷାନୁଷ୍ଠାନ ୟୁନିଭର୍‌ସିଟି ହାଇସ୍କୁଲ ବାଣୀବିହାରର ପୁରାତନ ଛାତ୍ରୀଛାତ୍ର ‘ମୋ ସ୍କୁଲ୍‌ ଅଭିଯାନ’ରେ ସାମିଲ ହୋଇ ନିଜ ବିଦ୍ୟାଳୟର ଭିତ୍ତିଭୂମି ବିକାଶ…

5 years ago

ଜାଲ୍‌ ଦିବ୍ୟାଙ୍ଗ ପ୍ରମାଣପତ୍ର ଦେଇଥିଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର, ୨୫।୧(ବ୍ୟୁରୋ): ଜାଲ୍‌ ଦିବ୍ୟାଙ୍ଗ ପ୍ରମାଣପତ୍ର ଦେଇ ନାମ ଲେଖାଇଥିଲେ ଏଣିକି ଛାତ୍ରୀଛାତ୍ରଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ହେବ। ୨୦୧୯-୨୦, ୨୦୨୦-୨୧, ୨୦୨୧-୨୨ ଶିକ୍ଷାବର୍ଷରେ ବିଭିନ୍ନ ଉଚ୍ଚଶିକ୍ଷା ଅନୁଷ୍ଠାନରେ…

5 years ago