ମେଟ୍ରୋ

ସୁନାମି ପାଇଁ ୬ ଜିଲାରୁ ଚିହ୍ନଟ ହେବ ୧୦୦ରୁ ଊଦ୍ଧର୍‌ବ ଗାଁ

ଭୁବନେଶ୍ୱର,୩୦ା୪(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ସୁନାମି ପ୍ରସ୍ତୁତି ଚିହ୍ନଟ ପାଇଁ ରାଜ୍ୟର ୬ଟି ଉପକୂଳବର୍ତ୍ତୀ ଜିଲାରୁ ୧୦୦ରୁ ଊଦ୍ଧର୍‌ବ ଗ୍ରାମ ଚିହ୍ନଟ କରାଯିବ। ଏଥିପାଇଁ ଆଇ୍‌ଏନ୍‌ସିିଓଆଇଏସ୍‌ ପକ୍ଷରୁ…

8 months ago

୨୦୨୬ ସୁଦ୍ଧା ମିଳିମିଳା-ରୁବେଲାମୁକ୍ତ: ସ୍ବାସ୍ଥ୍ୟ ମନ୍ତ୍ରୀ

ଭୁବନେଶ୍ୱର, ୩୦।୪(ବନ୍ଦନା ସେଠୀ):୨୦୨୬ ସୁଦ୍ଧା ମିଳିମିଳା ଏବଂ ରୁବେଲାକୁ ସମ୍ପୂର୍ଣ୍ଣ ରୂପେ ପରାହତ କରିବା ପାଇଁ ଓଡ଼ିଶା ସଂକଳ୍ପବଦ୍ଧ। ସେହିପରି ଟିକାକରଣ କ୍ଷେତ୍ରରେ ଓଡ଼ିଶା ଉଲ୍ଲେଖନୀୟ ପ୍ରଦର୍ଶନ…

8 months ago

ପ୍ରାକ୍‌ ବାତ୍ୟା ପ୍ରସ୍ତୁତି ବୈଠକ: ସଜାଗ ରହିବା ପାଇଁ ବିଭାଗ ଗୁଡ଼ିକୁ ନିର୍ଦ୍ଦେଶ

ଭୁବନେଶ୍ୱର, ୨୯।୪: ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ପ୍ରାକ୍‌ ବାତ୍ୟା ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ୨୦୧୯ ମସିହା ମଇ ମାସରେ ଗ୍ରୀଷ୍ମକାଳୀନ…

8 months ago

ଶ୍ରମିକଙ୍କ ଦୈନିକ ମଜୁରୀ ବଢାଇଲେ ସରକାର, ପିଛିଲା ଭାବେ ଏପ୍ରିଲ ପହିଲାରୁ ଲାଗୁ ହେବ

ଭୁବନେଶ୍ୱର,୨୯।୪: ରାଜ୍ୟରେ ଶ୍ରମିକମାନଙ୍କ ଦୈନିକ ଦରମା ବୃଦ୍ଧି କରିଛନ୍ତି ସରକାର। ଏହି ବର୍ଦ୍ଧିତ ଦରମା ପିଛିଲା ଭାବେ ଏପ୍ରିଲ ମାସ ପହିଲାରୁ ଲାଗୁ ହେବ। ମୁଖ୍ୟମନ୍ତ୍ରୀ ମୋହନ…

8 months ago

ଗୋଲଡେନ୍ ଲ୍ୟାଣ୍ଡ ଚିଟ୍‌ଫଣ୍ଡ କଂପାନୀର ୧,୪୨୮ କୋଟି ଟଙ୍କାର ସମ୍ପତ୍ତି ଜବତ କଲା ED: ଜମାକାରୀଙ୍କୁ ଠକିବା ଅଭିଯୋଗ

ଭୁବନେଶ୍ୱର, ୨୯।୪: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି), ଭୁବନେଶ୍ୱର ଜୋନ, ଗୋଲ୍ଡେନଲ୍ୟାଣ୍ଡ ଗ୍ରୁପ ଅଫ କମ୍ପାନୀଜର ୧,୪୨୮ କୋଟି ଟଙ୍କାର ସମ୍ପତ୍ତି ଜବତ କରିଛି। ସାଧାରଣ ଜମାକାରୀଙ୍କୁ ଠକିବା ଅଭିଯୋଗରେ…

8 months ago

ପ୍ରଥମ-ଦ୍ୱିତୀୟ ଶ୍ରେଣୀ ପିଲାମାନଙ୍କୁ ଦିଆଯିବ ‘ଯାଦୁପେଡି’

ଭୁବନେଶ୍ୱର,୨୯।୪: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନ ଠାରେ ଶିଶୁ ବାଟିକା ପିଲା ମାନଙ୍କ ପାଇଁ ଉଦ୍ଦିଷ୍ଟ ଯାଦୁପେଡି ଦେଖିବା ସହିତ, ପିଲାମାନଙ୍କ ପାଇଁ…

8 months ago

ପାକିସ୍ତାନୀ ନାଗରିକ ଦେଶ ଛାଡ଼ିବା ପ୍ରସଙ୍ଗ: ଆଜି ଶେଷ ହେଉଛି ଡେଡ୍‌ଲାଇନ୍‌, ନ ଛାଡିଲେ…

ଭୁବନେଶ୍ୱର,୨୯।୪: ଗତ ୨୨ ତାରିଖରେ ପହଲ୍‌ଗାମରେ ଘଟିଥିବା ଆତଙ୍କବାଦୀ ଆକ୍ରମଣ ପରେ ଭାରତ ପାକିସ୍ତାନ ବିରୋଧରେ ଗୋଟିଏ ପରେ ଗୋଟିଏ କଡ଼ା ପଦକ୍ଷେପ ଉଠାଇଛି। ଏହି ପରିପ୍ରେକ୍ଷୀରେ…

8 months ago

ମେ ୨ରୁ ଓଜେଇଇ: ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

ଭୁବନେଶ୍ୱର,୨୯ା୪: ଓଡିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)୨୦୨୫ ମେ ୨ ତାରିଖରୁ ଆରମ୍ଭ ହେବ। ୧୨ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ପରୀକ୍ଷା ପାଇଁ ଓଜେଇଇ…

8 months ago

ଭୁବନେଶ୍ୱର ଅର୍ବାନ କୋ-ଅପରେଟିଭ ବ୍ୟାଙ୍କର ଜମାକାରୀଙ୍କ ଅର୍ଥ ଫେରସ୍ତ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର,୨୮।୪: ଓଡ଼ିଶାରେ ସମବାୟ ଆନ୍ଦୋଳନର ଆଦ୍ୟ ପ୍ରବକ୍ତା ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ଅବସରରେ ଆଜି ଭୁବନେଶ୍ୱର ଅର୍ବାନ କୋ-ଅପରେଟିଭ ବ୍ୟାଙ୍କର ଜମାକାରୀମାନଙ୍କ ଅର୍ଥ ଫେରସ୍ତ…

8 months ago

ରାଜା ଚକ୍ର ମାମଲା: କ୍ରାଇମ ବ୍ରାଞ୍ଚର ତଦନ୍ତ ଜୋରଦାର

ଭୁବନେଶ୍ୱର,୨୮।୪(ପ୍ରଭୁକଲ୍ୟାଣ ପାଲ): ବହୁଚର୍ଚ୍ଚିତ ଗନ୍ଧମାର୍ଦ୍ଧନ ଲୋଡିଂ ଏଜେନ୍ସିରେ ଆର୍ଥିକ ଅନିୟମିତା ମାମଲାରେ ତଦନ୍ତକୁ ଜୋରଦାର କରିଛି କ୍ରାଇମ ବ୍ରାଞ୍ଚ। ଏହି ମାମଲା ଖୁବ ଶୀଘ୍ର ଚାର୍ଜ ସିଟ…

8 months ago