ମେଟ୍ରୋ

CORONAVIRUS UPDATE: ରାଜ୍ୟରେ ଆଉ ୪୮ ପଜିଟିଭ୍‌ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୬୭୨ରେ ପହଞ୍ଚିଲା

ଭୁବନେଶ୍ୱର,୧୫ା୫(ବ୍ୟୁରୋ) : ଶୁକ୍ରବାର ରାଜ୍ୟରେ ପୁଣି ୪୮ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୬୭୨ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ…

6 years ago

ଜୁନ୍‌ ୩୦ ପର୍ଯ୍ୟନ୍ତ ଟ୍ରେନ୍‌ ସେବା ବନ୍ଦ

ଭୁବନେଶ୍ୱର,୧୫।୫(ବ୍ୟୁରୋ):ଦେଶବ୍ୟାପୀ ଲକ୍‌ଡାଉନ ଯୋଗୁ ଦୀର୍ଘ ଦେଢ଼ମାସରୁୁ ଊର୍ଦ୍ଧ୍ୱ ହେବ ରେଳ ସେବା ବନ୍ଦ ରହିଛି। କେବଳ ବିଭିନ୍ନ ରାଜ୍ୟରେ ଫସି ରହିଥିବା ଲୋକଙ୍କୁ ନେବା ଆଣିବା କରିବା…

6 years ago

ସିବିଏସ୍‌ଇ ୯ମ, ଏକାଦଶ ଛାତ୍ରୀଛାତ୍ରଙ୍କୁ ମିଳିଲା ସୁଯୋଗ: ବିଫଳ ଛାତ୍ରୀଛାତ୍ର ଦେଇପାରିବେ ପରୀକ୍ଷା

ଭୁବନେଶ୍ୱର,୧୫।୫(ବ୍ୟୁରୋ): ସେଣ୍ଟ୍ରାଲ୍‌ ବୋର୍ଡ ଅଫ୍‌ ସେକେଣ୍ଡାରି ଏଜୁକେଶନ (ସିବିଏସ୍‌ଇ) ନବମ ଓ ଏକାଦଶ ପରୀକ୍ଷାରେ ଫେଲ୍‌ କିମ୍ବା ବଞ୍ଚତ୍ତ ହୋଇଥିବା ଛାତ୍ରୀଛାତ୍ରମାନେ ଆଉଥରେ ପରୀକ୍ଷା ଦେବାର ସୁଯୋଗ…

6 years ago

ବଦଳିଲା ଆଇନଜୀବୀଙ୍କ ଡ୍ରେସ୍‌କୋଡ୍‌: କଳାକୋଟ୍‌, ଗାଉନ୍‌ ମନା

କଟକ ଅଫିସ୍‌,୧୫। ୫: କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ବିଭିନ୍ନ ସ୍ତରରେ ଉଦ୍ୟମ କରାଯାଉଛି। ଏହି କ୍ରମରେ ରାଜ୍ୟରେ ଆଇନ୍‌ଜୀବୀଙ୍କ ଡ୍ରେସ୍‌କୋଡ଼୍‌ ବଦଳାଇବା ପାଇଁ ନିର୍ଦ୍ଦେଶ…

6 years ago

ଶ୍ରମିକଙ୍କୁ ମାଗଣାରେ ଖାଇବାକୁ ଦେବେ ମନ୍ଦିର

ଭୁବନେଶ୍ୱର,୧୫।୫(ବ୍ୟୁରୋ): ଲକ୍‌ଡାଉନ୍‌ କଟକଣା କୋହଳ ହେବା ପରେ ବିଭିନ୍ନ ରାଜ୍ୟରେ କାମ କରୁଥିବା ଓଡ଼ିଆ ଶ୍ରମିକମାନେ ନିଜ ଘରକୁ ଫେରୁଛନ୍ତି। ଅଧିକାଂଶ ପ୍ରବାସୀ ବହୁ ଦୂରରୁ ଚାଲି…

6 years ago

ଅର୍ଥନୀତିକୁ ଗତିଶୀଳ ପାଇଁ ୪କ୍ଷେତ୍ରକୁ ଅଗ୍ରାଧିକାର: ମୁଖ୍ୟମନ୍ତ୍ରୀଙ୍କୁ ଦିଆଯିବ ଚୂଡ଼ାନ୍ତ ରିପୋର୍ଟ

ଭୁବନେଶ୍ୱର,୧୫।୫(ବ୍ୟୁରୋ): କରୋନା ମହାମାରୀର ପରବର୍ତ୍ତୀ ସମୟରେ ଅର୍ଥନୀତି କିପରି ଅଧିକ ଗତିଶୀଳ ହୋଇପାରିବ ସେନେଇ ରାଜ୍ୟ ସରକାର ଗୁରୁତ୍ୱ ଦେଇଛନ୍ତି। ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ ଦାସବର୍ମାଙ୍କ…

6 years ago

ଘୂର୍ଣ୍ଣିବଳୟ ପୂର୍ବରୁ ଚାଷୀଙ୍କୁ ସତର୍କକଲା ନିର୍ଦ୍ଦେଶାଳୟ

ଭୁବନେଶ୍ୱର, ୧୫।୫(ବ୍ୟୁରୋ): ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ଆଣ୍ଡାମାନ ଉପକୂଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଏବଂ ତଜ୍ଜନିତ ଲଘୁଚାପ ଯୋଗୁ ଓଡ଼ିଶାର ଅଧିକାଂଶ ଜିଲାରେ ଗୁରୁବାରଠାରୁ ୧୮ତାରିଖ ମଧ୍ୟରେ…

6 years ago

ବାତ୍ୟା: ୧୮ରୁ ଉପକୂଳରେ ବର୍ଷା, ପବନ

ଭୁବନେଶ୍ୱର, ୧୫।୫(ବ୍ୟୁରୋ): ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଏବଂ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହୋଇଛି। ଏହା ଆହୁରି ଘନୀଭୂତ ହୋଇ ୧୬ ତାରିଖ…

6 years ago

ପରଲୋକରେ ସ୍ବାଧୀନତା ସଂଗ୍ରାମୀ ଭବାନୀ ଚରଣ ପଟ୍ଟନାୟକ: ରାଷ୍ଟ୍ରୀୟ ସମ୍ମାନ ସହ ଜନ୍ମସ୍ଥାନରେ ହେବ ଶେଷକୃତ୍ୟ

ଭୁବନେଶ୍ୱର (ବ୍ୟୁରୋ)/ ନିମାପଡ଼ା(ଡି.ଏନ୍‌.ଏ),୧୫।୫: ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ, ପୂର୍ବତନ ରାଜ୍ୟ ସଭା ସଦସ୍ୟ ତଥା ଗାନ୍ଧିବାଦୀ ନେତା ଭବାନୀ ଚରଣ ପଟ୍ଟନାୟକଙ୍କ ଗୁରୁବାର ରାତିରେ ପରଲୋକ ଘଟିଛି।…

6 years ago

ଦୁବାଇରୁ ଫେରିଲେ ୧୫୧ ପ୍ରବାସୀ ଓଡ଼ିଆ

ଭୁବନେଶ୍ୱର,୧୫।୫(ବ୍ୟୁରୋ): ସାରା ଦେଶରେ ଲକ୍‌ଡାଉନ୍‌ ଜାରି ରହିଥିବାବେଳେ ଗୁରୁବାର ରାତିରେ ଦୁବାଇରୁ ପ୍ରବାସୀ ଓଡ଼ିଆଙ୍କୁ ଆଣି ଏକ ଅନ୍ତର୍ଜାତୀୟ ବିମାନ ଭୁବନେଶ୍ୱର ବିମାନବନ୍ଦରରେ ଅବତରଣ କରିଛି। ବିମାନରେ…

6 years ago