ଭୁବନେଶ୍ୱର,୨୮।୨: କମିଶନରେଟ ପୋଲିସ ଅଧୀନ ବାଲିପାଟଣା ଥାନା ପରିସରରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମିକ ଜଣକ ଅନ୍ୟତ୍ର ବିବାହ କରୁଥିବା ଖବର ପାଇ ପ୍ରେମିକା ଜଣକ…
ଭୁବନେଶ୍ୱର,୨୮।୨(ବ୍ୟୁରୋ): ରବିବାର ରାଜ୍ୟରୁ ୮୭ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୭,୧୯୧ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ…
ଭୁବନେଶ୍ୱର,୨୮।୨(ବ୍ୟୁରୋ): ରାଜ୍ୟରେ ଏବେଠୁ ଅସମ୍ଭାଳ ହେଲାଣି ତାତି। ସକାଳ ୮ଟାରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଟାଇଁ ଟାଇଁ ଖରା ହେଉଥିବାବେଳେ ୧୧ଟାରୁ ୪ଟା ତତଲା ପବନ ଜନଜୀବନକୁ…
ଭୁବନେଶ୍ୱର,୨୮।୨(ବ୍ୟୁରୋ): ରାଜ୍ୟରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ନିଖୋଜ ଶିଶୁଙ୍କ ସଂଖ୍ୟା ବଢ଼ିଚାଲିଛି। ଦିନ ଦ୍ୱିପ୍ରହରରେ ଗୁଳି ଫୁଟୁଛି। ରାଜନୈତିକ ହତ୍ୟା ବଢ଼ିଚାଲିଛି। ରାଜ୍ୟରେ ଲୋକଙ୍କ ଧନଜୀବନ ସୁରକ୍ଷିତ…
ଭୁବନେଶ୍ୱର,୨୮।୨(ବ୍ୟୁରୋ): ରାଜ୍ୟ ପାଇଁ ଆବଶ୍ୟକ ଥିବା ବିଭିନ୍ନ କ୍ୟାଡରର ମୋଟ ମଞ୍ଜୁରୀପ୍ରାପ୍ତ ଡାକ୍ତର ପଦବୀ ସଂଖ୍ୟା ୮,୭୧୯ ରହିଛି। ସେଥିମଧ୍ୟରୁ ୬,୩୮୯ ପଦବୀରେ ନିୟମିତ ଡାକ୍ତର କାର୍ଯ୍ୟରତ…
ଭୁବନେଶ୍ୱର,୨୮।୨(ବ୍ୟୁରୋ): ରାଜ୍ୟର ପ୍ରତ୍ୟେକ ଜିଲାରେ ସାଇନ୍ସ(ବିଜ୍ଞାନ) ପାର୍କ ନିର୍ମାଣ କରାଯିବ। ପ୍ରଥମେ ୨୦ଟି ଜିଲାରେ ପାର୍କ ନିର୍ମାଣ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ପ୍ରଥମ ପର୍ଯ୍ୟାୟରେ…
ଭୁବନେଶ୍ୱର,୨୮।୨(ବ୍ୟୁରୋ): ରାଜ୍ୟରେ ମହାମାରୀ କରୋନାର ଦ୍ୱିତୀୟ ପର୍ଯ୍ୟାୟ ଆଶଙ୍କାକୁ ନେଇ ପୁଣି କଟକଣା ଜାରି ହୋଇଛି। ଶୁକ୍ରବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସଂକ୍ରମଣ…
ଭୁବନେଶ୍ୱର,୨୭।୨: କୋଭିଡ୍-୧୯ର ନୂତନ ଷ୍ଟ୍ରେନ ବୃଦ୍ଧିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ମାର୍ଚ୍ଚ ପାଇଁ ଗାଇଡ୍ଲାଇନ ଜାରି କରିଛନ୍ତି। ଅଞ୍ଚଳରେ ସଂକ୍ରମଣକୁ ଦେଖି ଜିଲାପାଳ, ସ୍ଥାନୀୟ ଅଧିକାରୀ…
ଭୁବନେଶ୍ୱର,୨୭।୨(ବ୍ୟୁରୋ) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ବିଧାନସଭାରେ ଶ୍ରୀମନ୍ଦିର ପରିକ୍ରମା ଯୋଜନା ଉପସ୍ଥାପନା କରିଛନ୍ତି। ଶ୍ରୀଜଗନ୍ନାଥ ହେଉଛନ୍ତି ଓଡ଼ିଆ ଜାତିର ପରିଚୟ। ଆମ ଇତିହାସ, ସଂସ୍କୃତି,…
ଭୁବନେଶ୍ୱର,୨୭।୨(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୫୧ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୩୫ ଜଣ ଲୋକାଲ କେସ୍…