ଭୁବନେଶ୍ୱର, ୩୧।୫(ବ୍ୟୁରୋ):ପୁଣି ବିଶ୍ୱସ୍ତରରେ ଚମକିଛନ୍ତି ଓଡ଼ିଆ କଳାକାର। ଆସନ୍ତା ୫ ତାରିଖରେ ବିଶ୍ୱ ପରିବେଶ ଦିବସ ପରିପ୍ରେକ୍ଷୀରେ ପ୍ରଦୂଷଣ ଓ ପରିବେଶକୁ ନେଇ ପ୍ରସ୍ତୁତ ହୋଇଛି ସଚେତନତା…
ଭୁବନେଶ୍ୱର,୩୧।୫(ବ୍ୟୁରୋ):ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ପାକ୍ସ/ଲ୍ୟାମ୍ପସ୍ ଜରିଆରେ ରବିଧାନ କିଣା ଆରମ୍ଭ ହୋଇଛି। ବର୍ତ୍ତମାନ ସୁଦ୍ଧା ୧୪ ଜିଲାରୁ ମୋଟ ୬୩,୮୨୭ଜଣ…
ଭୁବନେଶ୍ୱର,୩୧ା୫:କରୋନା କଟକଣା ଯୋଗୁ ବର୍ତ୍ତମାନ ଦେଶ ମଧ୍ୟରେ ଆର୍ଥତ୍କ କାର୍ଯ୍ୟକଳାପ ପ୍ରଭାବିତ ହୋଇଛି। ଏଭଳି ସ୍ଥିତିରେ ଅଟୋମୋବାଇଲ ଡିଲରଶିପ୍ଗୁଡ଼ିକ ମଧ୍ୟ ବନ୍ଦ ରହିଛି। ଏହି ଡିଲରଶିପ୍ଗୁଡିକୁ ଖୋଲିବାକୁ…
ଭୁବନେଶ୍ୱର, ୩୧।୫(ବ୍ୟୁରୋ): ରାଜ୍ୟରେ ପାରଦ ଏବେ ପୁଣି ଉପରମୁହଁା ହେଲାଣି। ରବିବାର ୬ଟି ସହରରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି। ଟିଟିଲାଗଡ଼ରେ ସର୍ବାଧିକ ୪୨ଡିଗ୍ରୀ ଥିବାବେଳେ…
ଭୁବନେଶ୍ୱର, ୩୧।୫(ବ୍ୟୁରୋ): ଚାଇନାରୁ ଓଡ଼ିଶା ଆସିଛି ଖାଲି ଅକ୍ସିଜେନ ସିଲିଣ୍ଡର। ସିଲିଣ୍ଡର ଧରି ଆସିଥିବା କାର୍ଗୋ ବିମାନଟି ରବିବାର ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚତ୍ଛି।…
ଭୁବନେଶ୍ୱର,୩୦।୫(ବ୍ୟୁରୋ): ପୁଣି ୧୬ ଦିନ ପାଇଁ ଲକ୍ଡାଉନ ବଢ଼ାଇଛନ୍ତି ରାଜ୍ୟ ସରକାର। ଜୁନ ୧ ତାରିଖରେ ଲକ୍ଡାଉନ ଶେଷ ହେବାର ଥିଲା। କିନ୍ତୁ କରୋନା ସଂକ୍ରମଣର ହାରକୁ…
ଭୁବନେଶ୍ୱର,୩୦।୫(ବ୍ୟୁରୋ): କରୋନା ପରେ ବ୍ଲାକ୍ ପଙ୍ଗସ୍ ସମସ୍ତଙ୍କ ଚିନ୍ତା ବଢ଼ାଇଛି। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୨୫ ବ୍ଲାକ୍ ଫଙ୍ଗସ୍ ରୋଗୀ ଚିହ୍ନଟ ହୋଇଛନ୍ତି। ଏହି ରୋଗ ରାଜ୍ୟରେ…
ଭୁବନେଶ୍ୱର, ୩୦।୫(ବ୍ୟୁରୋ): କରୋନା ଟିକା ପାଇଁ ଗ୍ଲୋବାଲ ଟେଣ୍ଡର ବ୍ୟବସ୍ଥା ହୋଇଛି। ଟେଣ୍ଡର ମାଧ୍ୟମରେ ୩ କୋଟି ୮୨ ଲକ୍ଷ ଡୋଜ୍ ଟିକା ଆଣିବା ପାଇଁ ଲକ୍ଷ୍ୟ…
ଭୁବନେଶ୍ୱର,୩୦।୫(ବ୍ୟୁରୋ): ରାଜ୍ୟରେ ପୁଣି ବଢିଲା ଲକ୍ଡାଉନ୍ ଅବଧି। ଜୁନ୍ ୧ରୁ ଜୁନ ୧୭ ପର୍ଯ୍ୟନ୍ତ ଅର୍ଥାତ୍ ୧୬ ଦିନ ସରକାର ଲକଡାଉନ ବଢାଇ ଦେଇଛନ୍ତି। ରବିବାର ମୁଖ୍ୟ…
ଭୁବନେଶ୍ୱର,୩୦।୫: ରାଜ୍ୟରେ ଧିରେ ଧିରେ ପଜିଟିଭ ରେଟ ଖସିବାରେ ଲାଗିଛି ବୋଲି ରବିବାର ଏସିଏସ ପ୍ରଦିପ୍ତ ମହାପାତ୍ର ସୂଚନା ଦେଇଛନ୍ତି। ରାଜ୍ୟରେ ଏବେ କରୋନା ପଜିଟିଭ ହାର…