ମେଟ୍ରୋ

୬ ବିଶ୍ୱବିଦ୍ୟାଳୟ କୁଳପତି ଚୟନ ପାଇଁ ଆଜି ସାକ୍ଷାତ୍‌କାର

ଭୁବନେଶ୍ୱର,୨୩ା୧୧(ବ୍ୟୁରୋ):ଓଡ଼ିଶାରେ ଖାଲି ପଡ଼ିଥିବା ୬ ବିଶ୍ୱବିଦ୍ୟାଳୟ କୁଳପତି ପଦବୀ ପୂରଣ ପାଇଁ ସୋମବାର ପ୍ରାର୍ଥୀମାନଙ୍କ ସାକ୍ଷାତ୍‌କାର ଅନୁଷ୍ଠିତ ହେବ। କୁଳାଧିପତି ତଥା ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ…

5 years ago

ଆଜିଠୁ ଟ୍ରକ୍‌ ଚଳାଚଳ ବନ୍ଦ ଡାକରା

ଭୁବନେଶ୍ୱର, ୨୩ା୧୧ (ବ୍ୟୁରୋ):ନିର୍ମାଣ କାର୍ଯ୍ୟ ଲାଗି ବାଲି, ଗୋଡ଼ି, ମୋରମ, ପଥର ଇତ୍ୟାଦି ନିର୍ମାଣ ସ୍ଥଳ ପର୍ଯ୍ୟନ୍ତ ପହଞ୍ଚାଇବାରେ ମାଲ ପରିବହନ ଶିଳ୍ପର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।…

5 years ago

ସିବିଏସ୍‌ଇ ଦ୍ୱାଦଶ ପ୍ରାକ୍ଟିକାଲ ପରୀକ୍ଷା ସମ୍ଭାବ୍ୟ ତାରିଖ ଘୋଷଣା

ଭୁବନେଶ୍ୱର, ୨୩ା୧୧(ବ୍ୟୁରୋ):ସେଣ୍ଟ୍ରାଲ୍‌ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ (ସିବିଏସ୍‌ଇ) ଦ୍ୱାଦଶ ଶ୍ରେଣୀ ପ୍ରାକ୍ଟିକାଲ ପରୀକ୍ଷା ପାଇଁ ସମ୍ଭାବ୍ୟ ତାରିଖ ଘୋଷଣା କରିଛି। ଏ ନେଇ ରବିବାର ପ୍ରକାଶିତ…

5 years ago

ସ୍କୁଲ୍‌ ବନ୍ଦ ପ୍ରସଙ୍ଗରେ ନୂଆ ଯୁକ୍ତି:‘ମିଶ୍ରଣ ନିଷ୍ପତ୍ତି କେନ୍ଦ୍ରର’

ଭୁବନେଶ୍ୱର,୨୩ା୧୧(ବ୍ୟୁରୋ):ରାଜ୍ୟରେ କୌଣସି ସ୍କୁଲ ବନ୍ଦ କରାଯାଉନାହିଁ। ଏହାକୁ ନିକଟସ୍ଥ ସ୍କୁଲ ସହ ମିଶ୍ରଣ କରାଯାଉଛି। ଏହି ମିଶ୍ରଣ ନିଷ୍ପତ୍ତି ରାଜ୍ୟ ସରକାରଙ୍କ ନୁହେଁ, ବରଂ କେନ୍ଦ୍ର ସରକାରଙ୍କ…

5 years ago

୧୫ରୁ କମ୍‌ ପିଲା ଥିଲେ ମିଶ୍ରଣ

ଭୁବନେଶ୍ୱର,୨୩ା୧୧(ବ୍ୟୁରୋ) :ବିଧାନସଭାରେ ଲଗାତର ୩ଦିନ ସ୍କୁଲ ବନ୍ଦ ଏବଂ ମିଶ୍ରଣ ପ୍ରସଙ୍ଗରେ ହୋହାଲ୍ଲା ପରେ ରବିବାର ରାଜ୍ୟ ସରକାର ତାଙ୍କର ନିଷ୍ପତ୍ତି ବଦଳାଇଛନ୍ତି। ୨୫ନୁହେଁ ଏଣିକି ୧୫ରୁ…

5 years ago

ଆରପାରିରେ ରାଜ୍ୟପାଳଙ୍କ ଧର୍ମପତ୍ନୀ

ଭୁବନେଶ୍ୱର,୨୩।୧୧(ବ୍ୟୁରୋ): ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ସ୍ତ୍ରୀ ସୁଶୀଳା ଦେବୀଙ୍କ ପରଲୋକ ଘଟିଛି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରି ରାଜ୍ୟପାଳ ଏବଂ…

5 years ago

ରାଜ୍ୟରେ ସୁସ୍ଥ ହେଲେ ୯୦୫ କରୋନା ଆକ୍ରାନ୍ତ: ସୁନ୍ଦରଗଡ ଜିଲାରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୨୨।୧୧(ବ୍ୟୁରୋ)-ରାଜ୍ୟରେ ରବିବାର ଆଉ ୯୦୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁନ୍ଦରଗଡ ଜିଲାରୁ ସର୍ବାଧିକ ୯୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କେନ୍ଦୁଝରରୁ ୬୦, କଟକରୁ ୫୯,…

5 years ago

ଭୁବନେଶ୍ୱରରୁ ଆଜି ପୁଣି ୪୩ ପଜିଟିଭ୍‌ ଚିହ୍ନଟ: ସଂଖ୍ୟା କମିଲେ ବି କମୁନି ଲୋକାଲ କେସ୍‌

ଭୁବନେଶ୍ୱର,୨୨।୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ରବିବାର ଆଉ ୪୩ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୨ ଜଣ ରହିଥିବା ବେଳେ ଲୋକାଲ କେସ୍‌ ୩୧…

5 years ago

ଓଡ଼ିଶାକୁ ମିଳିଲା ଶ୍ରେଷ୍ଠ ସାମୁଦ୍ରିକ ରାଜ୍ୟ ପୁରସ୍କାର

ଭୁବନେଶ୍ୱର,୨୨।୧୧(ବ୍ୟୁରୋ): ମାଛ ଉତ୍ପାଦନ ଓ ରପ୍ତାନି କ୍ଷେତ୍ରରେ ଓଡ଼ିଶାକୁ ମିଳିଛି ଦୁଇଟି ଜାତୀୟ ପୁରସ୍କାର। ଭାରତ ସରକାରଙ୍କ ମତ୍ସ୍ୟ, ପଶୁସମ୍ପଦ ଓ ଗୋପାଳନ ବିଭାଗ ପକ୍ଷରୁ ଶନିବାର…

5 years ago

ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ଇଚ୍ଛା ଡ୍ୟାମ୍‌ ନିର୍ମାଣ ସାରିବାକୁ ଅନୁରୋଧ

ଭୁବନେଶ୍ୱର,୨୨।୧୧(ବ୍ୟୁରୋ): ସୁବର୍ଣ୍ଣରେଖା ନଦୀ ଉପରେ ଥିବା ବହୁମୁଖୀ ପ୍ରକଳ୍ପ ଚାନ୍ଦିଲ ଡ୍ୟାମ୍‌ର ବନ୍ୟା ନିୟନ୍ତ୍ରଣ ଆଧୁନିକୀକରଣ ଏବଂ ଇଚ୍ଛା ଡ୍ୟାମ୍‌ ନିର୍ମାଣ କାର୍ଯ୍ୟ ଶେଷ କରିବାକୁ ମୁଖ୍ୟମନ୍ତ୍ରୀ…

5 years ago