ମେଟ୍ରୋ

ନ୍ୟାୟ ନ ପାଇ ବିଧାନସଭା ମୁହାଁ

ଭୁବନେଶ୍ୱର,୨୯ା୧୧(ବ୍ୟୁରୋ): ଗାଁଠୁ ସହର ସବୁଠି ସତେଯେମିତି ସାଧାରଣ ଲୋକଙ୍କ ପାଇଁ ନ୍ୟାୟ ଅପହଞ୍ଚ ହୋଇଯାଉଛି। ଥାନାରୁ ଲୋକେ ଠିକ୍‌ ଭାବେ ନ୍ୟାୟ ପାଉନାହାନ୍ତି। ପୋଲିସର ତଦନ୍ତ ଠିକ୍‌…

5 years ago

ପେଟ୍ରୋଲ୍‌ ପମ୍ପ ବିସ୍ଫୋରଣ ମାମଲା: ଅନଭିଜ୍ଞ କାମ କରୁଥିବା କହିଲା ପେସୋ

ଭୁବନେଶ୍ୱର,୨୯ା୧୧(ବ୍ୟୁରୋ): ରାଜଭବନ ନିକଟ ପେଟ୍ରୋଲ ପମ୍ପ ବିସ୍ଫୋରଣ ଘଟଣାକୁ ଇତିମଧ୍ୟରେ ଦେଢ଼ମାସରୁ ଊର୍ଦ୍ଧ୍ୱ ବିତିଲାଣି। ଏହି ଘଟଣାରେ ବିଭିନ୍ନ ସଂସ୍ଥା ତଦନ୍ତ କରୁଥିଲେ ସୁଦ୍ଧା କେଉଁ କାରଣରୁ…

5 years ago

ସର୍ବସାଧାରଣଙ୍କ ପାଇଁ ବିଧାନସଭା ରାସ୍ତା ସିଲ୍‌

ଭୁବନେଶ୍ୱର,୨୯।୧୧(ବ୍ୟୁରୋ): ସର୍ବସାଧାରଣଙ୍କ ପାଇଁ ବିଧାନସଭା ରାସ୍ତାକୁ ରବିବାର ସିଲ୍‌ କରାଯାଇଛି। ଶୀତ ଅଧିବେଶନ ଆରମ୍ଭ ହେବା ଦିନରୁ ଲଗାତାର ଆତ୍ମାହୃତି ଉଦ୍ୟମ ହେଉଥିବା ଯୋଗୁ ଉକ୍ତ ରାସ୍ତାକୁ…

5 years ago

ଥମୁନି ‘ପରୀ’ ତାତି: ବିଧାନସଭାରେ ଭାଜପା ସଦସ୍ୟଙ୍କ ହୋ-ହଲ୍ଲା, ଗୃହ ମୁଲତବୀ

ଭୁବନେଶ୍ୱର,୨୯।୧୧(ବ୍ୟୁରୋ): ବିଧାନସଭାରେ ଥମୁନି ପରୀ ତାତି। ରବିବାର ମଧ୍ୟ ଗୃହରେ ଭାଜପା ସଦସ୍ୟଙ୍କ ହୋ-ହଲ୍ଲା ଦେଖିବାକୁ ମିଳିଛି। ଏପରିକି ବାଚସ୍ପତିଙ୍କ ପୋଡିୟମ ଉପରକୁ ସଦସ୍ୟମାନେ ଚଢ଼ିବାକୁ ଉଦ୍ୟମ…

5 years ago

ବିଧାୟକ ପ୍ରଦୀପ ପାଣିଗ୍ରାହୀ ବିଜେଡିରୁ ବହିଷ୍କୃତ

ଭୁବନେଶ୍ୱର,୨୯।୧୧(ବ୍ୟୁରୋ): ବିଜେଡିରୁ ବହିଷ୍କୃତ ହେଲେ ଗଞ୍ଜାମ ଗୋପାଳପୁର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ପ୍ରଦୀପ ପାଣିଗ୍ରାହୀ। ତାଙ୍କୁ ପ୍ରାଥମିକ ସଦସ୍ୟ ପଦରୁ ବହିଷ୍କୃତ କରାଯାଇଛି। ଜନ ବିରୋଧୀ…

5 years ago

ଏସ୍‌ଆଇଟିର ଖୋଳତାଡ଼: ଆଇଏଫ୍‌ଏସ୍‌ ଅଫିସର ଅଭୟକାନ୍ତ ପାଠକଙ୍କ ସମ୍ପତ୍ତିର ଗୁମର ଖୋଲିବ

ଭୁବନେଶ୍ୱର,୨୯ା୧୧(ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରାଜ୍ୟ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇ ଝାରପଡ଼ା ଜେଲରେ ଅଛନ୍ତି ବରିଷ୍ଠ ଆଇଏଫ୍‌ଏସ୍‌ ଅଧିକାରୀ ତଥା ନିଲମ୍ବିତ ଅତିରିକ୍ତ…

5 years ago

ପରୀ ହତ୍ୟା ମାମଲା: ତଦନ୍ତ କରିବ ଏସ୍‌ଆଇଟି

ଭୁବନେଶ୍ୱର,୨୯ା୧୧(ବ୍ୟୁରୋ): ନୟାଗଡ଼ ଜିଲାର ୫ବର୍ଷର ଶିଶୁ କନ୍ୟା ପରୀ ହତ୍ୟା ମାମଲାର ତଦନ୍ତ ସ୍ପେଶାଲ ଇନ୍‌ଭେଷ୍ଟିଗେଶନ ଟିମ୍‌(ଏସ୍‌ଆଇଟି) ବା ସ୍ବତନ୍ତ୍ର ତଦନ୍ତକାରୀ ଟିମ୍‌ ଦ୍ୱାରା କରାଯିବ। ହାଇକୋର୍ଟଙ୍କ…

5 years ago

ଡିସେମ୍ବରରେ ୭୫ ପ୍ରତିଶତ କର୍ମଚାରୀଙ୍କୁ ନେଇ ଚାଲିବ ଅଫିସ

ଭୁବନେଶ୍ୱର,୨୮ା୧୧(ବ୍ୟୁରୋ)- କୋଭିଡ୍‌-୧୯ ମହାମାରୀକୁ ଦୃଷ୍ଟିରେ ରଖି ଅତ୍ୟାବଶ୍ୟକ ସେବା ଯୋଗାଉଥିବା ଅଫିସଗୁଡିକୁ ବାଦ ଦେଇ ସମସ୍ତ ସରକାରୀ କାର୍ଯ୍ୟାଳୟ ୫୦ ପ୍ରତିଶତ କର୍ମଚାରୀଙ୍କୁ ନେଇ ଚାଲୁଛି। କର୍ମଚାରୀମାନେ…

5 years ago

ରାଜ୍ୟରେ ସୁସ୍ଥ ହେଲେ ୮୦୨ କରୋନା ଆକ୍ରାନ୍ତ: ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୨୮।୧୧।(ବ୍ୟୁରୋ)-ରାଜ୍ୟରେ ଶନିବାର ଆଉ ୮୦୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୦୪ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ସୁନ୍ଦରଗଡରୁ ୮୦, କଟକରୁ ୭୦, ମୟୁରଭଞ୍ଜରୁ…

5 years ago

ଭୁବନେଶ୍ୱରରୁ ଆଜି ୪୩ ପଜିଟିଭ ଚିହ୍ନଟ: ସେଥିରୁ ଲୋକାଲ କେସ୍‌ ୩୪

ଭୁବନେଶ୍ୱର,୨୮ ା୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ୪୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୯ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୩୪…

5 years ago