ମେଟ୍ରୋ

ଆଇପିଏସ୍‌ ଅଫିସରଙ୍କୁ ଠକିଦେଲେ ବିଲ୍ଡର: ଘର ଦେବାକୁ କହି ନେଇଗଲେ ୩ଲକ୍ଷ

ଭୁବନେଶ୍ୱର,୫ା୭ (ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଜମି ଓ ଘର କିଣାବିକାକୁ ନେଇ ବଡ଼ ବଡ଼ ଠକେଇ ହୋଇଛି। କମିଶନରେଟ ପୋଲିସର ବିଭିନ୍ନ ଥାନାରେ ଅଭିଯୋଗର ଲମ୍ବା ତାଲିକା…

5 years ago

ବିଦେଶରେ ଶିକ୍ଷା ସ୍ବପ୍ନ: ଉଦ୍‌ବେଗ ବଢ଼ାଇଲା ସର୍ଭେ ରିପୋର୍ଟ

ଭୁବନେଶ୍ୱର,୫।୭: ଡାକ୍ତରୀ ଶିକ୍ଷା ପାଇଁ ଓଡ଼ିଶାରେ ମାତ୍ର ୧୫୦୦ ସିଟ୍‌ ରହିଛି। ହେଲେ ଆଶାୟୀଙ୍କ ସଂଖ୍ୟା ଏହାଠାରୁ ୩୦ଗୁଣା ଅଧିକ ଅର୍ଥାତ୍‌ ୩୫ରୁ ୪୦ ହଜାର ରହୁଛି।…

5 years ago

ରାଜଧାନୀରେ ବଢ଼ୁଛି କରୋନା କାୟା: ପୁଣି ଚିହ୍ନଟ ହେଲେ ୪୫ ନୂଆ ଆକ୍ରାନ୍ତ

ଭୁବନେଶ୍ୱର,୪।୭(ବ୍ୟୁରୋ): ରାଜଧାନୀରେ ମାଡ଼ି ଚାଲିଛି କରୋନା। ଶନିବାର ଆଉ ୪୫ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଭୁବନେଶ୍ୱରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୪୧୪…

5 years ago

ଚଳିତବର୍ଷ ହେବ ନାହିଁ ବୋଲ୍‌ବମ୍‌ ଯାତ୍ରା

ଭୁବନେଶ୍ୱର,୪ା୭(ବ୍ୟୁରୋ): ରାଜ୍ୟରେ ମହାମାରୀ କରୋନା ତା’ର କାୟା ବିସ୍ତାର କରିଥିବା ବେଳେ ଏହା ସମସ୍ତଙ୍କ ପାଇଁ ମୁଣ୍ଡବ୍ୟଥାର କାରଣ ପାଲଟିଛି। ଏଥିରୁ ରକ୍ଷା ପାଇବା ପାଇଁ ସରକାର…

5 years ago

କରୋନା ପରିଚାଳନା ଲାଗି ୬ ଓଏଏସ୍‌ ଗଞ୍ଜାମ ପାଇଁ ନିଯୁକ୍ତ

ଭୁବନେଶ୍ୱର,୪।୭(ବ୍ୟୁରୋ): ଗଞ୍ଜାମ ଜିଲାରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। କରୋନା ପରିଚାଳନା ଲାଗି ୨ ଆଇଏଏସ୍‌ଙ୍କ ସହ ୬ ଓଏଏସ୍‌ ଗଞ୍ଜାମ ଜିଲା…

5 years ago

ଗଞ୍ଜାମରେ କରୋନା ସ୍ଥିତି ଅସମ୍ଭାଳ: ୨ ଆଇଏଏସ୍‌ ପରେ ଗଲେ ୬ ଓଏଏସ୍‌

ଭୁବନେଶ୍ୱର,୪।୭(ବ୍ୟୁରୋ): ଚିନ୍ତା ବଢ଼ାଇଲାଣି ଗଞ୍ଜାମ ଜିଲା। ଗୋଟିଏ ପଟେ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୮୬୦୧ରେ ପହଞ୍ଚିଥିବା ବେଳେ ସେଥିରୁ ୨୦୬୬ଜଣ ଗଞ୍ଜାମର। ଏପରିକି ଦିନକୁ ଦିନ…

5 years ago

ଗଞ୍ଜାମ ଜିଲା ପାଇଁ ୨ ସ୍ପେଶାଲ ଏଡିଏମ୍‌ ନିଯୁକ୍ତ

ଭୁବନେଶ୍ୱର,୪।୭(ବ୍ୟୁରୋ): ଗଞ୍ଜାମ ଜିଲାରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏ ନେଇ ୨ ଆଇଏଏସ୍‌ ଅଫିସର କରୋନା ପରିଚାଳନା ପାଇଁ ଜିଲାକୁ ଯିବେ।…

5 years ago

ଅପରାହ୍ନ ସାଢ଼େ ୨ଟାରେ ରାଜ୍ୟ ସରକାରଙ୍କ ଜରୁରୀ ପ୍ରେସ୍‌ମିଟ୍‌

ଭୁବନେଶ୍ୱର,୪।୭(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ଜନିତ ସଂକ୍ରମଣ ହୁ ହୁ ହୋଇ ବୃଦ୍ଧି ପାଇବାରେ ଲାଗିଛି। ଏଭଳିସ୍ଥଳେ ପରିସ୍ଥିତିକୁ କିଭଳି ସାମ୍ନା କରିହେବ ତାହା ପ୍ରଶାସନର ମୁଣ୍ଡବିନ୍ଧାର…

5 years ago

କଟକ ସହର ମାଳିସାହି କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା

କଟକ ଅଫିସ,୪।୭: କଟକ ସହର ରାଣୀହାଟସ୍ଥିତ ମାଳିସାହି ବସ୍ତିରୁ ଶୁକ୍ରବାର ୧୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ। ଏ ନେଇ ଉକ୍ତ ବସ୍ତିକୁ ଶନିବାର କଟକ…

5 years ago

୬ରୁ ଖୋଲିବ ଏହିସବୁ ଦର୍ଶନୀୟ ସ୍ଥାନ

ଭୁବନେଶ୍ୱର, ୪।୭(ବ୍ୟୁରୋ): କରୋନା ପାଇଁ ଓଡ଼ିଶାରେ ବନ୍ଦ ଥିବା କିଛି ଦର୍ଶନୀୟ ସ୍ଥାନ ଖୋଲାଯିବାକୁ ନିଷ୍ପତ୍ତି ନିଆଯାଇଛି। ଆସନ୍ତା ୬ ତାରିଖରୁ କିଛି ଦର୍ଶନୀୟ ସ୍ଥାନ ଖୋଲିବ…

5 years ago