ମେଟ୍ରୋ

ଆଉ ଜଣେ ନିର୍ଦ୍ଦେଶକଙ୍କୁ ଗିରଫ କଲା ଇଓଡବ୍ଲ୍ୟୁ

ଭୁବନେଶ୍ୱର,୮।୯(ବ୍ୟୁରୋ):  ବହୁ କୋଟି ଟଙ୍କାର କ୍ୟୁ ନେଟ୍‌ ଠକେଇ ମାମଲାରେ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା(ଇଓଡବ୍ଲ୍ୟୁ) ଅନ୍ୟତମ ନିର୍ଦ୍ଦେଶକଙ୍କୁ ଗିରଫ କରିଛି। ସେ ହେଲେ ପଟିଆ ମାରୁତି…

5 years ago

୧୨ ପଇସା କମିଲା ଡିଜେଲ

ଭୁବନେଶ୍ୱର,୮।୯:  ସୋମବାର ଭୁବନେଶ୍ୱରରେ ଡିଜେଲ ଦର ୧୨ ପଇସା କମିଛି। ଏଠାରେ ଡିଜେଲ ଦର ଲିଟର ପିଛା ୧୨ ପଇସା ହ୍ରାସ ପାଇ ୭୯.୬୦ ଟଙ୍କା ସ୍ତରରେ…

5 years ago

ବିସ୍ମିତ, ବିଦ୍ୟାଶ୍ରୀଙ୍କ ନାମରେ ମାମଲା

ଖଇରା, ୮।୯(ଡି.ଏନ.ଏ.) : ମାନବପ୍ରେମୀ ଆଦିତ୍ୟ ଦାଶ ମୃତ୍ୟୁ ଘଟଣା ଦିନକୁ ଦିନକୁ ଦିନ ନୂଆମୋଡ ନେବାରେ ଲାଗିଛି। ଆଦିତ୍ୟଙ୍କ ସହ ସମ୍ପର୍କ ଥିବା ଖଇରା ଅଞ୍ଚଳର…

5 years ago

୬୪ ଓଇଏସଙ୍କ ପଦୋନ୍ନତି

ଭୁବନେଶ୍ୱର,୮।୯(ବ୍ୟୁରୋ): ରାଜ୍ୟର ୬୪ଜଣ ଓଇଏସ ଅଧିକାରୀଙ୍କୁ ସୋମବାର ରାଜ୍ୟ ସରକାର ପଦୋନ୍ନତି ଦେଇଛନ୍ତି। ସରକାର ପଦୋନ୍ନତି ଦେଇଥିବା ଗ୍ରୁପ-ବି ଓଇଏସ ଅଧିକାରୀଙ୍କୁ ଗ୍ରୁପ-ଏକୁ ପଦୋନ୍ନତି କରିଛନ୍ତି। ଏହି…

5 years ago

୯ ବର୍ଷରେ ଗଲାଣି ୩୩୧୫ ଜୀବନ

ଭୁବନେଶ୍ୱର, ୮।୯(ବ୍ୟୁରୋ): ବନ୍ୟା, ବାତ୍ୟା ଭଳି ବଜ୍ରପାତ ମଧ୍ୟ ରାଜ୍ୟରେ ଅନ୍ୟ ଏକ ଭୟଙ୍କର ବିପତ୍ତି ଭାବେ ଦେଖାଦେଇଛି। ପ୍ରତ୍ୟେକ ବର୍ଷ ବଜ୍ରପାତରେ ୩୦୦ରୁ ୪୦୦ ଲୋକଙ୍କର…

5 years ago

ରାଜଧାନୀରେ ବ୍ୟାଙ୍କ୍‌ ଲୁଟ୍‌: କର୍ମଚାରୀଙ୍କ ମୁଣ୍ଡରେ ଖେଳନା ବନ୍ଧୁକ ଲଗାଇ ଲୁଟିନେଲେ ୨.୮୦ଲକ୍ଷ

ଭୁବନେଶ୍ୱର,୭ା୯ (ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ପୁଣି ଏକ ବଡ଼ ଧରରଣ ଲୁଟ୍‌ ହୋଇଛି। ଏଥର ଲୁଟେରାମାନେ ବ୍ୟାଙ୍କକୁ ଟାର୍ଗେଟ କରିଛନ୍ତି। କର୍ମଚାରୀଙ୍କ ମୁଣ୍ଡରେ ଖେଳଣା ବନ୍ଧୁକ ଲଗାଇ…

5 years ago

ଏଣିକି ରାତି ସାଢେ ୧୦ଟା ଯାଏ ଖୋଲିବ ମଦ ଦୋକାନ

ଭୁବନେଶ୍ୱର,୬।୮(ବ୍ୟୁରୋ)-ଏଣିକି ସମଗ୍ର ରାଜ୍ୟରେ ଦିନ ୧୦ଟାରୁ ରାତି ୧୦ଟା ୩୦ ପର୍ଯ୍ୟନ୍ତ ମଦ ଦୋକାନ ଖୋଲା ରହିବ। ଏ ନେଇ ସୋମବାର ରାଜ୍ୟ ସରକାରଙ୍କ ପକ୍ଷରୁ ଏକ…

5 years ago

ଭୁବନେଶ୍ୱରରୁ ୩୯୪ କରୋନା ଆକ୍ରାନ୍ତ ଚିହ୍ନଟ: ସେଥିରୁ ୨୩୫ ଲୋକାଲ କେସ୍‌

ଭୁବନେଶ୍ୱର,୭।୯(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ୩୯୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ କ୍ୱାରାଣ୍ଟାଇନରୁ ୧୫୯ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କେସ ୨୩୫ ରହିଛି।…

5 years ago

ଘୁଞ୍ଚିଲା ଓଜେଇଇ ଅନ୍‌ଲାଇନ ପରୀକ୍ଷା

ଭୁବନେଶ୍ୱର,୭।୯(ବ୍ୟୁରୋ)-କରୋନା ପାଇଁ ଓଜେଇଇ ଅନଲାଇନ ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ଏ ନେଇ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେପ୍ଟେମ୍ବର ୯ରୁ…

5 years ago

ପର୍ଯ୍ୟଟନ ମନ୍ତ୍ରୀଙ୍କୁ କରୋନା, ଟୁଇଟ୍‌ କରି ଦେଲେ ସୂଚନା

ଭୁବନେଶ୍ୱର,୭ା୯(ବ୍ୟୁରୋ): ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ କରୋନା ଆକ୍ରାନ୍ତ ହୋଇଛନ୍ତି। ମନ୍ତ୍ରୀ ନିଜେ ଟୁଇଟ୍‌ କରି ସୋମବାର ଏ ସମ୍ପର୍କରେ ସୂଚନା ଦେଇଛନ୍ତି। ସେ କହିଛନ୍ତି, ମାର୍ଚ୍ଚ…

5 years ago