ଭୁବନେଶ୍ୱର,(ବ୍ୟୁରୋ)/ ପାଟଣା (ସ୍ବ.ପ୍ର.), ୧୪ ।୧୧: କେନ୍ଦୁଝର ଜିଲା ପାଟଣା ଥାନା ଭିତରେ ଅଭିଯୁକ୍ତ ଯୁବକଙ୍କୁ ଲାଠିରେ ନିସ୍ତୁକ ପିଟିବା ସହ ଗୋଇଠା ମାଡ଼ ମାମଲାରେ ରାଜ୍ୟ…
ଭୁବନେଶ୍ୱର, ୧୪ ।୧୧(ବ୍ୟୁରୋ): ବାଲେଶ୍ୱର ଓ ତିର୍ତ୍ତୋଲରେ ପରାଜିତ ହେବା ପରେ ରାଜ୍ୟ କଂଗ୍ରେସ ପକ୍ଷରୁ ଆଗାମୀ ଦିନରେ ହେବାକୁ ଥିବା ପିପିଲି ଉପନିର୍ବାଚନ ନିମନ୍ତେ ବର୍ତ୍ତମାନ ଠାରୁ…
ଭୁବନେଶ୍ୱର, ୧୪ ।୧୧(ବ୍ୟୁରୋ): ରାଜ୍ୟରେ ଆସନ୍ତା ରବିବାରଠାରୁ ଶୀତ ସାମାନ୍ୟ ବୃଦ୍ଧି ପାଇବ। ଆଭ୍ୟନ୍ତରୀଣ ଜିଲାଗୁଡ଼ିକରେ ଅଧିକ ଥଣ୍ଡା ଅନୁଭୂତ ହେବ। ତାପମାତ୍ରା ୪ରୁ ୫ ଡିଗ୍ରୀ…
ଭୁବନେଶ୍ୱର,୧୪ ।୧୧(ବ୍ୟୁରୋ): ବନ୍ୟା, ବାତ୍ୟା ଏବଂ ଭୂସ୍ଖଳନ ଭଳି ପ୍ରାକୃତିକ ବିପର୍ଯ୍ୟୟରେ କ୍ଷତିଗ୍ରସ୍ତ ହୋଇଥିବା ୬ ରାଜ୍ୟ ପାଇଁ କେନ୍ଦ୍ର ସରକାର ଜାତୀୟ ବିପର୍ଯ୍ୟୟ ପ୍ରଶମନ ପାଣ୍ଠି…
ଭୁବନେଶ୍ୱର,୧୪।୧୧(ବ୍ୟୁରୋ): ରାଜ୍ୟରେ ଶନିବାର ୯୦୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିରେ ୫୨୩ଟି କ୍ୱାରାଣ୍ଟାଇନ୍ ମାମଲା ଥିବା ବେଳେ ୩୭୯ ଲୋକାଲ କେସ୍ ରହିଛି। ନୂଆ ଆକ୍ରାନ୍ତଙ୍କ…
ଭୁବନେଶ୍ୱର,୧୪।୧୧(ବ୍ୟୁରୋ): ରାଜ୍ୟରେ ଶନିବାର ଆଉ ୧୫ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୫ ଶହ ଟପିଯାଇଛି। ଏ…
ଭୁବନେଶ୍ୱର, ୧୩।୧୧ (ବ୍ୟୁରୋ): ମହାମାରୀ କରୋନାକୁ ଲକ୍ଷ୍ୟକରି ଭୁବନେଶ୍ୱର ବିନ୍ଦୁସାଗରରେ ଏବର୍ଷ ପୟା ଶ୍ରାଦ୍ଧ ତଥା ପିଣ୍ଡଦାନକୁ ବନ୍ଦ ରଖାଯାଇଛି। ଲିଙ୍ଗରାଜ ମନ୍ଦିର ସିଂହଦ୍ୱାର ଓ ବିନ୍ଦୁସାଗରରେ…
ଭୁବନେଶ୍ୱର,୧୩ା୧୧(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୫୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୧୭ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୩୭ ରହିଛି।…
ଭୁବନେଶ୍ୱର,୧୩।୧୧(ବ୍ୟୁରୋ): ସାଢେ ଚାରି କୋଟି ଓଡ଼ିଆଙ୍କ ହୃଦୟର ସଂଗୀତ ‘ବନ୍ଦେ ଉତ୍କଳ ଜନନୀ’ ଏଣିକି ମାଧ୍ୟମିକ ସ୍ତରରେ ସ୍କୁଲ ପାଠ୍ୟକ୍ରମରେ ସ୍ଥାନ ପାଇବ। ନବମ ଓ ଦଶମ…
ଭୁବନେଶ୍ୱର,୧୩।୧୧(ବ୍ୟୁରୋ): ରାଜ୍ୟରେ ୪ଟି ବାଣଜି୍ୟକ କୋର୍ଟ ପ୍ରତିଷ୍ଠା କରାଯିବ। ବାଣଜି୍ୟକ ମାମଲାଗୁଡିକର ବିଚାର ନିମନ୍ତେ ଏଭଳି କୋର୍ଟ ପ୍ରତିଷ୍ଠା କରାଯାଉଛି। ଓଡିଶା ସିଭିଲ କୋର୍ଟ ଅଧିନିୟମ ୧୯୮୪ର…