ମେଟ୍ରୋ

ହଂସପାଳ ଛକରେ ଦୁର୍ଘଟଣା: ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ସାଇକେଲ ଆରୋହୀ ମୃତ

ବାଲିଅନ୍ତା, ୨୫ା୫(ଡି.ଏନ୍‌.ଏ.): ଭୁବନେଶ୍ୱର-କଟକ ୧୬ ନମ୍ବର ଜାତୀୟ ରାଜପଥର ହଂସପାଳ ଛକରେ ଶନିବାର ଭୋର ସମୟରେ ଏକ ଦୁର୍ଘଟଣା ଘଟିଛି। ସୋୟାବିନ୍‌ ବଡ଼ି ବୋଝେଇ ପିକ୍‌ଅପ୍‌ ଭ୍ୟାନ୍‌(ନଂ.ଓଡି୦୭ଡି୬୬୮୨)…

5 years ago

ସାଢ଼େ ଚାରି କୋଟି ଓଡ଼ିଶାବାସୀଙ୍କ ସେବା କରିବା ଲାଗି ପୁଣିଥରେ ସୁଯୋଗ ଦେଇଥିବାରୁ ଧନ୍ୟବାଦ: ନବୀନ

ଭୁବନେଶ୍ୱର,୨୫।୫(ବ୍ୟୁରୋ): ଚଳିତ ସାଧାରଣ ନିର୍ବାଚନରେ ନିରଙ୍କୁଶ ସଂଖ୍ୟାଗରିଷ୍ଠତା ହାସଲ କରି ପୁଣିଥରେ କ୍ଷମତାକୁ ଫେରିଛି ବିଜେଡି। ଦଳ ଉପରେ ଭରସା ରଖିବା ସହ ପଞ୍ଚମ ଥର ଲାଗି…

5 years ago

ଓୟୁଏଟି ପ୍ରବେଶିକା ପରୀକ୍ଷାରେ ନକଲି ପରୀକ୍ଷାର୍ଥୀ ମାମଲା: ୪ ଅଭିଯୁକ୍ତଙ୍କୁ ୨ ଦିନିଆ ରିମାଣ୍ଡରେ ନେଲା ପୋଲିସ

ଭୁବନେଶ୍ୱର,୨୫।୫(ବ୍ୟୁରୋ): ଓୟୁଏଟି ପ୍ରବେଶିକା ପରୀକ୍ଷାରେ ନକଲି ପରୀକ୍ଷାର୍ଥୀ ଧରାପଡ଼ିବା ପରେ ଏହା ପଛରେ ଏକ ବଡ଼ ର଼୍ୟାକେଟ୍‌ କାମ କରୁଥିବା ପୋଲିସ ଜାଣିବାକୁ ପାଇଥିଲା। ଏ ନେଇ…

5 years ago

ଝାରସୁଗୁଡ଼ାରୁ ଭୁବନେଶ୍ୱର, ରାୟପୁରକୁ ଉଡ଼ିବ ବିମାନ

ଭୁବନେଶ୍ୱର, ୨୫।୫(ବ୍ୟୁରୋ): ଜୁନ୍‌ ୧ ତାରିଖରୁ ଝାରସୁଗୁଡ଼ାରୁ ଭୁବନେଶ୍ୱର ଓ ରାୟପୁରକୁ ବିମାନ ଉଡିବ। ଉଡ଼ାଣ ୩ ଯୋଜନାରେ ଆଲିଆନ୍ସ ଏୟାର ଉଡ଼ାଣ କରିବ। ଏ ନେଇ…

5 years ago

ରାଜ ପରିବାରକୁ ଝଟକା

ଭୁବନେଶ୍ୱର,୨୫ା୫(ବ୍ୟୁରୋ): ରାଜନୀତିରେ ଓଡ଼ିଶା ରାଜ ପରିବାରର ସକ୍ରିୟ ଅଂଶଗ୍ରହଣ ରହିଆସିଛି। ବଲାଙ୍ଗୀର ଜିଲା ପାଟଣା ମହାରାଜା ରାଜେନ୍ଦ୍ର ନାରାୟଣ ସିଂଦେଓ ଓଡ଼ିଶାର ମୁଖ୍ୟମନ୍ତ୍ରୀ ହୋଇପାରିଥିଲେ। ସେହିପରି କେନ୍ଦ୍ରାପଡା…

5 years ago

ଟେଷ୍ଟ ଡ୍ରାଇଭ୍‌ ବେଳେ ଦୁର୍ଘଟଣା: ୪ ଶ୍ରମିକଙ୍କ ଉପରେ ଚଢ଼ିଗଲା କାର୍‌

ଭୁବନେଶ୍ୱର, ୨୫ା୫(ବ୍ୟୁରୋ): ଚନ୍ଦ୍ରଶେଖରପୁର ଥାନା ଅଧୀନ ଶୈଳଶ୍ରୀ ବିହାର ଛକ ନିକଟରେ ଶୁକ୍ରବାର ସକାଳେ ଏକ ଦୁର୍ଘଟଣା ଘଟିଛି। ଜଣେ ସରକାରୀ କର୍ମଚାରୀ ଟେଷ୍ଟ ଡ୍ରାଇଭ୍‌ କରୁଥିବାବେଳେ…

5 years ago

ପିସିଆର ଭ୍ୟାନ୍‌ ଭଙ୍ଗାରୁଜା, କର୍ମଚାରୀଙ୍କୁ ମାଡ଼

ଭୁବନେଶ୍ୱର, ୨୫ା୫ (ବ୍ୟୁରୋ): ପିସିଆର ଭ୍ୟାନ୍‌ ଭଙ୍ଗାରୁଜା ଓ କର୍ମଚାରୀଙ୍କୁ ମାଡ଼ ମାରିବା ଘଟଣାରେ ଖାରବେଳନଗର ପୋଲିସ ଶୁକ୍ରବାର ୨ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ…

5 years ago

ରାଜ୍ୟ ରାଜନୀତିରେ ପରିବାରବାଦ

ଭୁବନେଶ୍ୱର,୨୫ା୫(ବ୍ୟୁରୋ): ସାରା ଦେଶରେ ନିର୍ବାଚନ ଫଳାଫଳ ଘୋଷିତ ହୋଇସାରିଛି। ନୂଆ ସରକାର ପାଇଁ ଶାସକ ଅଣ୍ଟା ଭିଡୁଥିବା ବେଳେ ବିରୋଧୀ ପରାଜୟର କାରଣ ଖୋଜୁଛନ୍ତି। ରାଜ୍ୟସ୍ତରରୁ ଜାତୀୟସ୍ତର…

5 years ago

ପଶ୍ଚିମ ଓଡ଼ିଶା ଛଟପଟ: ୪୦ ଡିଗ୍ରୀରେ ଜଳୁଛି ୧୦ ସହର

ଭୁବନେଶ୍ୱର,୨୫।୫(ବ୍ୟୁରୋ): ତାତିରୁ ମିଳୁନି ତ୍ରାହି। ଝାଞ୍ଜି ପବନରେ ଅସ୍ତବ୍ୟସ୍ତ ସାରା ରାଜ୍ୟ। ବିଶେଷକରି ପଶ୍ଚିମ ଓଡ଼ିଶା ତାତିରେ ଛଟପଟ ହେଉଛି। ଯଦିଓ ରାଜ୍ୟର କେତେକ ଅଞ୍ଚଳରେ ଦୁଇଦିନ…

5 years ago

ହାରିଲେ ଅଭିନେତ୍ରୀ, ଜିତିଲେ ଅଭିନେତା

ଭୁବନେଶ୍ୱର,୨୫।୫(ବ୍ୟୁରୋ): ଚଳିତ ସାଧାରଣ ନିର୍ବାଚନରେ ଓଲିଉଡ୍‌ ଜଗତରୁ କେତେଜଣ କଳାକାର ରାଜନୀତି ମଇଦାନକୁ ଓହ୍ଲାଇଥିଲେ। କିନ୍ତୁ ଦଳୀୟ ଟିକେଟ ପାଇଥିଲେ ମାତ୍ର ୩ଜଣ। ଜନସମର୍ଥନ ହାତେଇବାକୁ ପ୍ରୟାସ…

5 years ago