ମେଟ୍ରୋ

ସବୁଦିନ ଚାଲିବ ଭୁବନେଶ୍ୱର-ବଲାଙ୍ଗୀର-ଭୁବନେଶ୍ୱର ଇଣ୍ଟରସିଟି ସ୍ବତନ୍ତ୍ର ଏକ୍ସପ୍ରେସ

ଭୁବନେଶ୍ୱର,୪ା୯(ବ୍ୟୁରୋ): ଭୁବନେଶ୍ୱର-ବଲାଙ୍ଗୀର-ଭୁବନେଶ୍ୱର ଇଣ୍ଟର ସିଟି ସ୍ବତନ୍ତ୍ର ଏକ୍ସପ୍ରେସ ଶୁକ୍ରବାରଠାରୁ ସପ୍ତାହରେ ୫ଦିନ ପରିବର୍ତ୍ତେ ସବୁଦିନ ଚଳାଚଳ କରିବ। ଏ ନେଇ ପୂର୍ବତଟ ରେଳପଥ ନିଷ୍ପତ୍ତି ନେଇଛି। ଏହି…

5 years ago

କାଳିଆ ଆବେଦନ ଖୋଲାଥିବା କହି ଚାଷୀଙ୍କୁ ଭୁଆଁ ବୁଲାଉଛନ୍ତି ସରକାର

ଭୁବନେଶ୍ୱର,୪ା୯(ବ୍ୟୁରୋ):କାଳିଆ ଯୋଜନାକୁ ନେଇ ସରକାର ରାଜ୍ୟବାସୀଙ୍କୁ ଅନେକ ମିଛ କହିଛନ୍ତି। ୨୦୧୯ ନିର୍ବାଚନ ଜିତିବା ପରଦିନ କାଳିଆ ଅର୍ଥ ଦେବେ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା…

5 years ago

ମାନବପ୍ରେମୀ ଆଦିତ୍ୟ ମୃତ୍ୟୁ ମାମଲା: ‘ସାଇକୋ ଲେଡି’ ପ୍ରସଙ୍ଗରେ ମୁହଁ ଖୋଲିଲେ ଯୁବତୀ

ଭୁବନେଶ୍ୱର,୪।୯ (ବ୍ୟୁରୋ): ମାନବପ୍ରେମୀ ଆଦିତ୍ୟ ମୃତ୍ୟୁ ଘଟଣାକୁ ଇତିମଧ୍ୟରେ ୨ମାସ ପାଖାପାଖି ବିତିବାକୁ ବସିଲାଣି। ଜିଆର୍‌ପି ପରେ ମାସେ ହେବ କ୍ରାଇମବ୍ରାଞ୍ଚ ତଦନ୍ତ କରୁଥିଲେ ମଧ୍ୟ କିଛି…

5 years ago

୨୦ରୁ ଅକ୍ଟୋବର ୧୦ ମଧ୍ୟରେ ୟୁଜି, ପିଜି ପରୀକ୍ଷା

ଭୁବନେଶ୍ୱର,୪ା୯(ବ୍ୟୁରୋ): ରାଜ୍ୟରେ ୟୁଜି ଓ ପିଜି ଶେଷ ସେମିଷ୍ଟର ପରୀକ୍ଷା ଆସନ୍ତା ୨୦ରୁ ଆରମ୍ଭ ହୋଇ ଅକ୍ଟୋବର ୧୦ ମଧ୍ୟରେ ସରିବ। ଏନେଇ ୟୁଜିସି ଅନୁମତି ମିଳିବା…

5 years ago

୬ ମାସ ପରେ ୧୭ ପଇସା କମିଲା ଡିଜେଲ

ଭୁବନେଶ୍ୱର,୪ା୯: ପ୍ରାୟ ୬ ମାସ ପରେ ପ୍ରଥମ ଥର ଲାଗି ଡିଜେଲ ଦର କମିଥିବା ନଜରକୁ ଆସିଛି। ଗୁରୁବାର ଭୁବନେଶ୍ୱରରେ ଡିଜେଲ ଲିଟର ପିଛା ୧୭ ପଇସା…

5 years ago

ଖୋର୍ଦ୍ଧା, କଟକ ପାଇଁ ସତର୍କତା ଜରୁରୀ

ଭୁବନେଶ୍ୱର,୪ା୯(ବ୍ୟୁରୋ):ରାଜ୍ୟରେ କୋଭିଡ୍‌ ପରିସ୍ଥିତି ଜାତୀୟସ୍ତର ଠାରୁ ଭଲ ରହିଛି। ତେବେ କଟକ ଓ ଖୋର୍ଦ୍ଧା ଜିଲାରେ ପଜିଟିଭ କେସ୍‌ ବଢୁଛି। ଏହି ଦୁଇ ଜିଲାରେ ରଣନୀତିକୁ ସୁଦୃଢ଼…

5 years ago

କାରଖାନା ଓ ବାଷ୍ପିତ୍ର ନିର୍ଦ୍ଦେଶାଳୟର ଡେପୁଟି ଡାଇରେକ୍ଟରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଭୁବନେଶ୍ୱର,୩ା୯ (ବ୍ୟୁରୋ)- ଭିଜିଲାନ୍ସ ଜାଲରେ ଛନ୍ଦି ହୋଇପଡିଛନ୍ତି ଆଉଜଣେ ଉଚ୍ଚପଦସ୍ଥ ସରକାରୀ ଅଫିସର। ସେ ହେଲେ ଡାଇରେକ୍ଟୋରେଟ୍‌ ଅଫ୍‌ ଫ୍ୟାକ୍ଟୋରିଜ୍‌ ଆଣ୍ଡ୍‌ ବଏଲର୍ସ ବା କାରଖାନା ଓ…

5 years ago

୩୦ ପୂର୍ବରୁ ବସିବ ବିଧାନସଭା ଅଧିବେଶନ

ଭୁବନେଶ୍ୱର,୩ା୯(ବ୍ୟୁରୋ)-ସେପ୍ଟେମ୍ବର ୩୦ ତାରିଖ ପୂର୍ବରୁ ବିଧାନସଭା ଅଧିବେଶନ ବସିବ। ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ବର୍ତ୍ତମାନ ରାଜସ୍ଥାନ ବିଧାନସଭା ବସିଛି।…

5 years ago

ଆର୍‌ଟିଓ ଦେବେ ଆନ୍ତଃ ରାଜ୍ୟ ବସ୍‌ ପର୍‌ମିଟ୍‌

ଭୁବନେଶ୍ୱର,୩ା୯(ବ୍ୟୁରୋ)-ଆନ୍ତଃ ରାଜ୍ୟ ବସ୍‌ ପରିବହନ ପାଇଁ ଆଞ୍ଚଳିକ ପରିବହନ ଅଧିକାରୀ(ଆର୍‌ଟିଓ) ସ୍ବତନ୍ତ୍ର ଅନୁମତି(ସ୍ପେଶାଲ ପର୍‌ମିଟ୍‌) ଦେବେ। ସାଧାରଣ ପରିବହନ ସେବା ପାଇଁ ରାଜ୍ୟ ପରିବହନ କର୍ତ୍ତୃପକ୍ଷ(ଏସ୍‌ଟିଏ)ଙ୍କୁ ଅନୁମତି…

5 years ago

ଭୁବନେଶ୍ୱରରୁ ଆଜି ୫୮୦ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୩।୯(ବ୍ୟୁରୋ)-ଭୁବନେଶ୍ୱର ମହାନଗର ନିଗମ(ବିଏମସି)ରୁ ଆଜି ପୁଣି ୫୮୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ କ୍ୱାରାଣ୍ଟାଇନରୁ ୨୨୧ଜଣ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମିତଙ୍କ…

5 years ago