ମେଟ୍ରୋ

୫ମ ଥର ପାଇଁ କ୍ରୁଟ୍‌କୁ ‘ଉତ୍କର୍ଷ ପୁରସ୍କାର’

ଭୁବନେଶ୍ୱର, ୨୮।୧୦ (ବନ୍ଦନା ସେଠୀ): ୧୬ତମ ଅର୍ବାନ ମୋବିଲିଟି ଇଣ୍ଡିଆ ସମ୍ମିଳନୀ ଏବଂ ଏକ୍ସ୍‌ପୋରେ କ୍ୟାପିଟାଲ ରିଜିଅନ ଅର୍ବାନ ଟ୍ରାନ୍ସପୋର୍ଟ (କ୍ରୁଟ)କୁ ୨୦୨୩ ବର୍ଷ ପାଇଁ ଉତ୍କର୍ଷ…

6 months ago

କୁଆଁର ପୂନେଇଁ ଜହ୍ନ ଗୋ…

ଭୁବନେଶ୍ୱର,୨୮।୧୦(ଶର୍ମିଷ୍ଠା ପାଣିଗ୍ରାହୀ): ଆକାଶର ଜହ୍ନ ସାଥେ କୁଆଁରୀ ମନର ଅସୁମାରୀ ଆଶାକୁ ନୃତ୍ୟରେ ରୂପାନ୍ତରିତ କରି ଅନୁଷ୍ଠିତ ହୋଇଯାଇଛି କୁମାର ଉତ୍ସବ। ଶୁକ୍ରବାର ନୃତ୍ୟାନୁଷ୍ଠାନ ନୃତ୍ୟାୟନ ପକ୍ଷରୁ…

6 months ago

ସ୍ବାଭାବିକ ହେଲା ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି

ପୁରୁଣା ଭୁବନେଶ୍ୱର,୨୮।୧୦(ସୁବାସ ଚନ୍ଦ୍ର ପ୍ରଧାନ): ଗତ ବୁଧବାରଠାରୁ ଉପବାସରେ ରହିଥିବା ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି ଶୁକ୍ରବାର ସ୍ବାଭାବିକ ହୋଇଛି। ଅପରାହ୍ନ ୧ଟାରେ ମହାସ୍ନାନ ହୋଇଥିଲା। ଅପରାହ୍ନ ୧ଟା…

6 months ago

ଆରମ୍ଭ ହେଲା ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା

ଭୁବନେଶ୍ୱର,୨୮ା୧୦(ଅସମାପିକା ସାହୁ): ୨୦୨୪ ସାଧାରଣ ନିର୍ବାଚନ ଲାଗି ଭୋଟର ତାଲିକା ସଂଶୋଧନ ପାଇଁ ଶୁକ୍ରବାରଠାରୁ ପ୍ରକ୍ରିୟା ଆରମ୍ଭ ହୋଇଛି। ଏନେଇ ଖବରଦାତା ସମ୍ମିଳନୀ ଜରିଆରେ ରାଜ୍ୟ ମୁଖ୍ୟ…

6 months ago

ଶିକ୍ଷକଙ୍କ ବଦଳି ପାଇଁ ୨୯ରୁ ଆବେଦନ

ଭୁବନେଶ୍ୱର, ୨୭।୧୦(ଅସମାପିକା ସାହୁ): ଶିକ୍ଷକଙ୍କ ବଦଳି ପାଇଁ ରାଜ୍ୟ ସରକାର ନୂତନ ଗାଇଡ୍‌ଲାଇନ କରିଥିଲେ। ଏହି ପରିପ୍ରେକ୍ଷୀରେ ଆସନ୍ତା ୨୯ ତାରିଖରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ।…

6 months ago

ସଙ୍ଗୀତ ନିର୍ଦ୍ଦେଶକ ସ୍ବରୂପ ନାୟକଙ୍କ ବିୟୋଗ: ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ, ସଂସ୍କୃତି ମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୨୭।୧୦: ସଙ୍ଗୀତ ନିର୍ଦ୍ଦେଶକ ସ୍ବରୂପ ନାୟକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକବ୍ୟକ୍ତ କରିଛନ୍ତି। ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ତଥା ଗୀତିକାର ସ୍ବରୂପ ନାୟକଙ୍କ ଦେହାନ୍ତ…

6 months ago

ଶନିବାର ଆଂଶିକ ଚନ୍ଦ୍ରଗ୍ରହଣ: ଜାଣନ୍ତୁ କେତେବେଳେ ପାକନିଷେଧ, ପୂଜାର୍ଚ୍ଚନା

ଭୁବନେଶ୍ୱର,୨୭ା୧୦(ବନ୍ଦନା ସେଠୀ):ଆସନ୍ତା ୨୮ ତାରିଖ ଶନିବାର ବିଳମ୍ବିତ ରାତିରେ ଆଂଶିକ ଚନ୍ଦ୍ର ଗ୍ରହଣ ହେବ। ରାତି ୧ଟା ୫ରୁ ଗ୍ରହଣ ଆରମ୍ଭ ହୋଇ ପ୍ରାୟ ୨ଟା ୨୨ରେ…

6 months ago

ଗାଁର ସବୁ ଲୋକଙ୍କ ପାଇଁ ବିକାଶର ଗ୍ୟାରେଣ୍ଟି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୬ା୧୦: ରାଜ୍ୟ ସରକାରଙ୍କର ଗ୍ରାମାଭିମୁଖୀ ମହତ୍ତ୍ୱାକାଂକ୍ଷୀ ଯୋଜନା ‘ଆମ ଓଡ଼ିଶା ନବୀନ ଓଡ଼ିଶା’ ମାଧ୍ୟମରେ ନୂଆ ଓଡ଼ିଶା ସଶକ୍ତ ଓଡ଼ିଶା ଗଠନର ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ…

6 months ago

ମ୍ୟାନ୍‌ ଅଫ୍‌ ମିଶନ ଭି.କେ. ପାଣ୍ଡିଆନ

ଭୁବନେଶ୍ୱର,୨୬ା୧୦(ଅନିଲ ଦାସ)ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ(୫-ଟି) ତଥା ୨୦୦୦ ବ୍ୟାଚ୍‌ ବରିଷ୍ଠ ଆଇଏଏସ୍‌ ଅଫିସର ଭି.କେ. ପାଣ୍ଡିଆନ ଅକ୍ଟୋବର ୨୩ ତାରିଖରେ ଚାକିରିରୁ ସ୍ବେଚ୍ଛାକୃତ ଭାବେ ଅବସର ନେଇଛନ୍ତି।…

6 months ago

ତମାଖୁମୁକ୍ତ ଗାଁ ଅଭିଯାନରେ ଓଡ଼ିଶା ଶ୍ରେଷ୍ଠ

ଭୁବନେଶ୍ୱର, ୨୬।୧୦ (ଅସମାପିକା ସାହୁ)ତମାଖୁମୁକ୍ତ ଗାଁ ଅଭିଯାନରେ ସାରା ଦେଶରେ ଓଡ଼ିଶା ଶ୍ରେଷ୍ଠ ସ୍ଥାନ ହାସଲ କରିଛି। ଏହା ଟବାକୋ ଫ୍ରି ୟୁଥ୍‌ କ୍ୟାମ୍ପେନ-୨୦୨୩ ଅଧୀନରେ ହୋଇଥିଲା।…

6 months ago