ମେଟ୍ରୋ

CORONAVIRUS UPDATE: ରାଜ୍ୟରେ ଆଜି ୩୩୨୬ ପଜିଟିଭ୍‌ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୩୨ ହଜାର ୭୧୩କୁ ବୃଦ୍ଧି

ଭୁବନେଶ୍ୱର,୪ା୧୦(ବ୍ୟୁରୋ): ରବିବାର ମୋଟ୍‌ ୩୦ ଜିଲାରୁ ୩୩୨୬ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨,୩୨,୭୧୩ରେ ପହଞ୍ଚିଥିବା ରାଜ୍ୟ ସୂଚନା…

5 years ago

ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କ ପରଲୋକ

ଭୁବନେଶ୍ୱର, ୪।୧୦(ବ୍ୟୁରୋ): ବରିଷ୍ଠ ବିଜେଡି ନେତା ତଥା ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କର ଶନିବାର ବିଳମ୍ବିତ ରାତିରେ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୬୬ ବର୍ଷ ହୋଇଥିଲା।…

5 years ago

ଭୁବନେଶ୍ୱରରୁ ଆଜି ୩୨୯ ପଜିଟିଭ ଚିହ୍ନଟ: ସେଥିରୁ ଲୋକାଲ କେସ୍‌ ୨୧୯

ଭୁବନେଶ୍ୱର,୩।୧୦(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୨୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୧୧୦ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୧୯ ରହିଛି।…

5 years ago

ପ୍ଲାଜମା ଦାନ କଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୩ା୧୦(ବ୍ୟୁରୋ): କରୋନା ଆକ୍ରାନ୍ତଙ୍କ ପାଇଁ ଶନିବାର ପ୍ଲାଜମା ଦାନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସେ କଟକ ଏସ୍‌ସିବି ମେଡିକାଲରେ ପହଞ୍ଚି ପ୍ଲାଜମା ଦାନ କରିଛନ୍ତି। କରୋନାରୁ…

5 years ago

ଟୁଇନ୍‌ ସିଟିରେ ଲଗାଣ ବର୍ଷା: ଆହୁରି ବର୍ଷିବା ନେଇ ସୂଚନା

ଭୁବନେଶ୍ୱର,୩।୧୦(ବ୍ୟୁରୋ): କଟକ ଏବଂ ଭୁବନେଶ୍ୱରରେ ଶନିବାର ବର୍ଷା ସାଙ୍ଗକୁ ଘଡ଼ଘଡ଼ି ଲାଗି ରହିଛି। ଏହା ୨ ରୁ ୩ ଘଣ୍ଟା ଧରି ହେବ ବୋଲି ଭୁବନେଶ୍ୱରସ୍ଥିତ ପାଣିପାଗ…

5 years ago

ପ୍ରସୂତୀ-ସ୍ତ୍ରୀ ରୋଗ ବିଶେଷଜ୍ଞ ପ୍ରଫେସର ଡାକ୍ତର ଆଶିଷ କୁମାର ଦେଙ୍କ ପରଲୋକ

କଟକ ଅଫିସ, ୩।୧୦: ବରିଷ୍ଠ ପ୍ରସୂତୀ ଓ ସ୍ତ୍ରୀ ରୋଗ ବିଶେଷଜ୍ଞ ଡାକ୍ତର ପ୍ରଫେସର ଆଶିଷ କୁମାର ଦେ ଆଉ ନାହାନ୍ତି। କଟକ ତୁଳସୀପୁର ସ୍ଥିତ ବାସଭବନରେ…

5 years ago

ବିଜେଡି ସଚେତନତା ଯାତ୍ରାକୁ ବିରୋଧୀଙ୍କ ସମାଲୋଚନା

ଭୁବନେଶ୍ୱର, ୩।୧୦(ବ୍ୟୁରୋ):  ବିଜେଡି ପକ୍ଷରୁ ଶୁକ୍ରବାର ଅର୍ଥାତ୍‌ ଗାନ୍ଧୀ ଜୟନ୍ତୀଠାରୁ ମାସେବ୍ୟାପୀ କରୋନା ସଚେତନତା କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ବିଜେଡି ଗାଁକୁ ଯାଇ ଲୋକମାନଙ୍କୁ କରୋନା ସଚେତନତା…

5 years ago

ଅଧା କର୍ମଚାରୀରେ ଷ୍ଟେଟ୍‌ ଫିଙ୍ଗର ପ୍ରିଣ୍ଟ ବ୍ୟୁରୋ

ଭୁବନେଶ୍ୱର,୩।୧୦(ବ୍ୟୁରୋ): ରାଜ୍ୟରେ ଏବେ ଅପରାଧ ବଢ଼ି ଚାଲିଛି। କିନ୍ତୁ ତଦନ୍ତରେ ବୈଜ୍ଞାନିକ ତଥା ଅତ୍ୟାଧୁନିକ ଜ୍ଞାନକୌଶଳର ଠିକ୍‌ ଉପଯୋଗ ହୋଇପାରୁ ନ ଥିବାରୁ ଅଧିକାଂଶ ମାମଲାରେ ଅପରାଧୀଙ୍କ…

5 years ago

ଯାନବାହନ ବିକ୍ରି ୨୨ % ବଢ଼ିଲା

ଭୁବନେଶ୍ୱର,୩।୧୦ (ବ୍ୟୁରୋ): ଲକ୍‌ଡାଉନ ଓ ଶଟ୍‌ଡାଉନ ଯୋଗୁ ଯାନବାହନ ବିକ୍ରି ଅତି ମାତ୍ରାରେ ପ୍ରଭାବିତ ହୋଇଥିଲା। ତେବେ ସେପ୍ଟେମ୍ବରରେ ୨୨ ପ୍ରତିଶତ ଅଧିକ ଯାନ ବିକ୍ରି ହୋଇଥିବା…

5 years ago

୧୧ ଜିଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର,୩।୧୦ (ବ୍ୟୁରୋ): ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଦକ୍ଷିଣ ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ଶୁକ୍ରବାର ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଓଡ଼ିଶା ଉପକୂଳରେ ରହିଛି। ଏହାର…

5 years ago