ମେଟ୍ରୋ

ଫରେଷ୍ଟଗାର୍ଡଙ୍କୁ ହତ୍ୟା: ସହାୟତା ରାଶି ଘୋଷଣା ସହ ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪ା୫: ଶିକାରୀ ଗୁଳିରେ ଶନିବାର ଜଣେ ଫରେଷ୍ଟଗାର୍ଡଙ୍କ ମୃତ୍ୟୁ ଘଟିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୃତକଙ୍କ ପରିବାରକୁ ୩୦ ଲକ୍ଷ ଟଙ୍କାର ସହାୟତା ରାଶି ପ୍ରଦାନ…

7 months ago

୨୪ ଘଣ୍ଟାରେ କେରଳ ଛୁଇଁବ ମୌସୁମୀ, ୧୬ ବର୍ଷ ପରେ ଏଥର…

ଭୁବନେଶ୍ୱର,୨୪ା୫: ଚାଷୀଙ୍କ ପାଇଁ ଖୁସି ଖବର। ପୂର୍ବବର୍ଷଗୁଡ଼ିକ ତୁଳନାରେ ଚଳିତ ବର୍ଷ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଶୀଘ୍ର କେରଳ ଛୁଇଁବ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ…

7 months ago

ସୁନ୍ଦରଗଡ଼ ଖଣି ଦୁର୍ନୀତି ମାମଲା: ଭିଜିଲାନ୍ସ ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪ା୫(ସୁନିତ୍‌ ମିଶ୍ର):ସୁନ୍ଦରଗଡ଼ ଜିଲାର ହେମଗିର ଓ କୋଇଡ଼ା ତହସିଲରେ ହୋଇଥିବା ବ୍ୟାପକ ବେଆଇନ ଖଣି ଉତ୍ତୋଳନ ଏବଂ କାରବାରର ତଦନ୍ତ ଭିଜିଲାନ୍ସ ଦ୍ୱାରା କରାଯିବା ପାଇଁ ମୁଖ୍ୟମନ୍ତ୍ରୀ…

7 months ago

ବଦଳିଲା ସାବିତ୍ରୀ ଅମାବାସ୍ୟା ପାଇଁ ସରକାରୀ ଛୁଟି ତାରିଖ, ୨୭ ନୁହେଁ …

ଭୁବନେଶ୍ୱର, ୨୩ା୫(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାବିତ୍ରୀ ଅମାବାସ୍ୟା ପାଇଁ ସରକାରୀ ଛୁଟିକୁ ଆସନ୍ତା ୨୭ ପରିବର୍ତ୍ତେ ୨୬ ତାରିଖରେ କରିବାକୁ ନିଷ୍ପତ୍ତି ନେଇଛନ୍ତି।…

7 months ago

ଯୁକ୍ତ ୨ ଇନ୍‌ଷ୍ଟାଣ୍ଟ ପରୀକ୍ଷା ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି, ଜାଣନ୍ତୁ କେଉଁ ତାରିଖରେ…

ଭୁବନେଶ୍ୱର, ୨୩ା୫ (ଅନୁରାଧା ମହାରଣା)- ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଯୁକ୍ତ ୨ ଇନ୍‌ଷ୍ଟାଣ୍ଟ ପରୀକ୍ଷା ଜୁନ୍‌ ୨୫ ଓ ୨୬ ତାରିଖରେ ଅନୁଷ୍ଠିତ…

7 months ago

ଆସୁଛି ବଡ଼ ଲଘୁଚାପ: ୨୪ଘଣ୍ଟା ଭିତରେ ମାଡ଼ି ଆସୁଛି ଝଡବର୍ଷା, ୮ଜିଲାରେ…

ଭୁବନେଶ୍ୱର,୨୩।୫: ଆସୁଛି ବଡ଼ ଲଘୁଚାପ। ୨୭ରୁ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ଦେଲା ପାଣିପାଗ ବିଭାଗ । ଆସନ୍ତା ୨୭ ତାରିଖ ବେଳକୁ ପଶ୍ଚିମ କେନ୍ଦ୍ରୀୟ ଓ…

7 months ago

ଆତଙ୍କବାଦୀଙ୍କ ଲିଷ୍ଟରେ ପ୍ରଥମ: ଶ୍ରୀମନ୍ଦିର ସବୁ ଫଟୋ ଏବେ ପାକ୍‌ ହାତରେ, କହୁକହୁ କହିଦେଲେ…

ପୁରୀ,୨୩।୫: ପାକ୍‌- ସ୍ପାଏ ଜ୍ୟୋତି ମାଲହୋତ୍ରା ପୁରୀ ଶ୍ରୀମନ୍ଦିର ଆସିଥିବା ଖବର ପ୍ରକାଶ ପାଇବା ପରେ ଏବେ  ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ଚିନ୍ତା ବଢ଼ିଛି। କୁହାଯାଉଛି ଜୋତି…

7 months ago

ଆସୁଛି ବଡ଼ ବର୍ଷା, ଭାସିବ…

ଭୁବନେଶ୍ୱର,୨୩।୫: ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ଓ ଅନ୍ୟ ଆନ୍ତର୍ଜାତୀୟ ପାଣିପାଗ ମଡେଲ ଅନୁଯାୟୀ, ମେ’ ୨୦୨୫ରେ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିଝଡ଼ ସୃଷ୍ଟି ହେବାର ସମ୍ଭାବନା ରହିଛି।…

7 months ago

ଲିଙ୍ଗରାଜ ମନ୍ଦିରରେ ପଶିଗଲେ ଅଣହିନ୍ଦୁ

ଭୁବନେଶ୍ବର,୨୩।୫: ଶୁକ୍ରବାର ଲିଙ୍ଗରାଜ ମନ୍ଦିରରେ ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଲିଙ୍ଗରାଜ ମନ୍ଦିର ଭିତରକୁ ଜଣେ ଅଣହିନ୍ଦୁ ପଶି ଯାଇଥିଲେ। ମଧ୍ୟାହ୍ନ ସାଢ଼େ ୧୨ଟାରେ ମନ୍ଦିର…

7 months ago

କୋଭିଡ୍‌କୁ ନେଇ ବଡ଼ ସୂଚନା ଦେଲେ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର,୨୩।୫: ରାଜ୍ୟରେ କୋଭିଡ଼ ସଂକ୍ରମଣକୁ ନେଇ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକଙ୍କ ପକ୍ଷରୁ ଶୁକ୍ରବାର ସୂଚନା ଦିଆଯାଇଛି। ବର୍ତ୍ତମାନ ଦେଖାଯାଉଥିବା କୋଭିଡ ସଂକ୍ରମଣକୁ ଲହର କୁହାଯାଇପାରିବ ନାହିଁ। ଦୁଇ ତିନିଟି…

7 months ago