ମେଟ୍ରୋ

ଆଜି ରାଜ୍ୟରେ ୭୨ ପଜିଟିଭ୍‌ ଚିହ୍ନଟ, ୩୩୫୬୯୨ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୮।୨(ବ୍ୟୁରୋ): ସୋମବାର ୧୦୦ ତଳେ ରହିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ତେବେ ଆଜି ୭୨ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା…

5 years ago

ଭିନ୍ନକ୍ଷମ ତାଲିମ କେନ୍ଦ୍ରରେ ଯୌନ ଶୋଷଣ ଘଟଣା: ବନ୍ଧାହେଲେ ସୁରେଶଙ୍କ ସମେତ ୬

ଭୁବନେଶ୍ୱର,୮।୨(ବ୍ୟୁରୋ): ସରକାରୀ ପ୍ରତିଷ୍ଠାନରେ ସେକ୍ସ ର଼୍ୟାକେଟ ଚଳାଥିଲେ ସରକାରୀ ବାବୁ। ସମ୍ପୃକ୍ତ ଥିଲେ ଅଫିସରଙ୍କ ସମେତ କର୍ମଚାରୀ ଓ ଦଲାଲ। ଭୁବନେଶ୍ୱର ପଳାସପଲ୍ଲୀସ୍ଥିତ ନିଖିଳ ଉତ୍କଳ ଶାରୀରିକ…

5 years ago

ଶ୍ରୀମନ୍ଦିର ବିକାଶରେ ବାଧା ହେବନି: କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର,୮।୨(ବ୍ୟୁରୋ): ପୁରୀ ଜଗନ୍ନାଥ ଧାମ ପାଇଁ ଜାତୀୟ ସ୍ମାରକ ପ୍ରାଧିକରଣ(ଏନ୍‌ଏମଏ୍‌)ର ପ୍ରସ୍ତାବିତ ଅଧିନିୟମ ପ୍ରସଙ୍ଗ ନେଇ ରାଜ୍ୟ ରାଜନୀତି ଜୋର ଧରିଛି। ତେବେ ଏହି ପ୍ରସଙ୍ଗରେ କେନ୍ଦ୍ର…

5 years ago

ବିଜେଡିର ୮ ନୂତନ ସହପର୍ଯ୍ୟବେକ୍ଷକ

ଭୁବନେଶ୍ୱର,୮।୨(ବ୍ୟୁରୋ): ବିଜେଡି ପକ୍ଷରୁ ରବିବାର ସୁନ୍ଦରଗଡ ଜିଲା ସହିତ ୭ଟି ନିର୍ବାଚନମଣ୍ଡଳୀ ପାଇଁ ସହ ପର୍ଯ୍ୟବେକ୍ଷକ ନିଯୁକ୍ତି କରାଯାଇଛି। ଏହି ୮ ନବନିଯୁକ୍ତ ସହପର୍ଯ୍ୟବେକ୍ଷକଙ୍କୁ ମୁଖ୍ୟମନ୍ତ୍ରୀ ନବୀନ…

5 years ago

ରବିବାର ଶିକ୍ଷାଦାନ ବନ୍ଦ ନ କଲେ ଆଇନର ଆଶ୍ରୟ ନେବ ଓଷ୍ଟା

ଭୁବନେଶ୍ୱର,୮।୨(ବ୍ୟୁରୋ): ରାଜ୍ୟରେ ଗତ ଜାନୁୟାରୀ ୮ରୁ ଦଶମ ଓ ଦ୍ୱାଦଶ ଶ୍ରେଣୀ ପିଲାଙ୍କ ପାଇଁ ସ୍କୁଲ ଖୋଲିଛି। ସରକାର ୧୦୦ ଦିନର ଶିକ୍ଷାଦାନ ଅବଧି ସ୍ଥିର କରି…

5 years ago

ଆଜି ଶ୍ରୀଜିଉଙ୍କୁ ଦର୍ଶନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୮।୨(ବ୍ୟୁରୋ): ଆଜି ପୁରୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଦୀର୍ଘଦିନ ପରେ ମୁଖ୍ୟମନ୍ତ୍ରୀ ଶ୍ରୀଜିଉଙ୍କ ଦର୍ଶନ ଲାଭ କରିବେ। କରୋନା ମହାମାରୀ ପରେ ପ୍ରଥମଥର ପାଇଁ…

5 years ago

ପ୍ରଧାନମନ୍ତ୍ରୀଙ୍କ ‘ଅମ୍ଫନ’ ସହାୟତା: ଖର୍ଚ୍ଚ କରିବାକୁ ଅନୁମତି ଦେଉନି କେନ୍ଦ୍ର

ଭୁବନେଶ୍ୱର,୮।୨(ବ୍ୟୁରୋ): ଓଡ଼ିଶା ବାତ୍ୟାପ୍ରବଣ ରାଜ୍ୟ। ଏଥିଯୋଗୁ ପ୍ରତ୍ୟେକ ବର୍ଷ ବହୁ ଧନ ଜୀବନ ନଷ୍ଟ ହେଉଛି। ବାତ୍ୟା ଦାଉରୁ ରକ୍ଷା ପାଇବା ପାଇଁ ରାଜ୍ୟ ସରକାର ଉପକୂଳବର୍ତ୍ତୀ…

5 years ago

ଆଜିଠୁ ନବମ, ଏକାଦଶ

ଭୁବନେଶ୍ୱର, ୮।୨(ବ୍ୟୁରୋ): ରାଜ୍ୟରେ ସୋମବାରଠାରୁ ନବମ ଓ ଏକାଦଶ ଶ୍ରେଣୀ ଖୋଲିବ। ଦୀର୍ଘ ୧୦ମାସ ପରେ ପିଲା ସ୍କୁଲ୍‌ ଯାଇ ପାଠପଢ଼ିବେ। ସୋମବାରରୁ ଶନିବାର ପ୍ରତ୍ୟହ ସକାଳ…

5 years ago

ଓଡ଼ିଶାର ମହିଳା ବନ ଅଧିକାରୀଙ୍କୁ ମିଳିବ ଜାତିସଂଘ ପୁରସ୍କାର

ଭୁବନେଶ୍ୱର,୮।୨(ବ୍ୟୁରୋ): ରାଜ୍ୟରେ ବଜ୍ରକାପ୍ତା ଚୋରା ଚାଲାଣ ର଼୍ୟାକେଟ୍‌ ରୋକିବାରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ଓଡ଼ିଶାର ମହିଳା ବନ ଅଧିକାରୀ ସସ୍ମିତା ଲେଙ୍କା ମିଳିତ ଜାତିସଂଘର ଏସିଆ ପରିବେଶ…

5 years ago

ଆଜି ଭୁବନେଶ୍ୱରରୁ ମାତ୍ର ଜଣେ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୭।୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ଜଣେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେ ଜଣକ ଲୋକାଲ କେସ୍‌ ବୋଲି ଜଣାପଡ଼ିଛି। ସହିପରି ଆଜି ଭୁବନେଶ୍ୱରରୁ ୫…

5 years ago