ମେଟ୍ରୋ

ବର୍ଷ ଆରମ୍ଭରୁ ଆଇଏଏସ୍‌ ସ୍ତରରେ ଅଦଳବଦଳ: ବଦଳିଲେ ପୁରୀ, କେନ୍ଦ୍ରାପଡ଼ା ଜିଲାପାଳ

ଭୁବନେଶ୍ୱର,୧ା୧(ବ୍ୟୁରୋ): ରାଜ୍ୟ ସରକାର ନୂଆବର୍ଷ ଆରମ୍ଭରୁ ଆଇଏଏସ୍‌ ସ୍ତରରେ ଅଦଳବଦଳ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଭାବେ ଓଏମ୍‌ସି ଏମ୍‌ଡି ଥିବା ଆର୍‌.ଭିନିଲ କ୍ରିଷ୍ଣାଙ୍କୁ ନିଯୁକ୍ତି ଦିଆଯାଇଛି।…

5 years ago

ଆଜି ରାଜ୍ୟରୁ ୨୪୫ ପଜିଟିଭ୍‌ ଚିହ୍ନଟ, ଆଉ ୩ ଜଣଙ୍କ ଜୀବନ ଗଲା

ଭୁବନେଶ୍ୱର,୧ା୧(ବ୍ୟୁରୋ): ଶୁକ୍ରବାର ରାଜ୍ୟରେ ୨୪୫ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୯,୮୬୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ…

5 years ago

ଦାୟିତ୍ୱ ନେଲେ ମୁଖ୍ୟ ଶାସନ ସଚିବ ସୁରେଶ କୁମାର ମହାପାତ୍ର

ଭୁବନେଶ୍ୱର,୧ା୧(ବ୍ୟୁରୋ): ରାଜ୍ୟର ନୂଆ ମୁଖ୍ୟ ଶାସନ ସଚିବ ଭାବେ ବରିଷ୍ଠ ଆଇଏଏସ ଅଫିସର ସୁରେଶ କୁମାର ମହାପାତ୍ର ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ମୁଖ୍ୟ ଶାସନ ସଚିବ…

5 years ago

ରାଜ୍ୟବାସୀଙ୍କୁ ନବ ବର୍ଷର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧।୧(ବ୍ୟୁରୋ): ପବିତ୍ର ଇଂରାଜୀ ନବବର୍ଷ ଅବସରରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ନବ ବର୍ଷର ଶୁଭେଚ୍ଛା ଜଣାଇନ୍ତି। ଟୁଇଟ୍‌ ଯୋଗେ ମୁଖ୍ୟମନ୍ତ୍ରୀ ଏହି ବାର୍ତ୍ତା ଦେଇଛନ୍ତି।…

5 years ago

ବଡ଼କୁ ଛାଡ଼ି ଛୋଟଙ୍କୁ ଧରୁଛନ୍ତି ସରକାର: ଭାଜପା

ଭୁବନେଶ୍ୱର,୧ା୧(ବ୍ୟୁରୋ):୨୦ବର୍ଷ ଧରି ସରକାର ରାଜ୍ୟରେ ଦୁର୍ନୀତି ଓ ଭ୍ରଷ୍ଟାଚାରକୁ ପ୍ରଶ୍ରୟ ଦେଇ ଚାଲିଛନ୍ତି ା ଏବେ କେବଳ ବାହା ବାହା ନେବା ପାଇଁ ସମ୍ପତ୍ତି ତାଲିକା କଥା…

5 years ago

୩ ବର୍ଷରେ ୭୫୦ ସଡ଼କ ଦୁର୍ଘଟଣା, ୨୬୪ ମୃତ

ଖୋର୍ଦ୍ଧା ଅଫିସ, ୧ା୧:ରାଜ୍ୟରେ ସଡ଼କ ଦୁର୍ଘଟଣା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏଥିସହ ତାଳଦେଇ ମୃତ୍ୟୁହାର ମଧ୍ୟ ବଢିଚାଲିଛି। ସଡ଼କ ଦୁର୍ଘଟଣା ନିୟନ୍ତ୍ରଣ ଲାଗି ସୁପ୍ରିମକୋର୍ଟଙ୍କ…

5 years ago

ଆଜି ଦାୟିତ୍ୱ ନେବେ ସୁରେଶ ମହାପାତ୍ର

ଭୁବନେଶ୍ୱର,୧ା୧(ବ୍ୟୁରୋ): ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀ ଗୁରୁବାର ଅବସର ନେଇଛନ୍ତି। ଜାନୁୟାରୀ ୧ ତାରିଖ ଅର୍ଥାତ୍‌ ଶୁକ୍ରବାର ନୂଆ ମୁଖ୍ୟ ଶାସନ ସଚିବ ଭାବେ…

5 years ago

ଓବିସି, ଏସ୍‌ଇବିସି ବର୍ଗଙ୍କ ନିଯୁକ୍ତି ଓ ଶିକ୍ଷା କ୍ଷେତ୍ରରେ ସଂରକ୍ଷଣ ରହୁ

ଭୁବନେଶ୍ୱର,୧ା୧(ବ୍ୟୁରୋ): ସରକାରୀ ହାଇସ୍କୁଲରେ ପଢୁଥିବା ଛାତ୍ରୀଛାତ୍ରଙ୍କ ଲାଗି ଡାକ୍ତରୀ ଓ ଇଞ୍ଜିନିୟରିଂ ଭଳି ଉଚ୍ଚଶିକ୍ଷା ନିମନ୍ତେ ସ୍ଥାନ ସଂରକ୍ଷଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା…

5 years ago

ବର୍ଷକରେ ୨୫ କୋଟିର ବ୍ରାଉନ୍‌ସୁଗାର ଜବତ

ଭୁବନେଶ୍ୱର,୧।୧(ବ୍ୟୁରୋ):କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ(ଏସ୍‌ଟିଏଫ)କୁ ୨୦୨୦ରେ ଅନେକ ସଫଳତା ମିଳିଛି। ବାଘଛାଲଠାରୁ ଆରମ୍ଭ କରି ବଜ୍ରକାପ୍ତା ଚାଲାଣ ଓ ବନ୍ଧୁକ ବେପାରୀଙ୍କୁ ଧରିବାରେ ସଫଳ ହୋଇଛି ଏସ୍‌ଟିଏଫ୍‌।…

5 years ago

କର୍ଫ୍ୟୁ ଭିତରେ ନୂଆବର୍ଷକୁ ସ୍ୱାଗତ

ଭୁବନେଶ୍ୱର,୧।୧(ବ୍ୟୁରୋ):ନା ଥିଲା ଚିକ୍‌ମିକ୍‌ ଲାଇଟ୍‌ ନା ଶୁଭୁଥିଲା କୋଳାହାଳ। ମଧ୍ୟରାତିର ସବୁ ଉତ୍କଣ୍ଠା, ଉତ୍ସାହରେ ରୋକ ଲଗାଇଥିଲା କରୋନା କଟକଣା। ରଙ୍ଗହୀନ ହୋଇଯାଇଥିଲା ଜିରୋନାଇଟ୍‌। କଟକ ଓ…

5 years ago