ଭୁବନେଶ୍ୱର,୯।୧୦(ବ୍ୟୁରୋ): ଶହୀଦ ହୋଇଥିବା କୋଭିଡ୍ ଯୋଦ୍ଧାଙ୍କ ପାଇଁ କେନ୍ଦ୍ର ସରକାର ଘୋଷଣା କରିଥିବା ଆର୍ଥିକ ସହାୟତା ନ ଦେଲେ ନିଜେ ପ୍ରଦାନ କରିବେ ରାଜ୍ୟ ସରକାର। ପ୍ରଧାନମନ୍ତ୍ରୀ…
ଭୁବନେଶ୍ୱର, ୯ା୧୦(ବ୍ୟୁରୋ):ପରିବେଶକୁ କ୍ଷତି ପହଞ୍ଚାଉଥିବା କଠିନ ବର୍ଜ୍ୟବସ୍ତୁ, ପ୍ଲାଷ୍ଟିକ ବର୍ଜ୍ୟବସ୍ତୁ, ଡାକ୍ତରଖାନାରୁ ବାହାରୁଥିବା ବର୍ଜ୍ୟବସ୍ତୁ, ଶିଳ୍ପ ବର୍ଜ୍ୟବସ୍ତୁ ଏବଂ ନଦୀ ପ୍ରଦୂଷଣକୁ ନେଇ ଜାତୀୟ ଗ୍ରୀନ୍ ଟ୍ରିବ୍ୟୁନାଲ(ଏନ୍ଜିଟି)ଗଭୀର…
ଭୁବନେଶ୍ୱର,୮।୧୦(ବ୍ୟୁରୋ)-ରାଜ୍ୟରେ ଗୁରୁବାର ଆଉ ୩୩୧୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୬୫୮ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୨୬୨, ବାଲେଶ୍ୱରରୁ ୧୫୩, ନୂଆପଡାରୁ…
ଭୁବନେଶ୍ୱର,୮।୧୦(ବ୍ୟୁରୋ)- ରାଜଭବନ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ ଘଟଣାରେ ମୃତାହତଙ୍କ ପରିବାର ଲୋକଙ୍କୁ ୮ ଲକ୍ଷ ଟଙ୍କା ପ୍ରଦାନ କରାଯିବ। ଏ ନେଇ ଗୁରୁବାର ଇଣ୍ଡିଆନ ଅଏଲ…
ଭୁବନେଶ୍ୱର,୮ା୧୦(ବ୍ୟୁରୋ): ରାଜ୍ୟରେ ମନ୍ଦିର ଖୋଲିବା ପାଇଁ ବ୍ୟବସ୍ଥା କରିବାକୁ ମନ୍ଦିର ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ଶାସନ ସଚିବ। ଆସନ୍ତା ୧୦ ଦିନ ଭିତରେ ରିପୋର୍ଟ ଦେବାକୁ…
ଭୁବନେଶ୍ୱର,୮।୧୦(ବ୍ୟୁରୋ): ରାଜ୍ୟରେ ଗୁରୁବାର କରୋନା ଆଉ ୧୬ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୯୭୪ କୁ ବୃଦ୍ଧି ହୋଇଛି। ଏ ନେଇ…
ଭୁବନେଶ୍ୱର,୮।୧୦(ବ୍ୟୁରୋ): ରାଜ୍ୟରେ ପୁଣି ୩୧୪୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୮୨୫ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୧୩୧୯ଜଣ ଲୋକାଲ କେସ୍ ଥିବା ରାଜ୍ୟ…
ଭୁବନେଶ୍ୱର,୮।୧୦(ବ୍ୟୁରୋ): ରାଜଭବନ ନିକଟସ୍ଥ ପେଟ୍ରୋଲ ପମ୍ପ ଅଞ୍ଚଳ ଏବେ ବିପଦମୁକ୍ତ ହୋଇଛି। ଏନେଇ ଅଗ୍ନିଶମ ଡିଜି ସତ୍ୟଜିତ ମହାନ୍ତି ଟୁଇଟ୍ ଯୋଗେ ସୂଚନା ଦେଇଛନ୍ତି। ଆଇଓସିଏଲ ଅଧିକାରୀ…
ଭୁବନେଶ୍ୱର, ୮ା୧୦(ବ୍ୟୁରୋ):କଂଗ୍ରେସ ଓଡ଼ିଶା ପ୍ରଭାରୀ ଏ. ଚେଲ୍ଲାକୁମାର ୬ ଦିନିଆ ଓଡ଼ିଶା ଗସ୍ତରେ ଆସି ବୁଧବାର ଦଳୀୟ ନେତାଙ୍କ ସହ ସାଙ୍ଗଠନିକ ସ୍ଥିତି ସମ୍ପର୍କରେ ଆଲୋଚନା କରିଛନ୍ତି।…
ଭୁବନେଶ୍ୱର, ୮ା୧୦(ବ୍ୟୁରୋ):ଓଡିଶା ବିଶ୍ୱବିଦ୍ୟାଳୟ ସଂଶୋଧନ ଅଧିନିୟମ-୨୦୨୦କୁ ବିଧାନସଭାରେ ଉଭୟ ଭାଜପା ଓ କଂଗ୍ରେସର ବିରୋଧ ସତ୍ତ୍ୱେ ଏହି ବଲ୍ ପାସ୍ ହୋଇଛି। ଅନ୍ୟପଟେ ଭାଜପା ବର୍ତ୍ତମାନ ସୁଦ୍ଧା…