ଭୁବନେଶ୍ୱର(ବ୍ୟୁରୋ)/ଯାଜପୁର ଅଫିସ/ରସୁଲପୁର(ଡି.ଏନ୍.ଏ.),୪ା୨:ଭୁବନେଶ୍ୱର ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ଛାତ୍ରୀ ଝରାଫୁଲ ନାୟକଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାକୁ ୮ଦିନ ବିତିଛି। ଯାଜପୁର ପୋଲିସ ଏବଂ କମିଶନରେଟ ପୋଲିସ ଉଭୟ ମାମଲାର…
ଭୁବନେଶ୍ୱର, ୪ା୨ (ବ୍ୟୁରୋ):ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅନ୍ତର୍ଗତ ପତ୍ର ସୂଚନା କାର୍ଯ୍ୟାଳୟ ଭୁବନେଶ୍ୱର ପକ୍ଷରୁ ‘ଆତ୍ମନିର୍ଭର ଭାରତ ଅଭିମୁଖେ ବଜେଟ ୨୦୨୧-୨୨’ ଉପରେ ଏକ ଓ୍ବେବିନାର…
ଭୁବନେଶ୍ୱର(ବ୍ୟୁରୋ)/ପୁରୁଣା ଭୁବନେଶ୍ୱର,୪ା୨(ଡି.ଏନ୍.ଏ.):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ସାରେ ଭୁବନେଶ୍ୱର ଟଙ୍କପାଣି ରୋଡ୍ସ୍ଥିତ ସାଇମନ୍ଦିର ଛକଠାରେ କଟକ-ପୁରୀ ବାଇପାସ୍ ରୋଡ୍ରେ ଏଲ୍ଇଡି ଷ୍ଟ୍ରିଟ୍ଲାଇଟ ଆଲୋକୀକରଣ ବ୍ୟବସ୍ଥାର ଲୋକାର୍ପଣ କରିଛନ୍ତି।…
ଭୁବନେଶ୍ୱର,୪ା୨(ବ୍ୟୁରୋ):ଭାରତମାଳା ପରିଯୋଜନା ଅନ୍ତର୍ଗତ କୋଷ୍ଟାଲ ହାଇଓ୍ବେ କାର୍ଯ୍ୟର ତ୍ୱରାନ୍ବିତ ନେଇ ସମୀାକ୍ଷା ହେବାପରେ କାହାକୁ ଶ୍ରେୟ ମିଳିବ ତାକୁ ନେଇ ରାଜନୀତି ଆରମ୍ଭ ହୋଇଯାଇଛି। ଉଭୟ ବିଜେଡି…
ଭୁବନେଶ୍ୱର/ଝାରସୁଗୁଡା (ଡି.ଏନ୍.ଏ.):୪।୨: ଝାରସୁଗୁଡାରେ ଏକ କୋଲ୍ ବିୟରିଂ ଟ୍ରିବ୍ୟୁନାଲ (ସିବିଟି) ସ୍ଥାପନ ନେଇ କେନ୍ଦ୍ର ସରକାର ବୁଧବାର ନିଷ୍ପତ୍ତି ଗ୍ରହଣ କରିଛନ୍ତି। କୋଇଲା ଖଣି ମାମଲାଗୁଡିକର ସମାଧାନ…
କଟକ ଅଫିସ, ୩।୨: ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ଭିଜିଲାନ୍ସ ଦୁର୍ନୀତି ମାମଲା ରୁଜୁ କରିଛି। ତେଣୁ ଅଭିଯୋଗକାରୀଙ୍କୁ ମାମଲାର ତଦନ୍ତଭାର ଦିଆଯାଇପାରିବ ନାହିଁ ବୋଲି…
ଭୁବନେଶ୍ୱର,୩।୨(ବ୍ୟୁରୋ): ଆଇଟିଆଇ ଛାତ୍ରୀଛାତ୍ରଙ୍କ ହଷ୍ଟେଲ ଫି ଛାଡ଼ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟର ସମସ୍ତ ସରକାରୀ ଆଇଟିଆଇରେ ପଢୁଥିବା ଛାତ୍ରୀଛାତ୍ରଙ୍କ ୯ ମାସର…
ଭୁବନେଶ୍ୱର,୩।୨(ବ୍ୟୁରୋ): ପୂର୍ବତଟ ରେଲୱେର ବରିଷ୍ଠ ଅଧିକାରୀ ତଥା ସିନିଅର ଟ୍ରାଭେଲିଂ ଇନ୍ସପେକ୍ଟର ରବି ନାରାୟଣ ରଥଙ୍କ ଘରେ ବୁଧବାର ସିବିଆଇ ରେଡ କରିଛି। ଆୟ ବହିର୍ଭୂତ ସମ୍ପତ୍ତି…
ଭୁବନେଶ୍ୱର, ୩।୨(ବ୍ୟୁରୋ): ଏଣିକି ଅଫିସରେ ଦିଆଯିବ କେରୋନା ଟିକା। କରୋନା ସମ୍ମୁଖ ଯୋଦ୍ଧାଙ୍କୁ ସେମାନଙ୍କ ଅଫିସରେ କୋଭିଡ୍ ଭ୍ୟାକ୍ସିନ୍ ଦିଆଯିବ। ଏଥିଲାଗି ବିଭିନ୍ନ ଅଫିସରେ ଟିକା ରୁମ୍…