ମେଟ୍ରୋ

ପିପିଇ କିଟ୍‌ ଠକେଇର ଶିକାର ଅଶ୍ୱିନୀ ହସ୍ପିଟାଲ

ଭୁବନେଶ୍ୱର,୬ା୬ (ବ୍ୟୁରୋ): ସଂକ୍ରମଣ ରୋକିବା କ୍ଷେତ୍ରରେ ପର୍ସନାଲ ପ୍ରୋଟେକ୍ଟିଭ୍‌ ଇକ୍ୟୁପ୍‌ମେଣ୍ଟ୍‌ (ପିପିଇ)ର ଜରୁରୀ ଆବଶ୍ୟକତା ରହିଛି। କରୋନା ମହାମାରୀ ପାଇଁ ଏବେ ଏସବୁ କିଟ୍‌ର ଚାହିଦା ବଢ଼ିଯାଇଛି।…

6 years ago

୩୦ଲକ୍ଷରୁ ଊର୍ଦ୍ଧ୍ୱ ଆୟବହିର୍ଭୂତ ସମ୍ପତ୍ତି ଜବତ

ଭୁବନେଶ୍ୱର,୬ା୬(ବ୍ୟୁରୋ): ଲାଞ୍ଚ ନେଇ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଥିବା ବାଲିଅନ୍ତା ତହସିଲଦାର ରଶ୍ମିରେଖା ପ୍ରଧାନ ବିପୁଳ ଆୟବହିର୍ଭୂତ ସମ୍ପତ୍ତି ଠୁଳ କରିଥିଲେ। ଭିଜିଲାନ୍ସର ଅଧିକାରୀମାନେ ତାଙ୍କ ଘରେ…

6 years ago

‘ଅମ୍ଫନ୍‌’କ୍ଷୟକ୍ଷତି ଆକଳନ କଲେ କେନ୍ଦ୍ରୀୟ ଟିମ୍‌

ଭୁବନେଶ୍ୱର,୬ା୬(ବ୍ୟୁରୋ)/ଚାନ୍ଦବାଲି/ଭଦ୍ରକ ଅଫିସ, (ଡି.ଏନ୍‌.ଏ.)/ଜଗତ୍‌ସିଂହପୁର ଅଫିସ/ଏରସମା(ସ୍ବ.ପ୍ର.): ବାତ୍ୟା ‘ଅମ୍ଫନ୍‌’ର କ୍ଷୟକ୍ଷତି ଆକଳନ କରିବାକୁ ଓଡ଼ିଶା ଗସ୍ତରେ ଆସିଥିବା ୭ ଜଣିଆ କେନ୍ଦ୍ରୀୟ ଟିମ୍‌ ଶୁକ୍ରବାର ୪ଟି ଜିଲା ପରିଦର୍ଶନ…

6 years ago

ଭୁବନେଶ୍ୱର ବସ୍ତିରେ ସଂକ୍ରମଣ, ରାଜ୍ୟକୁ ବିପଦ

ଭୁବନେଶ୍ୱର, ୬ା୬(ବ୍ୟୁରୋ): ରାଜ୍ୟର ପ୍ରଥମ କରୋନା ଆକ୍ରାନ୍ତ ଭୁବନେଶ୍ୱରରୁ ଚିହ୍ନଟ ହୋଇଥିଲେ। ଏହାର ମାତ୍ର କେଇଟା ଦିନ ଭିତରେ ରାଜଧାନୀରେ ହୁହୁ ହୋଇ ବଢ଼ିଥିଲା ଆକ୍ରାନ୍ତଙ୍କ ସଂଖ୍ୟା।…

6 years ago

ପଙ୍ଗପାଳ ଦମନ ପାଇଁ ପରାମର୍ଶଦାତା ଭିଡିଓ ପ୍ରସ୍ତୁତ

ଭୁବନେଶ୍ୱର, ୫।୬(ବ୍ୟୁରୋ)- ଏବେ ବି ଓଡ଼ିଶାର କୃଷି ପାଇଁ ପଙ୍ଗପାଳ ବିପଦ ରହିଛି। ତେବେ ଏହି ପାକିସ୍ତାନୀ ପଙ୍ଗପାଳ ଦମନ କରିବା ପାଇଁ ରାଜ୍ୟ କୃଷି ଓ…

6 years ago

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ବାଗ୍‌ଚୀ ଦମ୍ପତ୍ତି ଦେଲେ ଅଢ଼େଇ କୋଟି

ଭୁବନେଶ୍ୱର,୫।୬(ବ୍ୟୁରୋ):ଦକ୍ଷତା ବିକାଶ ଅଥରିଟିର ଅଧ୍ୟକ୍ଷ ସୁବ୍ରତୋ ବାଗ୍‌ଚୀ ଏବଂ ମୋ ସ୍କୁଲ ଅଭିଯାନର ଅଧ୍ୟକ୍ଷ ସୁସ୍ମିତା ବାଗ୍‌ଚୀ ଶୁକ୍ରବାର ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଅଢ଼େଇ କୋଟି ଟଙ୍କା…

6 years ago

ଶଟ୍‌ଡାଉନ୍‌ ପାଇଁ ନୂଆ ଗାଇଡ୍‌ଲାଇନ: ସବୁ ଛକରେ ବ୍ଲକିଂ, ଚେକିଂ କଡ଼ାକଡ଼ି ହେବ

ଭୁବନେଶ୍ୱର, ୫ା୬(ବ୍ୟୁରୋ) - ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ୧୧ ଜିଲାରେ ପ୍ରତି ଶନିବାର ଓ ରବିବାରକୁ ଶଟ୍‌ଡାଉନ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏହା ମଧ୍ୟରେ…

6 years ago

କୋଭିଡ୍‌ ପରିଚାଳନାରୁ ହଟିଲେ ୯ ବରିଷ୍ଠ ଆଇଏଏସ୍‌ ଅଫିସର

ଭୁବନେଶ୍ୱର,୫ା୬(ବ୍ୟୁରୋ)- ବରିଷ୍ଠ ଆଇଏଏସ୍‌ ଅଧିକାରୀ ହେମନ୍ତ ଶର୍ମାଙ୍କୁ ରାଜ୍ୟ ସରକାର କୋଭିଡ୍‌-୧୯ ପାଇଁ ଆବଶ୍ୟକ ସାମଗ୍ରୀ କ୍ରୟ କମିଟିର ମୁଖ୍ୟ ପଦବୀରୁ ଅବ୍ୟାହତି ଦେଇଛନ୍ତି। ଏଥିସହିତ ଆହୁରି…

6 years ago

ସ୍କୁଲରେ ନାମଲେଖା ପାଇଁ ନିର୍ଦ୍ଦେଶ

ଭୁବନେଶ୍ୱର, ୫।୬(ବ୍ୟୁରୋ)- ୨୦୨୦-୨୧ ଶିକ୍ଷାବର୍ଷ ପାଇଁ ପ୍ରାଥମିକ ଓ ମାଧ୍ୟମିକ ଶ୍ରେଣୀରେ ନାମଲେଖା ଆରମ୍ଭ କରିବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଜୁଲାଇ…

6 years ago

୩ ମାସରେ ସଫା ହେବ ବିନ୍ଦୁସାଗର

ଭୁବନେଶ୍ୱର, ୫ା୬(ବ୍ୟୁରୋ)- ଆସନ୍ତା ୩ ମାସ ମଧ୍ୟରେ ଐତିହ୍ୟ ପୁସ୍କରିଣୀ ବିନ୍ଦୁସାଗରର ସଫେଇ କାର୍ଯ୍ୟ ସରିବ। ଏନେଇ ରାଜ୍ୟ ସରକାରଙ୍କ ସେତୁ ନିର୍ମାଣ ନିଗମ (ଓବିସିସି) ଏବଂ…

6 years ago