ଭୁବନେଶ୍ୱର,୧୦। ୧୦(ବ୍ୟୁରୋ): ରାଜ୍ୟରେ ଥିବା ପେଟ୍ରୋଲ ପମ୍ପ ତଥା ଗ୍ୟାସ ଫିଲିଂ ଷ୍ଟେଶନଗୁଡ଼ିକର ସୁରକ୍ଷା ପ୍ରତି ପେଟ୍ରୋଲିୟମ ଆଣ୍ଡ୍ ଏକ୍ସପ୍ଲୋସିଭ୍ ସେଫ୍ଟି ଅର୍ଗାନାଇଜେଶନ(ପେସୋ) ଗୁରୁତ୍ୱ ଦେଉନାହିଁ। ଫଳରେ…
ଭୁବନେଶ୍ୱର,୧୦।୧୦(ବ୍ୟୁରୋ): ଭାଜପା ଏମ୍ପି ଅପରାଜିତା ଷଡଙ୍ଗୀଙ୍କ ନୟାପଲ୍ଲୀସ୍ଥିତ କାର୍ଯ୍ୟାଳୟକୁ ଶନିବାର ବିଏମ୍ସି ପକ୍ଷରୁ ସିଲ୍ କରାଯାଇଛି। ଏହାକୁ ୧୫ ଦିନ ବନ୍ଦ କରିବାକୁ ବିଏମ୍ସି ନୋଟିସ ଦେଇଛି।…
ଭୁବନେଶ୍ୱର,୯।୧୦(ବ୍ୟୁରୋ)-ରାଜ୍ୟରେ ଶୁକ୍ରବାର ଆଉ ୩୪୦୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୬୦୨ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୩୭୪, ପୁରୀରୁ ୨୮୯, ବାଲେଶ୍ୱରରୁ…
ଭୁବନେଶ୍ୱର,୯।୧୦(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୧୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୮୪ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୩୨ ରହିଛି।…
ଭୁବନେଶ୍ୱର,୯ା୧୦(ବ୍ୟୁରୋ): ଏକକ ପିଜି ପ୍ରବେଶିକା ପରୀକ୍ଷା ନେଇ ଶୁକ୍ରବାର ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି। ଏହି ବୈଠକରେ ଆସନ୍ତା ୧୨ ତାରିଖରୁ ଚଳିତବର୍ଷ…
ଭୁବନେଶ୍ୱର,୯ା୧୦(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୧୭ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୯୯୧କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ…
ଭୁବନେଶ୍ୱର,୯ା୧୦(ବ୍ୟୁରୋ): ଶୁକ୍ରବାର ମୋଟ୍ ୩୦ ଜିଲାରୁ ୨୬୯୭ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨, ୪୬, ୮୩୯ରେ ପହଞ୍ଚିଥିବା…
ଭୁବନେଶ୍ୱର,୯ା୧୦(ବ୍ୟୁରୋ): କରୋନା କଟକଣା ମଧ୍ୟରେ ଆସନ୍ତା ନଭେମ୍ବର ୩ରେ ବାଲେଶ୍ୱର ସଦର ଏବଂ ତିର୍ତ୍ତୋଲରେ ଉପନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜିଠୁ…
ଭୁବନେଶ୍ୱର,୯ା୧୦(ବ୍ୟୁରୋ):ସାମନ୍ତରାପୁର ଛକରେ ମିଠା ଦୋକାନୀଙ୍କୁ ହତ୍ୟା କରିବା ଘଟଣାରେ ଜଣେ ଷଡ଼ଯନ୍ତ୍ରକାରୀ ଭୁବନେଶ୍ୱର ଏସ୍ଡିଜେଏମ୍ କୋର୍ଟରେ ଆତ୍ମସମର୍ପଣ କରିଛନ୍ତି। ଆତ୍ମସମର୍ପଣ କରିଥିବା ଅଭିଯୁକ୍ତ ହେଲେ ଧଉଳି ଥାନା…
ଭୁବନେଶ୍ୱର,୯।୧୦(ବ୍ୟୁରୋ)- ୧୯୯୯ ମହାବାତ୍ୟା ଠାରୁ ସ୍ଥାଣୁ ପାଲଟିଯାଇଥିବା ଓଡ଼ିଶାର ଏକମାତ୍ର ଫିଲ୍ମ ଶୁଟିଂ ଷ୍ଟୁଡିଓ ‘କଳିଙ୍ଗ ଷ୍ଟୁଡିଓ’ ଚଳଚଞ୍ଚଳ ହୋଇଉଠିଛି। ଧାରାବାହିକ ଓ ବିଭିନ୍ନ କାର୍ଯ୍ୟକ୍ରମର ଶୁଟିଂ…