ମେଟ୍ରୋ

ପୁଣି ରେକର୍ଡ ଭାଙ୍ଗିଲା ମୃତ୍ୟୁସଂଖ୍ୟା: ଦିନକରେ କରୋନା ନେଲା ୩୫ ଜୀବନ

ଭୁବନେଶ୍ୱର,୩୧।୫(ବ୍ୟୁରୋ): ରାଜ୍ୟରେ ସୋମବାର କରୋନାରେ ୩୫ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୭୫୪ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ…

5 years ago

ରାଜ୍ୟରେ ଆଜି ୮,୩୧୩ ସଂକ୍ରମିତ ଚିହ୍ନଟ:ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୩୧।୫(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ସଂକ୍ରମଣ କିଛିଟା କମିବାରେ ଲାଗିଛି। ସୋମବାର ରାଜ୍ୟରେ ୮,୩୧୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୪୬୫୫ ଜଣ…

5 years ago

ମଜୁରିଆ, ଗରିବଙ୍କ ପାଇଁ ପ୍ୟାକେଜ୍‌ ଘୋଷଣା ଦାବି

ଭୁବନେଶ୍ୱର,୩୧।୫(ବ୍ୟୁରୋ):ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ ହ୍ରାସ ପାଉଥିଲେ ମଧ୍ୟ ଭୟ ଦୂର ହୋଇ ନାହିଁ। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବିଶେଷଜ୍ଞମାନଙ୍କ ମତାମତ ନେଇ…

5 years ago

ଗୁରୁତର ରୋଗୀଙ୍କୁ ଅନ୍ୟତ୍ର ପଠାଉଛି ଏମ୍ସ

ଭୁବନେଶ୍ୱର,୩୧ା୫(ବ୍ୟୁରୋ):କୋଭିଡ୍‌ ମହାମାରୀ ସମୟରେ ମେଡିକାଲରେ ବେଡ୍‌ ପାଇବାକୁ ରୋଗୀଙ୍କୁ ହଇରାଣ ହେବାକୁ ପଡ଼ୁଛି। ଏପରିସ୍ଥିତିରେ ଭୁବନେଶ୍ୱରସ୍ଥିତ ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ (ଏମ୍ସ)ରେ ଗୁରୁତର ଅଣକୋଭିଡ୍‌ ରୋଗୀଙ୍କୁ…

5 years ago

ଟିକା ଅଭାବରୁ ସ୍ବତନ୍ତ୍ର ଟିକାକରଣ ବନ୍ଦ

ଭୁବନେଶ୍ୱର, ୩୧ା୫ (ବ୍ୟୁରୋ):ସ୍ବାସ୍ଥ୍ୟ ବିଭାଗ ଯେଉଁ ଆଶଙ୍କା କରୁଥିଲା ଶେଷରେ ସେୟା ହିଁ ହେବାକୁ ଯାଉଛି। ଟିକା ଅଭାବରୁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଚାଲିଥିବା…

5 years ago

‘ପୃଥିବୀ ମନ୍ଥନ’କୁ ଜାତିସଂଘର ସମର୍ଥନ

ଭୁବନେଶ୍ୱର, ୩୧।୫(ବ୍ୟୁରୋ):ପୁଣି ବିଶ୍ୱସ୍ତରରେ ଚମକିଛନ୍ତି ଓଡ଼ିଆ କଳାକାର। ଆସନ୍ତା ୫ ତାରିଖରେ ବିଶ୍ୱ ପରିବେଶ ଦିବସ ପରିପ୍ରେକ୍ଷୀରେ ପ୍ରଦୂଷଣ ଓ ପରିବେଶକୁ ନେଇ ପ୍ରସ୍ତୁତ ହୋଇଛି ସଚେତନତା…

5 years ago

୧୪ ଜିଲାରୁ ୪.୨୫ ଲକ୍ଷ ମେଟ୍ରିକ୍‌ ଟନ୍‌ ରବିଧାନ କ୍ରୟ

ଭୁବନେଶ୍ୱର,୩୧।୫(ବ୍ୟୁରୋ):ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ପାକ୍ସ/ଲ୍ୟାମ୍ପସ୍‌ ଜରିଆରେ ରବିଧାନ କିଣା ଆରମ୍ଭ ହୋଇଛି। ବର୍ତ୍ତମାନ ସୁଦ୍ଧା ୧୪ ଜିଲାରୁ ମୋଟ ୬୩,୮୨୭ଜଣ…

5 years ago

ଅଟୋ ଡିଲରଶିପ୍‌ ଖୋଲିବାକୁ ଅନୁମତି ମିଳୁ

ଭୁବନେଶ୍ୱର,୩୧ା୫:କରୋନା କଟକଣା ଯୋଗୁ ବର୍ତ୍ତମାନ ଦେଶ ମଧ୍ୟରେ ଆର୍ଥତ୍କ କାର୍ଯ୍ୟକଳାପ ପ୍ରଭାବିତ ହୋଇଛି। ଏଭଳି ସ୍ଥିତିରେ ଅଟୋମୋବାଇଲ ଡିଲରଶିପ୍‌ଗୁଡ଼ିକ ମଧ୍ୟ ବନ୍ଦ ରହିଛି। ଏହି ଡିଲରଶିପ୍‌ଗୁଡିକୁ ଖୋଲିବାକୁ…

5 years ago

୪୦ ଡିଗ୍ରୀ ଉପରେ ୬ ସହର

ଭୁବନେଶ୍ୱର, ୩୧।୫(ବ୍ୟୁରୋ): ରାଜ୍ୟରେ ପାରଦ ଏବେ ପୁଣି ଉପରମୁହଁା ହେଲାଣି। ରବିବାର ୬ଟି ସହରରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି। ଟିଟିଲାଗଡ଼ରେ ସର୍ବାଧିକ ୪୨ଡିଗ୍ରୀ ଥିବାବେଳେ…

5 years ago

ଚାଇନାରୁ ଆସିଲା ଖାଲି ଅକ୍ସିଜେନ ସିଲିଣ୍ଡର

ଭୁବନେଶ୍ୱର, ୩୧।୫(ବ୍ୟୁରୋ): ଚାଇନାରୁ ଓଡ଼ିଶା ଆସିଛି ଖାଲି ଅକ୍ସିଜେନ ସିଲିଣ୍ଡର। ସିଲିଣ୍ଡର ଧରି ଆସିଥିବା କାର୍ଗୋ ବିମାନଟି ରବିବାର ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚତ୍ଛି।…

5 years ago