ମେଟ୍ରୋ

ଓଡ଼ିଶାକୁ ବ୍ରିଟେନରୁ ଫେରିଛନ୍ତି ୪୩

ଭୁବନେଶ୍ୱର, ୨୪।୧୨(ବ୍ୟୁରୋ): ବ୍ରିଟେନ ଫେରନ୍ତାଙ୍କ ତଥ୍ୟ ଦେଲେ ରାଜ୍ୟ ସରକାର। ଗତ ୧୪ ଦିନ ମଧ୍ୟରେ ବ୍ରିଟେନରୁ ଫେରିଥିବା ୪୩ ଜଣଙ୍କ ତଥ୍ୟ ରାଜ୍ୟ ସରକାର ପ୍ରଦାନ…

5 years ago

ପରୀର କୌଣସି ହାଡ଼ ନିଖୋଜ ନାହିଁ, ସରୋଜର ଗାମୁଛା ବଡ଼ ପ୍ରମାଣ ଦେବ: ବୋଥ୍ରା

ଭୁବନେଶ୍ୱର,୨୪।୧୨(ବ୍ୟୁରୋ): ନୟାଗଡ଼ ଜିଲା ସଦର ଥାନା ଅଧୀନ ଯଦୁପୁର ଗାଁର ପରୀ ଅପହରଣ ଓ ହତ୍ୟା ଘଟଣା ଦିନକୁ ଦିନ ନୂଆ ମୋଡ ନେବାରେ ଲାଗିଛି। ଏହି…

5 years ago

ରାଜ୍ୟରେ ପୁଣି ୨୬୩ କରୋନା ପଜିଟିଭ୍‌ ଚିହ୍ନଟ, ୪ ମୃତ

ଭୁବନେଶ୍ୱର,୨୪।୧୨(ବ୍ୟୁରୋ): ରାଜ୍ୟରେ ପୁଣି ୨୬୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୪ଜଣଙ୍କ ମୃତ୍ୟୁ ଘଟିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୧୫୧ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୧୨ଜଣ ଲୋକାଲ…

5 years ago

ଋଣ ଆପ୍‌ରୁ ସର୍ବନାଶ: ରିକଭରି ଏଜେଣ୍ଟ କହୁଛନ୍ତି, ଯଦି ଶୁଝିପାରୁନ ତେବେ ମରିଯାଅ

ଭୁବନେଶ୍ୱର/ନୂଆଦିଲ୍ଲୀ,୨୪ା୧୨(ବ୍ୟୁରୋ):ସମୟ ସହ ତାଳ ଦେଇ ମଣିଷର ଆବଶ୍ୟକତା ବଢ଼ିଥାଏ, ଯାହାକୁ ପୂରଣ କରିବାକୁ ହେଲେ ଅଧ୍ୟବସାୟ ବା ଆୟର ନିୟମିତ ଉତ୍ସ ଦରକାର। ଏଭଳି ଆବଶ୍ୟକତା ପୂରଣ…

5 years ago

ନିରନ୍ତର ବିକାଶ ଲକ୍ଷ୍ୟ ହାସଲ କରିପାରୁନି ଓଡ଼ିଶା

ଭୁବନେଶ୍ୱର, ୨୪ା୧୨(ବ୍ୟୁରୋ):ନିରନ୍ତର ବିକାଶ ଲକ୍ଷ୍ୟ ହାସଲ ଦିଗରେ ଓଡିଶା ୨୮ ରାଜ୍ୟ ମଧ୍ୟରେ ୧୬ତମ ସ୍ଥାନରେ ରହିଛି। ଅପପୁଷ୍ଟି କ୍ଷେତ୍ରରେ ଓଡିଶା ଜାତୀୟ ହାରଠାରୁ ସାମାନ୍ୟ ତଳେ…

5 years ago

ବଦଳିଲା ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟ ନାମ

ଭୁବନେଶ୍ୱର,୨୪ା୧୨(ବ୍ୟୁରୋ):ବାରିପଦାରେ ଅବସ୍ଥିତ ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟ ନାମ ମୟୂରଭଞ୍ଜର ପୂର୍ବତନ ମହାରାଜା ଶ୍ରୀରାମ ଚନ୍ଦ୍ର ଭଞ୍ଜଦେଓଙ୍କ ନାମରେ ନାମିତ କରାଯାଇଛି। ବୁଧବାର ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି।…

5 years ago

ରାଜ୍ୟରେ ସୁସ୍ଥ ହେଲେ ୩୦୪ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୩।୧୨(ବ୍ୟୁରୋ)-ରାଜ୍ୟରେ ବୁଧବାର ଆଉ ୩୦୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଅନୁଗୋଳ ଜିଲାରୁ ସର୍ବାଧିକ ୫୧ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଖୋର୍ଦ୍ଧାରୁ ୩୬, ସୁନ୍ଦରଗଡରୁ ୩୦, କଟକରୁ…

5 years ago

ଭୁବନେଶ୍ୱରରେ ବ୍ରିଟେନ୍‌ ଫେରନ୍ତା

ଭୁବନେଶ୍ୱର, ୨୩।୧୨(ବ୍ୟୁରୋ)- ଭୁବନେଶ୍ୱରରେ ଜଣେ ବ୍ରିଟେନ ଫେରନ୍ତା ଚିହ୍ନଟ ହୋଇଛନ୍ତି। ଚିହ୍ନଟ ବ୍ୟକ୍ତି ଜଣକ ଗତ ସପ୍ତାହରେ ବ୍ରିଟେନ୍‌ରୁ ଫେରିଛନ୍ତି। ବର୍ତ୍ତମାନ ତାଙ୍କୁ ସରକାରୀ ସଙ୍ଗରୋଧ କେନ୍ଦ୍ରରେ…

5 years ago

ଆଇପିଏସ୍‌ ଅଫିସର ସ୍ତରରେ ବଡଧରଣର ଅଦଳ

ଭୁବନେଶ୍ୱର,୨୩ା୧୨(ବ୍ୟୁରୋ)-ରାଜ୍ୟ ସରକାର ଆଇପିଏସ୍‌ ଅଫିସର ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି। ୨୧ ଜଣ ଆଇପିଏସ୍‌ ଓ ଜଣେ ଓପିଏସ୍‌ ଅଧିକାରୀଙ୍କୁ ବଦଳି କରାଯାଇଛି । ଏ…

5 years ago

ଅବସର ନେବେ ମୁଖ୍ୟ ଶାସନ ସଚିବ ଅସିତ୍‌ ତ୍ରିପାଠୀ

ଭୁବନେଶ୍ୱର,୨୩।୧୨(ବ୍ୟୁରୋ)- ଅବସର ଗ୍ରହଣ କରିବେ ମୁଖ୍ୟ ଶାସନ ସଚିବ ଅସିତ୍‌ କୁମାର ତ୍ରିପାଠୀ। ଏ ନେଇ ବୁଧବାର ସାଧାରଣ ପ୍ରଶାସନ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି।…

5 years ago