ମେଟ୍ରୋ

ଆନ୍ଦୋଳନକୁ ଓହ୍ଲାଇବେ କନିଷ୍ଠ ଶିକ୍ଷକ: ସପ୍ତାହେ ମଧ୍ୟରେ ଦାବି ପୂରଣ ନ ହେଲେ କାର୍ଯ୍ୟବନ୍ଦ ଧମକ

ଭୁବନେଶ୍ୱର,୫ା୮(ସୁଚିସ୍ମିତା ସାହୁ):ଓଡ଼ିଶା ପ୍ରାଥମିକ ଶିକ୍ଷା ବ୍ୟବସ୍ଥାର ପୁନରୁଦ୍ଧାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଗଠିତ କମିଟି ଦ୍ବାରା କରାଯାଇଥିବା ସୁଚିନ୍ତିତ ସୁପାରିସ୍‌ଗୁଡ଼ିକ ତୁରନ୍ତ ସରକାରୀ ଆଇନରେ ପରିଣତ କରାଯାଉ।…

8 months ago

ଆଜିଠୁ ୩ ବର୍ଷିଆ ଇଣ୍ଟିଗ୍ରେଟେଡ୍‌ ବି.ଏଡ୍‌, ଏମ୍‌.ଏଡ୍‌ ନାମଲେଖା: ଜାଣନ୍ତୁ କେମିତି କରିବେ ଆବେଦନ

ଭୁବନେଶ୍ୱର,୪ା୮(ସୁଚିସ୍ମିତା ସାହୁ):ତିନିବର୍ଷିଆ ଇଣ୍ଟିଗ୍ରେଟେଡ୍‌ ବି. ଏଡ୍‌ ଏବଂ ଏମ୍‌.ଏଡ୍‌ ନାମଲେଖା ପାଇଁ ସୋମବାରଠାରୁ ଆବେଦନ ଆରମ୍ଭ ହେବ। ମହାରାଜା ଶ୍ରୀରାମ ଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟରେ ରେଗୁଲାର ମୋଡ୍‌ରେ…

8 months ago

୩ ଜିଲାରେ ପ୍ରବଳ ବର୍ଷିବ, ୧୭ ଜିଲାକୁ ବଜ୍ରପାତ ସତର୍କତା

ଭୁବନେଶ୍ୱର,୪ା୮ (ଅନୁରାଧା ମହାରଣା):ରାଜ୍ୟରେ ମୌସୁମୀ ବର୍ଷା ଜାରି ରହିଛି। ରବିବାର ଚାନ୍ଦବାଲିରେ ସର୍ବାଧିକ ୫୨.୬ ମିମି ବର୍ଷା ରେକର୍ଡ କରାଯାଇଥିବାବେଳେ ବାଲେଶ୍ୱରରେ ୧୪.୦ ମିମି, ଭଦ୍ରକରେ ୧୦.୦…

8 months ago

ଓଡ଼ିଶା ଆସୁଛି ବଳଙ୍ଗା ପୀଡ଼ିତାଙ୍କ ମୃତଦେହ

ଭୁବନେଶ୍ୱର,୩।୮: ଓଡ଼ିଶା ଆସୁଛି ବଳଙ୍ଗା ପୀଡ଼ିତାଙ୍କ ମୃତଦେହ। ଦିଲ୍ଲୀରୁ ବିମାନ ଯୋଗେ ଓଡ଼ିଶା ଅଣାଯାଉଛି ମୃତଦେହ। ରାତି ୧୧ଟାରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବା ସୂଚନା ମିଳିଛି।…

8 months ago

ଓଡ଼ିଶାରେ ଆଗାମୀ ୫ ଦିନ ପ୍ରବଳ ବର୍ଷା: IMD ଜାରି କଲା ଚେତାବନୀ

ଭୁବନେଶ୍ୱର,୩ା୮: ଭାରତୀୟ ପାଣିପାଗ ବିଭାଗ (IMD) ରାଜ୍ୟରେ ଆଗାମୀ ୫ ଦିନ, ଅର୍ଥାତ୍ ଅଗଷ୍ଟ ୮ ପର୍ଯ୍ୟନ୍ତ ପ୍ରବଳ ବର୍ଷା, ଘଡ଼ଘଡ଼ି ଓ ଝଡ଼ବଳା ପବନ ସହ…

8 months ago

ଆନ୍ଧ୍ର ପଥର ଖଣି ଦୁର୍ଘଟଣା: ୬ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ, ୪ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩।୮: ଆନ୍ଧ୍ର ପ୍ରଦେଶର ବପଟ୍‌ଲା ଜିଲା ଅନ୍ତର୍ଗତ ବଲିକୁରଭା ନିକଟସ୍ଥ ସତ୍ୟକୃଷ୍ଣା ଗ୍ରାନାଇଟ୍ ଖଣିରେ ରବିବାର ସକାଳେ ଘଟିଥିବା ଏକ ଦୁଃଖଦ ଦୁର୍ଘଟଣାରେ ୬ ଜଣ ଓଡ଼ିଆ…

8 months ago

ଲ୍ୟାଣ୍ଡ୍‌ମାଇନ୍‌ ବିସ୍ଫୋରଣରେ ରେଳ କର୍ମଚାରୀଙ୍କ ମୃତ୍ୟୁ, ୧୦ ଲକ୍ଷ ଟଙ୍କାର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩ା୮: ଲ୍ୟାଣ୍ଡ୍‌ମାଇନ୍‌ ବିସ୍ଫୋରଣରେ ରବିବାର ରେଳ କର୍ମଚାରୀ ଜଟୁଆ ଓରାମଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୋକ ପ୍ରକାଶ କରିବା ସହ…

8 months ago

କେନ୍ଦୁଝରରେ ହେବ ମେଗା ଷ୍ଟିଲ୍‌ ପ୍ଲାଣ୍ଟ, ଘୋଷଣା କରି ମୁଖ୍ୟମନ୍ତ୍ରୀ କହିଲେ…

ଭୁବନେଶ୍ୱର,୩ା୮: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଏକ ବଡ଼ ଘୋଷଣା କରିଛନ୍ତି। କେନ୍ଦୁଝର ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରି ଏହା…

8 months ago

OTET ପ୍ରଶ୍ନପତ୍ର ଲିକ୍‌ ମାମଲା: ବୋର୍ଡ ଉପସଭାପତି ଗିରଫ

ଭୁବନେଶ୍ୱର,୩।୮: OTET ପ୍ରଶ୍ନପତ୍ର ଲିକ୍‌ ମାମଲାରେ ବୋର୍ଡ ଉପସଭାପତି ନିହାର ରଞ୍ଜନ ମହାନ୍ତିଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ। କାଲି ଅଫିସ୍‌କୁ ଡାକି ନିହାରଙ୍କୁ କ୍ରାଇମବ୍ରାଞ୍ଚ ଜେରା କରିଥିଲା।…

8 months ago

ପ୍ଲାଷ୍ଟିକ୍‌ ବୋତଲରେ ପେଟ୍ରୋଲ, ଡିଜେଲ ବିକିଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ବର,୩।୮(ସୁନିତ୍‌ ମିଶ୍ର): ପ୍ଲାଷ୍ଟିକ୍‌ ବୋତଲ ତଥା ନିଷିଦ୍ଧ କଣ୍ଟେନରରେ ପେଟ୍ରୋଲିୟମ ସାମଗ୍ରୀ ବିକ୍ରି, ଯୋଗାଣ, ସଂରକ୍ଷଣ ଓ ପରିବହନକୁ ରାଜ୍ୟ ସରକାର ନିଷିଦ୍ଧ କରିଛନ୍ତି। ଏନେଇ ରାଜ୍ୟ…

8 months ago