ମେଟ୍ରୋ

ଶିଶୁପାଳଗଡ଼ ମହୋତ୍ସବର ତୃତୀୟ ସନ୍ଧ୍ୟା: ଋତୁରାଜଙ୍କ ସୁଫି ସଙ୍ଗୀତରେ ଝୁମିଲେ ଶ୍ରୋତା, ଆଜି ସରିବ

ଭୁବନେଶ୍ୱର(ବ୍ୟୁରୋ)/ ପୁରୁଣା ଭୁବନେଶ୍ୱର(ଡି.ଏନ୍‌.ଏ.), ୧୯।୧ - କଳିଙ୍ଗ ସଂସ୍କୃତି ଓ ଐତିହ୍ୟ ସୁରକ୍ଷା ମଞ୍ଚ (କାପୋକ) ପକ୍ଷରୁ ଆୟୋଜିତ ଶିଶୁପାଳଗଡ଼ ମହୋତ୍ସବର ଶନିବାର ଥିଲା ତୃତୀୟ ସନ୍ଧ୍ୟା।…

4 years ago

‘ପରୀକ୍ଷା ପେ ଚର୍ଚ୍ଚା’ରେ ଓଡ଼ିଶାରୁ ୨୮ ପିଲା

ଭୁବନେଶ୍ୱର,୧୯।୧(ବ୍ୟୁରୋ)-ନୂଆଦିଲ୍ଲୀଠାରେ ଆସନ୍ତା ୨୦ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ପରୀକ୍ଷା ପେ ଚର୍ଚ୍ଚା’ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏହି କାର୍ଯ୍ୟକ୍ରମରେ ସାରା ଦେଶରୁ ୨୨୦୦ଜଣ ଛାତ୍ରୀଛାତ୍ର, ଅଭିଭାବକ ଓ…

4 years ago

ଆଜିଠୁ ଫାର୍ମ ଗେଟ୍‌ ବସ୍ତି ଉଚ୍ଛେଦ, ବିରୋଧ ହେବ

ଭୁବନେଶ୍ୱର,୧୯।୧(ବ୍ୟୁରୋ)- ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରର ଉନ୍ନତୀକରଣ ସହ ରନ୍‌ଓ୍ବେକୁ ଆହୁରି ବଢ଼ାଯିବ। ଏଥିପାଇଁ ବିମାନବନ୍ଦର ପାର୍ଶ୍ୱରେ ଥିବା ଦୁଇଟି ବସ୍ତିକୁ ହଟାଇବା ପାଇଁ ନିର୍ଦ୍ଦେଶ ଆସିବା…

4 years ago

କଲବଲ କରୁଛି କୁହୁଡ଼ି, ୨୨ରେ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୯।୧(ବ୍ୟୁରୋ)- ସାରା ଓଡ଼ିଶାରେ କଲବଲ କରୁଛି କୁହୁଡ଼ି। ଘନ କୁହୁଡ଼ି ସହ ପ୍ରବଳ ଶୀତ ସାଧାରଣ ଜୀବନ ଯାତ୍ରାକୁ ପ୍ରଭାବିତ କରିଥିବାବେଳେ ଗାଡ଼ିମୋଟର ପାଇଁ କାଳ ସାଜିଛି।…

4 years ago

ବାଲିଆପାଳ ଆବାସ ଯୋଜନା ଦୁର୍ନୀତି: ଭିଜିଲାନ୍ସ ତଦନ୍ତ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ ଅଫିସ,୧୮ା୧- ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକରେ ସରକାରଙ୍କ ଆବାସ ଯୋଜନା ବଣ୍ଟନରେ ବ୍ୟାପକ ଦୁର୍ନୀତି ହୋଇଛି। ଏଥିରେ ସରକାରୀ କର୍ମଚାରୀମାନଙ୍କ ଭୂମିକା ରହିଛି। ଏ ସମ୍ପର୍କରେ…

4 years ago

ଲୋକମାନ୍ୟ ତିଳକ ଏକ୍ସପ୍ରେସ ଦୁର୍ଘଟଣାର ବିସ୍ତୃତ ତଦନ୍ତ ହେବ

ଭୁବନେଶ୍ୱର,୧୮।୧(ବ୍ୟୁରୋ): କଟକ ନିର୍ଗୁଣ୍ଡି ପାଖରେ ଲୋକମାନ୍ୟ ତିଳକ ଏକ୍ସପ୍ରେସ ଦୁର୍ଘଟଣାର ବିସ୍ତୃତ ତଦନ୍ତ କରାଯିବ ବୋଲି ରେଲଓ୍ବେ ସେଫ୍‌ଟି କମିଶନର ଏ.କେ. ରାୟ ଶନିବାର କହିଛନ୍ତି। ଘଟଣା…

4 years ago

ଆମକୁ କ’ଣ ବାଉନ୍ସର ବଳିଯିବେ, ଡାକିଲେ ୫ହଜାର ଲୋକ ଆସିବେ: ସୁର

ଭୁବନେଶ୍ୱର,୧୮।୧(ବ୍ୟୁରୋ): କଂଗ୍ରେସ ଭବନରେ ବାଉନ୍ସର ଜଗିବାକୁ ତୀବ୍ର ବିରୋଧ କରିଛନ୍ତି ବିଧାୟକ ସୁର ରାଉତରାୟ। ଶନିବାର ଏ ନେଇ ପ୍ରତିକ୍ରିୟା ରଖି ସେ କହିଛନ୍ତି, ଦଳୀୟ କାର୍ଯ୍ୟାଳୟକୁ…

4 years ago

ଏଣିକି ବାଇକ୍‌ ପଛରେ ବସିଥିବା ବ୍ୟକ୍ତିଙ୍କ ପାଇଁ ହେଲ୍‌ମେଟ ବାଧ୍ୟତାମୂଳକ: ମନ୍ତ୍ରୀ

ଭୁବନେଶ୍ୱର,୧୮।୧(ବ୍ୟୁରୋ): ଟ୍ରାଫିକ୍‌ ନିୟମ କଡ଼ାକଡ଼ି ପାଇଁ ପୁଣି ଥରେ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ଚେତାବନୀ ଦେଇଛନ୍ତି। ଦିଲ୍ଲୀରେ ଅନୁଷ୍ଠିତ ସଡ଼କ ସୁରକ୍ଷା ବୈଠକରୁ ଫେରିବା ପରେ…

4 years ago

ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର

ଭୁବନେଶ୍ୱର,୧୮ା୧(ବ୍ୟୁରୋ): ବାଚସ୍ପତି ଡ. ସୂର୍ଯ୍ୟନାରାୟଣ ପାତ୍ର ଉତ୍ତରପ୍ରଦେଶ ରାଜଧାନୀ ଲକ୍ଷ୍ନୌଠାରେ ଆୟୋଜିତ ସପ୍ତମ ରାଜ୍ୟଗୋଷ୍ଠୀ ସଂସଦୀୟ ସଂଘ (ଭାରତ ଅଞ୍ଚଳ) ସମ୍ମିଳନୀରେ ଯୋଗଦେଇଛନ୍ତି ା ଲକ୍ଷ୍ନୌ ବିଧାନଭବନରେ…

4 years ago

‘ଡିଜିଟାଲ ମାଧ୍ୟମ ଗଣତନ୍ତ୍ରରେ ସହଭାଗିତା ବୃଦ୍ଧି କରିବ’

ଭୁବନେଶ୍ୱର,୧୮ା୧(ବ୍ୟୁରୋ): ରାଜ୍ୟ ସରକାରଙ୍କ ୫-ଟି ମନ୍ତ୍ର ମଧ୍ୟରେ ଟେକ୍ନୋଲୋଜି(ବୈଷୟିକ ବିଦ୍ୟା) ଏକ ଗୁରୁତ୍ୱପୂର୍ଣ୍ଣ ଅଙ୍ଗ। ଡିଜିଟାଲ ମାଧ୍ୟମ ଦ୍ୱାରା ଲୋକମାନେ ଗଣତନ୍ତ୍ରରେ ସିଧାସଳଖ ଭାଗ ନେଇପାରିବେ। ତେଣୁ…

4 years ago