ଭୁବନେଶ୍ୱର,୧୧।୮(ବ୍ୟୁରୋ): ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁଦାମ ମାରାଣ୍ଡି ଲୋକସେବା ଭବନରୁ ସୋମବାର ଭିଡିଓ କନ୍ଫରେନ୍ସିଂ ମାଧ୍ୟମରେ ରାଜ୍ୟର ଲଘୁ ଖଣିଜ ପଦାର୍ଥର ସମୀକ୍ଷା କରିଥିଲେ।…
ଭୁବନେଶ୍ୱର,୧୧।୮(ବ୍ୟୁରୋ): କୋଭିଡ୍ ହସ୍ପିଟାଲରେ ଚିକିତ୍ସା ବ୍ୟବସ୍ଥାକୁ ନେଇ ଏକ ବାର୍ତ୍ତାଳାପର ଅଡିଓ ଭାଇରାଲ ହୋଇଥିଲା। ଏହାକୁ ନେଇ ବାଦବିବାଦ ସୃଷ୍ଟି ହେବାପରେ କ୍ୟାପିଟାଲ ଥାନା ପୋଲିସ ସମ୍ପୃକ୍ତ…
ଭୁବନେଶ୍ୱର,୧୧।୮(ବ୍ୟୁରୋ): ରାଜଧାନୀରେ ଭିଜିଲାନ୍ସ ଡିଏସ୍ପି ତନୁଜା ମହାନ୍ତିଙ୍କ ମୁଣ୍ଡରେ ବନ୍ଧୁକ ଲଗାଇ ସୁନା ଅଳଙ୍କାର ଲୁଟ୍ ଘଟଣା ପୋଲିସର ଚିନ୍ତା ବଢ଼ାଇ ଦେଇଛି। ଖାରବେଳନଗର ଥାନା ଅଞ୍ଚଳରେ…
ଭୁବନେଶ୍ୱର,୧୧।୮(ବ୍ୟୁରୋ)ଚଳିତ ଆର୍ଥିକ ବର୍ଷ ଶେଷ ସୁଦ୍ଧା ରାଜ୍ୟରେ ୭ ଲକ୍ଷ ପକ୍କା ଘର ନିର୍ମାଣ କରାଯିବ। ଅଗଷ୍ଟ ୫ ସୁଦ୍ଧା ରାଜ୍ୟରେ ୧ ଲକ୍ଷ ଘର ନିର୍ମାଣ…
ଭୁବନେଶ୍ୱର,୧୧।୮(ବ୍ୟୁରୋ): ଚଳିତ ବର୍ଷ ଡାଲି ଜାତୀୟ ଓ ତୈଳବୀଜ ସଂଗ୍ରହ ବୃଦ୍ଧି ପାଇଛି। ୨୦୧୮-୧୯ରେ ରାଜ୍ୟରେ ସମୁଦାୟ ୭୫୯୩.୨୮୦ ମେଟ୍ରିକ୍ ଟନ୍ ଡାଲି ଓ ତୈଳବୀଜ ଜାତୀୟ…
ଭୁବନେଶ୍ୱର,୧୧।୮(ବ୍ୟୁରୋ): ସଂକ୍ରମଣରୁ ଥାନା ଓ ପୋଲିସ କର୍ମଚାରୀଙ୍କୁ ଦୂରେଇ ରଖିବା ପାଇଁ କମିଶନରେଟ ପୋଲିସ ପକ୍ଷରୁ କେତେକ ପଦକ୍ଷେପ ଗ୍ରହଣ କରାଯାଇଛି। ଅଭିଯୋଗକାରୀଙ୍କୁ ଆଉ ଥାନା ଭିତରକୁ…
ଭୁବନେଶ୍ୱର,୧୦।୮(ବ୍ୟୁରୋ)-ମୋ ସ୍କୁଲ ଅଧ୍ୟକ୍ଷା ସୁସ୍ମିତା ବାଗ୍ଚୀ ଏବଂ ଓଡ଼ିଶା ଦକ୍ଷତା ବିକାଶ ପରିଷଦର ଅଧ୍ୟକ୍ଷ ସୁବ୍ରୋତ ବାଗ୍ଚୀ ସୋମବାର ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୭କୋଟି ୫୦ଲକ୍ଷ ଟଙ୍କା…
ଭୁବନେଶ୍ୱର,୧୦।୮(ବ୍ୟୁରୋ)-ରାଜ୍ୟରେ ସୋମବାର ଆଉ ୧୨୩୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୪୬୧ ଜଣ ଅଛନ୍ତି।…
ଭୁବନେଶ୍ୱର(ବ୍ୟୁରୋ),୧୦ା୮-ରାଜ୍ୟର ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟ ଓ କଲେଜର ସ୍ନାତକୋତ୍ତର(ପିଜି) ପାଠ୍ୟକ୍ରମରେ ନାମଲେଖା ଲାଗି ଆସନ୍ତା ୧୨ ତାରିଖରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ। କରୋନା ସଂକ୍ରମଣ ପରିସ୍ଥିତିକୁ…
ଭୁବନେଶ୍ୱର(ବ୍ୟୁରୋ),୧୦ା୮- ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧୀନ ଓଡ଼ିଶା ଲଳିତକଳା ଏକାଡେମୀ ପକ୍ଷରୁ ଚିତ୍ରକଳା, ସ୍ଥାପତ୍ୟ ଓ ଭାସ୍କର୍ଯ୍ୟକଳା କ୍ଷେତ୍ରରେ ପ୍ରଦାନ କରାଯାଉଥିବା ରାଜ୍ୟର…