ମେଟ୍ରୋ

ଆଜି ବିନା ଭକ୍ତରେ ଗଡ଼ିବ ରୁକୁଣା ରଥ

ଭୁବନେଶ୍ୱର,୨୦।୪(ବ୍ୟୁରୋ): ଏବର୍ଷ ଅଶୋକାଷ୍ଟମୀରେ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ରୁକୁଣା ରଥ ମାଉସୀ ମା’ ଘରକୁ ଗଡ଼ିବ। କୋଭିଡ୍‌ କଟକଣା ମଧ୍ୟରେ ସମସ୍ତ ସୁରକ୍ଷା ବ୍ୟବସ୍ଥାକୁ ନଜରରେ ରଖି…

5 years ago

କଳାବଜାର ବିରୋଧରେ ୨୨ ସ୍କ୍ବାଡ୍‌

ଭୁବନେଶ୍ୱର,୨୦।୪(ବ୍ୟୁରୋ): ସାରା ଦେଶରେ ଏବେ କରୋନାର ଦ୍ୱିତୀୟ ଲହର ସଂକ୍ରମଣ ଭୟଙ୍କର ରୂପ ନେଇଛି। ଏପରି ଘଡିସନ୍ଧି ମୁହୂର୍ତ୍ତରେ କୋଭିଡ୍‌ ଔଷଧ ଓ ଚିକିତ୍ସା ଉପକରଣର ବେଆଇନ୍‌…

5 years ago

ବାହାଘର ୨୪ ଘଣ୍ଟା ପୂର୍ବରୁ ଦେବାକୁ ପଡିବ ଅତିଥିଙ୍କ ତାଲିକା

ଭୁବନେଶ୍ୱର,୧୯।୪: କରୋନା ସଂକ୍ରମଣକୁ ଦେଖି ରାଜ୍ୟ ସରକାର ଆସନ୍ତା ୨୪ ତାରିଖରୁ ରାଜ୍ୟର ସମସ୍ତ ସହରାଞ୍ଚଳରେ ସପ୍ତାହାନ୍ତ ଶଟ୍‌ଡାଉନ ଘୋଷଣା କରିଛନ୍ତି। ହେଲେ ଆସନ୍ତା ୨୧ ତାରିଖରୁ…

5 years ago

ପିପିଲିରେ ବିଜେଡି କରିବନି ନିର୍ବାଚନ ଶୋଭାଯାତ୍ରା

ଭୁବନେଶ୍ୱର,୧୯।୪: ପିପିଲି ଉପନିର୍ବାଚନ ପାଇଁ ସାନି ବିଜ୍ଞପ୍ତି ପ୍ରକାଶ ପାଇଛି। ହେଲେ ବିଜେଡି ଆଉ ପିପିଲିରେ ନିର୍ବାଚନ ସଭା କିମ୍ବା ଶୋଭାଯାତ୍ରା କରିବ ନାହିଁ ବୋଲି ସୋମବାର…

5 years ago

କାହାକୁ ମିଳିବ ଶଟ୍‌ଡାଉନରେ ଅନୁମତି

ଭୁବନେଶ୍ୱର,୧୯।୪: ରାଜ୍ୟ ସରକାରଙ୍କ ଦ୍ୱାରା ଘୋଷିତ ସପ୍ତାହନ୍ତା ଶଟ୍‌ଡାଉନରେ ଅତ୍ୟାବଶ୍ୟକ ସେବାକୁ କଟକଣା ମୁକ୍ତ କରାଯାଇଛି। ସ୍ବାସ୍ଥ୍ୟସେବାରେ ନିୟୋଜିତ କର୍ମଚାରୀ ଶଟ୍‌ଡାଉନ ସମୟରେ ଯିବା ଆସିବା କରିପାରିବେ।…

5 years ago

ଶନିବାର, ରବିବାର ଶଟ୍‌ଡାଉନ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ବଢିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ସ୍ବତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା ସୋମବାର ବଡ ଘୋଷଣା କରିଛନ୍ତି।…

5 years ago

ରାଜଧାନୀରୁ ୪୬୮ କରୋନା ଆକ୍ରାନ୍ତ ଚିହ୍ନଟ: ଲୋକାଲ କେସ୍‌ ବଢ଼ାଉଛି ଚିନ୍ତା

ଭୁବନେଶ୍ୱର,୧୯।୪(ବ୍ୟୁରୋ): ରାଜ୍ୟରେ କରୋନା ଚିନ୍ତା ବଢ଼ାଉଥିବା ବେଳେ ଭୁବନେଶ୍ୱରରେ ଏହା ବେକାବୁ ହେବାରେ ଲାଗିଲାଣି। ସୋମବାର ରାଜଧାନୀ ଭୁବନେଶ୍ୱରରୁ ୪୬୮ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି।…

5 years ago

ପୁଣି କରୋନା ଆକ୍ରାନ୍ତ ହେଲେ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ

ଭୁବନେଶ୍ୱର,୧୯।୪(ବୁ୍ୟୁରୋ): ବିରୋଧୀ ଦଳ ନେତା ତଥା ଭାଜପାର ବରିଷ୍ଠ ନେତା ପ୍ରଦୀପ୍ତ ନାୟକ ପୁଣି କରୋନା ଆକ୍ରାନ୍ତ ହୋଇଛନ୍ତି। ସେ ପୂର୍ବରୁ ମଧ୍ୟ କରୋନା ପଜିଟିଭ୍‌ ହୋଇଥିଲେ।…

5 years ago

ଆଜି ରାଜ୍ୟରେ ୪୦୦୦ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ରେକର୍ଡ ଭାଙ୍ଗିଲା ସୁନ୍ଦରଗଡ଼

ଭୁବନେଶ୍ୱର,୧୯।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବଢ଼ିବାରେ ଲାଗିଛି। ସୋମବାର ରାଜ୍ୟରୁ ୪,୪୪୫ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା…

5 years ago

ହାଇଦର ଫେରାର ହୋଇଥିବା କାର୍‌ କଟକ ଅଣାଗଲା

କଟକ ଅଫିସ, ୧୯ା୪:କଟକ ଏସ୍‌ସିବି ମେଡିକାଲରୁ ଗ୍ୟାଙ୍ଗଷ୍ଟର ଶେଖ୍‌ ହାଇଦର ଫେରାର ବେଳେ ବ୍ୟବହାର ହୋଇଥିବା କାର୍‌(ନଂ. ଓଡି୦୨ଏଏସ୍‌-୬୭୭୦)କୁ କମିଶନରେଟ୍‌ ପୋଲିସ ତେଲଙ୍ଗାନାରୁ ଓଡ଼ିଶା ଆଣିଛି। ରବିବାର…

5 years ago