ମେଟ୍ରୋ

ପଣା ସଂକ୍ରାନ୍ତି-ରମ୍‌ଜାନ ପାଇଁ ଗାଇଡ୍‌ଲାଇନ୍‌; ଏସବୁ ଉପରେ ଲାଗିଲା କଟକଣା

ଭୁବନେଶ୍ୱର,୧୩।୪(ବ୍ୟୁରୋ): ଓଡ଼ିଆ ନବବର୍ଷ ତଥା ପଣାସଂକ୍ରାନ୍ତି ଓ ରମଜାନ୍‌କୁ ନେଇ କଟକ ମ୍ୟୁନିସିପାଲ କର୍ପୋରେଶନ(ସିଏମ୍‌ସି) ଏବଂ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ନୂଆ ଗାଇଡଲାଇନ୍‌ ଜାରି କରାଯାଇଛି।…

6 years ago

ରାଜଧାନୀରେ ବିଗୁଡ଼ୁଛି କରୋନା ସ୍ଥିତି: ଆଜି ଚିହ୍ନଟ ହେଲେ ୧୯୧ ଆକ୍ରାନ୍ତ; ଖଣ୍ଡଗିରି-ପଟିଆରୁ ସର୍ବାଧିକ

ଭୁବନେଶ୍ୱର,୧୩।୪(ବ୍ୟୁରୋ): ଦିନକୁ ଦିନ ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ମଙ୍ଗଳବାର ସହରରେ ଆଉ ୧୯୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ…

6 years ago

ବାଲେଶ୍ୱର ସହର ପାଇଁ ମୁଖ୍ୟମନ୍ତ୍ରୀଙ୍କ ୧୫୫ କୋଟିର ପ୍ୟାକେଜ୍‌ ଘୋଷଣା

ଭୁବନେଶ୍ୱର,୧୩।୪(ବ୍ୟୁରୋ): ବାଲେଶ୍ୱର ସହରର ବିକାଶ ପାଇଁ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୫୫ କୋଟିର ପ୍ୟାକେଜ୍‌ ଘୋଷଣା କରିଛନ୍ତି। ତଦନୁଯାୟୀ ସହଦେବଖୁଣ୍ଟାରେ ଥିବା ବସ୍‌ଷ୍ଟାଣ୍ଡର ବିକାଶ କରାଯିବ।…

6 years ago

ଭୁବନେଶ୍ୱରକୁ ଜୀବନ୍ତ ସହର ଭାବେ ବିକଶିତ କରିବାକୁ ଚାଲିଛି ପ୍ରୟାସ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩।୪(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱର ୭୩ ବର୍ଷରେ ପାଦ ଦେଇଛି। ଭୁବନେଶ୍ୱରର ପ୍ରତିଷ୍ଠା ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏକ ମନ୍ଦିରମାଳିନୀ ସହରରୁ,…

6 years ago

ରାଜ୍ୟରେ କରୋନାର ସଙ୍ଗିନ ସ୍ଥିତି: ଦିନକରେ ୧୭ ଶହ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ଆଖିବୁଜିଲେ ୨

ଭୁବନେଶ୍ୱର,୧୩।୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ପରିସ୍ଥିତି ସଙ୍ଗିନ ହେବାରେ ଲାଗିଛି। ମଙ୍ଗଳବାର ରାଜ୍ୟରେ ୧୭୮୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ…

6 years ago

ବିନା ଅନୁମତିରେ ସଦର ମହକୁମା ଛାଡ଼ିପାରିବେନି ଅଧିକାରୀ

ଭୁବନେଶ୍ୱର,୧୩।୪(ବ୍ୟୁରୋ): ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଜଳ ସମସ୍ୟା ଥିବା ଅଞ୍ଚଳଗୁଡ଼ିକରେ ପାନୀୟଜଳ ଯୋଗାଣ ବ୍ୟବସ୍ଥା ସମ୍ପର୍କରେ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା ସମୀକ୍ଷା କରିଛନ୍ତି। ପାନୀୟଜଳ…

6 years ago

କେନ୍ଦ୍ରୀୟ ଡେପୁଟେଶନରେ ଗଲେ ସନ୍ତୋଷ ଷଡ଼ଙ୍ଗୀ

ଭୁବନେଶ୍ୱର, ୧୩।୪(ବ୍ୟୁରୋ): ୧୯୯୪ ବ୍ୟାଚ୍‌ ଓଡ଼ିଶା କ୍ୟାଡର ଆଇଏଏସ୍‌ ଅଫିସର ତଥା ରାଜ୍ୟ ସରକାରଙ୍କ ବିଜ୍ଞାନ ଓ ବୈଷୟିକ ବିଭାଗ ପ୍ରମୁଖ ସଚିବ ସନ୍ତୋଷ କୁମାର ଷଡ଼ଙ୍ଗୀ…

6 years ago

ଟ୍ରେନ୍‌ ଯାତ୍ରୀଙ୍କ ପ୍ରବେଶ, ପ୍ରସ୍ଥାନରେ କଟକଣା

ଭୁବନେଶ୍ୱର,୧୩।୪ (ବ୍ୟୁରୋ) :ବୃଦ୍ଧି ପାଉଥିବା ସଂକ୍ରମଣକୁ ଦୃଷ୍ଟିରେ ରଖି ପୂର୍ବତଟ ରେଳପଥ ପକ୍ଷରୁ ବିଭିନ୍ନ ସତର୍କତାମୂଳକ ପଦକ୍ଷେପ ନିଆଯାଇଛି। ଯାତ୍ରୀ ଭିଡର ପ୍ରଭାବଶାଳୀ ପରିଚାଳନା ଓ ସାମାଜିକ…

6 years ago

ହାଇଦର ଫେରାର ପାଇଁ ପୋଲିସ ଦାୟୀ : ଜେଲ ଡିଆଇଜି

ଭୁବନେଶ୍ୱର,୧୩।୪(ବ୍ୟୁରୋ): ଗ୍ୟାଙ୍ଗଷ୍ଟର ସେଖ୍‌ ହାଇଦର ଫେରାର ହେବା ଘଟଣାକୁ ଦୁଇଦିନ ବିତିଯାଇଥିଲେ ମଧ୍ୟ ଏପର୍ଯ୍ୟନ୍ତ ପୋଲିସ ତାଙ୍କ ସମ୍ପର୍କରେ କିଛି ବି ସୁରାକ ପାଇପାରୁନାହିଁ। ଏପରିସ୍ଥଳେ ଏହି…

6 years ago

ଆଜି ଜନ୍ମଦିନ ପାଳୁଛି ରାଜଧାନୀ

ଭୁବନେଶ୍ୱର,୧୩।୪(ବ୍ୟୁରୋ): ୩ ହଜାର ବର୍ଷର ପୁରୁଣା ସହର ଭୁବନେଶ୍ୱର ରାଜଧାନୀ ମାନ୍ୟତା ପାଇବାର ୭୩ବର୍ଷ ବିତିଛି। ୧୯୪୬ରେ ଜମାର୍ନୀର ସ୍ଥପତି ଅଟୋ କଏନ୍ସବର୍ଗର ଏଥିପାଇଁ ନକ୍ସା ପ୍ରସ୍ତୁତ…

6 years ago