ମେଟ୍ରୋ

ହାଇଦରଙ୍କ ମିଳୁନି ପତ୍ତା: ଧରିବା ପାଇଁ ଡିଜିପିଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୧୧ା୪(ବ୍ୟୁରୋ): ଏସ୍‌ସିବିରୁ ଚିକିତ୍ସାଧୀନ ଅବସ୍ଥାରେ ଗ୍ୟାଙ୍ଗଷ୍ଟର ହାଇଦର ଶନିବାର ସନ୍ଧ୍ୟାରେ ଚମ୍ପଟ୍‌ ମାରିଥିଲେ। ଏଯାବତ୍‌ ତାଙ୍କ ପତ୍ତା ମିଳୁନି। ତାଙ୍କୁ ଖୋଜିବା ପାଇଁ ଏକାଧିକ ସ୍ପେଶାଲ ସ୍ବାଡ୍‌…

6 years ago

ଝାରପଡ଼ା ଜେଲରେ ନିର୍ଯାତନା ଅଭିଯୋଗ

ଭୁବନେଶ୍ୱର,୧୧।୪(ବ୍ୟୁରୋ): ଝାରପଡ଼ା ଜେଲରେ କଏଦୀଙ୍କୁ ଦିଆଯାଉଛି ଅକଥନୀୟ ନିର୍ଯାତନା। ଅଶ୍ରାବ୍ୟ ଭାଷାରେ ଗାଳିଗୁଲଜ ସହ ଓ୍ବାର୍ଡରମାନେ ସଂଘବଦ୍ଧ ଭାବେ ମାଡ଼ ମାରୁଛନ୍ତି। ଏନେଇ ଜେଲରେ ଥିବା ଜଣେ…

6 years ago

ସଖୀ ନାଚର କାହାଣୀ କହିବ ‘ନାଚବାଲି’

ଭୁବନେଶ୍ୱର, ୧୧।୪ (ବ୍ୟୁରୋ): ନବେ ଦଶକରେ ସଖୀ ନାଚ ବେଶ୍‌ ଲୋକପ୍ରିୟତା ଅର୍ଜନ କରିଥିଲା। ବିଶେଷକରି ଗାଁ ଗହଳିର ବିଭିନ୍ନ ଉତ୍ସବରେ ସଖୀ ନାଚକୁ ପ୍ରାଧାନ୍ୟ ମିଳୁଥିଲା।…

6 years ago

ଅମାନିଆଙ୍କୁ ଧରିବ ସିସି କ୍ୟାମେରା

ଭୁବନେଶ୍ୱର, ୧୧।୪(ବ୍ୟୁରୋ): କରୋନାର ନୂଆ ଷ୍ଟ୍ରେନ୍‌ ତଣ୍ଟି ଚିପିଲାଣି। ତଥାପି ଚେତୁନାହାନ୍ତି ରାଜଧାନୀର ଅମାନିଆ। କମିଶନରେଟ ପୋଲିସର ଘନ ଘନ ଚଢ଼ାଉ, ମୋଟା ଅଙ୍କର ଜରିମାନା ସହ…

6 years ago

ଇଡ୍‌କୋ ଅପାରଗତା ଶିଳ୍ପାୟନରେ ବାଧକ

ଭୁବନେଶ୍ୱର,୧୧।୪(ବ୍ୟୁରୋ): ରାଜ୍ୟରେ ଶିଳ୍ପାୟନକୁ ଆଗକୁ ନେବା ପାଇଁ ରାଜ୍ୟ ସରକାର ଲକ୍ଷ୍ୟ ରଖିଥିବାବେଳେ ଜମି ଅଧିଗ୍ରହଣ ଏ ଦିଗରେ ବଡ଼ ସମସ୍ୟା ହୋଇ ଛିଡ଼ାହୋଇଛି। ଜମି ଅଧିଗ୍ରହଣ…

6 years ago

ଟିକା ନେବା ସତ୍ତ୍ୱେ ଯୁବ ଡାକ୍ତରଙ୍କ ଜୀବନ ଗଲା

ଭୁବନେଶ୍ୱର, ୧୧ା୪ (ବ୍ୟୁରୋ): ରାଜ୍ୟର ବହୁ ଡାକ୍ତର ଏବେ ସଂକ୍ରମିତ। କେତେଜଣଙ୍କର ମୃତ୍ୟୁ ଘଟିଥିବାବେଳେ ରବିବାର ଆଉଜଣଙ୍କ ଜୀବନ ନେଇଛି କରୋନା। ଭୁବନେଶ୍ୱରର ଏକ ଘରୋଇ ମେଡିକାଲର…

6 years ago

୧୫ ଯାଏ ଝଡ଼ବର୍ଷା

ଭୁବନେଶ୍ୱର,୧୧ା୪(ବ୍ୟୁରୋ): ଆସନ୍ତା ୧୫ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଓ ଘଡ଼ଘଡ଼ି ଜାରି ରହିବ। ଆସନ୍ତା ୩ରୁ ୪ ଦିନ ଯାଏ ରାଜ୍ୟର ସର୍ବୋଚ୍ଚ…

6 years ago

ରାଜ୍ୟରେ କରୋନାର ସଙ୍ଗିନ ସ୍ଥିତି: ଦିନକରେ ୧୩୭୯ ଆକ୍ରାନ୍ତ ଚିହ୍ନଟ, ସୁନ୍ଦରଗଡ଼ରୁ ସର୍ବାଧିକ

ଭୁବନେଶ୍ୱର,୧୧।୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ପରିସ୍ଥିତି ସଙ୍ଗିନ ହେବାରେ ଲାଗିଛି। ରବିବାର ରାଜ୍ୟରେ ୧୩୭୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ…

6 years ago

ହିସାବ ଦେବେ ମନ୍ତ୍ରୀ, ମେ ୧୫ରୁ ୨୫ କାର୍ଯ୍ୟ ସମୀକ୍ଷା କରିବେ ନବୀନ

ଭୁବନେଶ୍ୱର,୧୧।୪(ବ୍ୟୁରୋ): ଆସନ୍ତା ମେ’ ୨୯ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଗଠିତ ବିଜେଡି ସରକାର ପଞ୍ଚମ ପାଳିର ଦ୍ୱିତୀୟ ବର୍ଷ ପୂରଣ କରିବାକୁ ଯାଉଛି। ଏହି ପରିପ୍ରେକ୍ଷୀରେ…

6 years ago

ଆଜି ରାଜ୍ୟରେ ସୁସ୍ଥ ହେଲେ ୪୦୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୦।୪(ବ୍ୟୁରୋ): ଶନିବାର ରାଜ୍ୟରୁ ୪୦୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟୁଇଟ୍‌ରୁ ଜଣାପଡ଼ିଛି। ଆଜି ଖୋର୍ଦ୍ଧାରୁ ୭୩…

6 years ago