ମେଟ୍ରୋ

ପିପିଇ କିଟ୍‌ ଦୁର୍ନୀତି ମାମଲା ବନ୍ଦ କଲେ ଲୋକାୟୁକ୍ତ

ଭୁବନେଶ୍ୱର,୨୭।୩(ବ୍ୟୁରୋ): ବହୁ ଚର୍ଚ୍ଚିତ ପିପିଇ କିଟ୍‌ ଓ ମାସ୍କ କିଣା ଦୁର୍ନୀତି ମାମଲାରେ ଲୋକାୟୁକ୍ତଙ୍କ ୩ଜଣିଆ ଖଣ୍ଡପୀଠ ଶୁକ୍ରବାର ଚୂଡ଼ାନ୍ତ ରାୟ ଶୁଣାଇଛନ୍ତି। ଭିଜିଲାନ୍ସ ପକ୍ଷରୁ ପ୍ରଦାନ…

5 years ago

୩ ଜିଲାକୁ ହିଟ୍‌ ଓ୍ବେଭ୍‌

ଭୁବନେଶ୍ୱର, ୨୭।୩(ବ୍ୟୁରୋ): ରାଜ୍ୟରେ ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ଗ୍ରୀଷ୍ମ ପ୍ରବାହ (ହିଟ୍‌ ଓ୍ବେଭ୍‌) ଲାଗି ରହିବ। ଖୋର୍ଦ୍ଧା, ନୟାଗଡ଼ ଓ କଟକ ଜିଲାରେ ଅଧିକ ହିଟ୍‌…

5 years ago

କୃଷି ଆଇନ ପ୍ରତ୍ୟାହାର ଦାବିରେ ଗୃହ କମ୍ପିଲା

ଭୁବନେଶ୍ୱର,୨୭।୩(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ପ୍ରଣୀତ ୩ କୃଷି ଆଇନକୁ ବିରୋଧ କରି ବିଧାନସଭା ବାହାରେ କୃଷକ ସଂଗଠନଗୁଡ଼ିକ ୧୨ ଘଣ୍ଟିଆ ଭାରତ ବନ୍ଦ ଡାକରା ଦେଇଥିବାବେଳେ ଶୁକ୍ରବାର…

5 years ago

ୟୁଆଇଡିଏଆଇ ସିଇଓ ହେଲେ ସୌରଭ ଗର୍ଗ

ଭୁବନେଶ୍ୱର,୨୭।୩(ବ୍ୟୁରୋ): ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍‌)ର ବରିଷ୍ଠ ଅଧିକାରୀ ସୌରଭ ଗର୍ଗଙ୍କୁ ୟୁନିକ୍‌ ଆଇଡେଣ୍ଟିଫିକେଶନ ଅଥରିଟି ଅଫ୍‌ ଇଣ୍ଡିଆ (ୟୁଆଇଡିଏଆଇ) କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ଭାବେ ନିଯୁକ୍ତି…

5 years ago

ପର୍ବପର୍ବାଣି ପାଳନ ଉପରେ କଟକଣା

ଭୁବନେଶ୍ୱର, ୨୭।୩(ବ୍ୟୁରୋ): ବ୍ୟାପୁଥିବା କରୋନା ସଂକ୍ରମଣକୁ ରୋକିବା ପାଇଁ ରାଜ୍ୟ ସରକାର ପର୍ବପର୍ବାଣି ପାଳନ ଉପରେ କଟକଣା ଲଗାଇଛନ୍ତି। ଏ ନେଇ ସ୍ବତନ୍ତ୍ର ରିଲିଫ କମିଶନର(ଏସ୍‌ଆର୍‌ସି) ପକ୍ଷରୁ…

5 years ago

ପିପିଲି ଉପନିର୍ବାଚନ: ପ୍ରଦୀପଙ୍କ ପୁଅ ରୁଦ୍ରଙ୍କୁ ବିଜେଡି କଲା ପ୍ରାର୍ଥୀ

ଭୁବନେଶ୍ୱର,୨୬।୩(ବ୍ୟୁରୋ): ପିପିଲି ଉପନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ସ୍ବର୍ଗତ ବିଧାୟକ ପ୍ରଦୀପ ମହାରଥୀଙ୍କ ପୁଅ ରୁଦ୍ର ପ୍ରତାପ ମହାରଥୀଙ୍କୁ ଦଳ ପ୍ରାର୍ଥୀ କରିଛି।…

5 years ago

ଆଜି ରାଜ୍ୟରୁ ୨୩୪ କରୋନା ପଜିଟିଭ୍‌ ଚିହ୍ନଟ, ନୂଆପଡ଼ାରୁ ସର୍ବାଧିକ

ଭୁବନେଶ୍ୱର,୨୬।୩(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଏବେ ବଢ଼ିବାରେ ଲାଗିଛି। ଗୁରୁବାର ରାଜ୍ୟରୁ ୨୩୪ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ…

5 years ago

ବିଭିନ୍ନ ପ୍ରକଳ୍ପ ପାଇଁ ଓଏମ୍‌ବିଏଡିସିର ୧୪ ହଜାର କୋଟି ମଞ୍ଜୁର

ଭୁବନେଶ୍ୱର,୨୬।୩(ବ୍ୟୁରୋ): ଆଗାମୀ ବର୍ଷରେ ବିଭିନ୍ନ ଜିଲାରେ ଓଡ଼ିଶା ଖଣିଜ ଅଞ୍ଚଳ ବିକାଶ ନିଗମ (ଓଏମ୍‌ବିଏଡିସି) ପରିଚାଳନା ମଣ୍ଡଳୀଙ୍କ ଅନୁମୋଦନ କ୍ରମେ ନୂତନ ପ୍ରକଳ୍ପ କାର୍ଯ୍ୟକାରୀ ହେବ। ରାଜ୍ୟର…

5 years ago

ଲକ୍‌ଡାଉନରେ ସରକାର ହରାଇଛନ୍ତି ୩୧୫କୋଟି

ଭୁବନେଶ୍ୱର,୨୬।୩ (ବ୍ୟୁରୋ)- ରାଜ୍ୟରେ କରୋନା ମହାମାରୀ ଯୋଗୁ ୨୯,୪୯୨ଟି ଟ୍ରକ୍‌, ବସ, ଡମ୍ପର ଓ ଅନ୍ୟାନ୍ୟ ଯାନଗୁଡ଼ିକ ଚାଲିବା ବନ୍ଦ ରହିଥିଲା। ଏଥିଯୋଗୁ ୩୧୫କୋଟି ଟଙ୍କାର ମୋଟର…

5 years ago

‘କରୋନାଠାରୁ ବେକାରି ବଡ଼ ମହାମାରୀ’

ଭୁବନେଶ୍ୱର,୨୬।୩(ବ୍ୟୁରୋ): କରୋନା ମହାମାରୀଠାରୁ ବେକାରି ମହାମାରୀ ବଢ଼ିଯାଇଛି। ଲକ୍ଷ ଲକ୍ଷ ବେକାର ଯୁବତୀଯୁବକ କାମଧନ୍ଦା ନ ପାଇ ମାଓବାଦୀ ହେବାକୁ ପସନ୍ଦ କରୁଛନ୍ତି। ଅନେକେ କାମଧନ୍ଦା ନ…

5 years ago