ମେଟ୍ରୋ

ଇଞ୍ଜେକ୍ସନ ନେବା ପରେ ନବବଧୂଙ୍କ ମୃତ୍ୟୁ: ବିବାହର ମାତ୍ର ୧୦ ଦିନରେ ଜଳିଲା ଜୁଇ

ଭୁବନେଶ୍ୱର,୪।୭(ବ୍ୟୁରୋ): ପାଦରୁ ଅଳତା, ହାତରୁ ମେହେନ୍ଦି ଲିଭିନି। ବିବାହର ମାତ୍ର ୧୦ ଦିନରେ ଜଣେ ନବବଧୂଙ୍କ ଜୁଇ ଜଳିଛି। ଇଞ୍ଜେକ୍ସନ ନେବାର ମାତ୍ର କିଛି ସମୟ ଭିତରେ…

5 years ago

ପ୍ରଣବଙ୍କ ଆଗୁଆ ଜାମିନ ହାଇକୋର୍ଟରେ ଖାରଜ

ଭୁବନେଶ୍ୱର,୪।୭(ବ୍ୟୁରୋ): ସୁବର୍ଣ୍ଣପୁର ଜାତୀୟ ମିଶନ (ଏନଏଚ୍‌ଏମ୍‌) ବ୍ୟାଙ୍କ ଆକାଉଣ୍ଟରୁ ୫ କୋଟି ୧ଲକ୍ଷ ୫୦ ହଜାର ଟଙ୍କା ଠକେଇ ଘଟଣାରେ ଅନ୍ୟତମ ଅଭିଯୁକ୍ତ ନୟାପଲ୍ଲୀର ପ୍ରଣବ କୁମାର…

5 years ago

ଭର୍ଚୁଆଲ ଟୁର୍‌ରେ ସାନ୍ତାଳ ଘର ବୁଲି ଦେଖିବେ ଦର୍ଶକ

ଭୁବନେଶ୍ୱର,୪।୭ (ବ୍ୟୁରୋ): ଓଡ଼ିଶାର ସାନ୍ତାଳ ଜନଜାତିମାନେ ମୁଖ୍ୟତଃ ମୟୂରଭଞ୍ଜ, ବାଲେଶ୍ବର, କେଉଁଝର ଜିଲାରେ ବସବାସ କରନ୍ତି। ଦେଶର ଜନଜାତିଙ୍କ ମଧ୍ୟରେ ଏମାନଙ୍କ ସଂଖ୍ୟା ତୃତୀୟ ସ୍ଥାନରେ ରହିଛି।…

5 years ago

ଖୁବ୍‌ଶୀଘ୍ର ଉତ୍‌କେଲା, ଜୟପୁରରୁ ବିମାନ ଉଡ଼ିବ

ଭୁବନେଶ୍ୱର,୪ା୭(ବ୍ୟୁରୋ): ରାଜ୍ୟର ଆଉ ୨ଟି ଏୟାରଷ୍ଟ୍ରିପ୍‌ ଭବାନୀପାଟଣା ନିକଟସ୍ଥ ଉତ୍‌କେଲା ଓ ଜୟପୁରରୁ ଖୁବ୍‌ଶୀଘ୍ର ବିମାନ ଉଡ଼ାଣ ହେବ। ଏହି ଦୁଇଟି ବିମାନବନ୍ଦରକୁ କେନ୍ଦ୍ର ସରକାରଙ୍କ ଉଡାନ…

5 years ago

ରାଜ୍ୟରେ ଆଉ ୪୨ ମୁଣ୍ଡ ନେଲା କରୋନା; ଖୋର୍ଦ୍ଧା-ବରଗଡ଼ରୁ…

ଭୁବନେଶ୍ୱର,୪।୭(ବ୍ୟୁରୋ): ରାଜ୍ୟରେ କରୋନାରେ ଆଉ ୪୨ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୮ ଜଣ ଥିବା ବେଳେ ବରଗଡ଼ରୁ ୫, ସୁନ୍ଦରଗଡ଼ରୁ…

5 years ago

ରାଜ୍ୟରେ ୨୮୭୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ: ଆଜି କଟକ ଆଗରେ

ଭୁବନେଶ୍ୱର,୪।୭(ବ୍ୟୁରୋ): କଟକଣା ସତ୍ତ୍ୱେ ସଂକ୍ରମଣ ଉପରେ ଲଗାମ ଲାଗୁନାହିଁ। ଏହି କ୍ରମରେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୮୭୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ…

5 years ago

ଗର୍ଭବତୀଙ୍କୁ ଟିକା ଏବେ ନୁହେଁ

ଭୁବନେଶ୍ୱର,୩।୭: ରାଜ୍ୟର ଗର୍ଭବତୀ ମହିଳାଙ୍କୁ ବର୍ତ୍ତମାନ କରୋନା ଟିକା ଦିଆଯିବ ନାହିଁ। ଏ ନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଜିଲାପାଳ, ମ୍ୟୁନିସିପାଲ କମିସନର ଏବଂ ସିଡିଏମ୍‌ଓଙ୍କୁ ଚିଠି…

5 years ago

୮ରେ ରଥଯାତ୍ରା ପ୍ରସ୍ତୁତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ପୁରୀ ଅଫିସ,୩ା୭: ଆସନ୍ତା ୧୨ ତାରିଖରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା। ଏନେଇ ୮ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ସମୀକ୍ଷା କରିବେ। ଏଥିରେ ଶ୍ରୀମନ୍ଦିର ପ୍ରଶାସନ,…

5 years ago

ଏସବୁ ଜିଲାରେ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ୱର,୩ା୭(ବ୍ୟୁରୋ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ଝାରସୁଗୁଡ଼ା, ଦେବଗଡ଼, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା,…

5 years ago

ରଥଯାତ୍ରା ଦେଖିପାରିବେନି ଶ୍ରଦ୍ଧାଳୁ!

ଭୁବନେଶ୍ୱର,୩।୭(ବ୍ୟୁରୋ): ଚଳିତ ଥର ମଧ୍ୟ କରୋନା କଟକଣାରେ ଅନୁଷ୍ଠିତ ହେବ ରଥଯାତ୍ରା। ଏଥିର ବି ମହାପ୍ରଭୁଙ୍କୁ ଦର୍ଶନ କରିପାରିବେନି ଭକ୍ତ। ଘରେ ରହି ଠାକୁରଙ୍କ ଆଶୀର୍ବାଦ ଭିକ୍ଷା…

5 years ago