ଭୁବନେଶ୍ୱର,୮ା୧୦(ବ୍ୟୁରୋ):ଗୃହପାଳିତ ପ୍ରାଣୀଙ୍କୁ ଯେଉଁଭଳି ଭାବେ ଆମେ ସ୍ନେହ ଓ ଆଦର କରିଥାଉ, ବନ୍ୟପ୍ରାଣୀଙ୍କ ପ୍ରତି ସେହିଭଳି ଆଦର, ଦୟା, କରୁଣା ଭାବ ଆମ ଭିତରେ ରହିବା ଉଚିତ।…
ଭୁବନେଶ୍ୱର,୮ା୧୦(ବ୍ୟୁରୋ):୮ ମାସ ଧରି କୋଭିଡ୍ ବିରୋଧରେ ଚାଲିଥିବା ଲଢେଇରେ କାମ କରି ଶହୀଦ ହୋଇଥିବା କୋଭିଡ୍ ଯୋଦ୍ଧାମାନଙ୍କ ପରିବାରକୁ ରାଜ୍ୟ ସରକାର ଅନୁକମ୍ପା ସହାୟତା ଯୋଗାଇ ଦେବେ।…
ଭୁବନେଶ୍ୱର, ୮ା୧୦(ବ୍ୟୁରୋ): ବିଶିଷ୍ଟ କବି ନିତ୍ୟାନନ୍ଦ ନାୟକ ଚଳିତ ବର୍ଷ ଶାରଳା ପୁରସ୍କାର ପାଇବେ। ତାଙ୍କ ରଚିତ କବିତା ସଂକଳନ ‘ସେତେବେଳକୁ ନଥିବ’ ନିମନ୍ତେ ନାୟକ ୪୧ତମ…
ଭୁବନେଶ୍ୱର, ୮ା୧୦(ବ୍ୟୁରୋ):ଆଣ୍ଡାମାନ ଏବଂ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଆସନ୍ତା ୯ ତାରିଖରେ ଲଘୁଚାପରେ ପରିଣତ ହେବ। ତାହାର ୨୪ ଘଣ୍ଟା ପରେ ଏହା ଅବପାତ(ଡିପ୍ରେସନ)ର…
ଭୁବନେଶ୍ୱର, ୮ା୧୦(ବ୍ୟୁରୋ):ରେଳ ଯାତ୍ରୀଙ୍କ ସୁବିଧାକୁ ଦୃଷ୍ଟିରେ ରଖି ଟିକେଟ ସଂରକ୍ଷଣ ନିୟମରେ ଏକ ବଡ଼ ପରିବର୍ତ୍ତନ କରାଯାଇଛି। ସାଧାରଣତଃ ଟ୍ରେନ୍ ଷ୍ଟେଶନ ଛାଡିବାର ୪ ଘଣ୍ଟା ପୂର୍ବରୁ…
ଭୁବନେଶ୍ୱର, ୮ା୧୦(ବ୍ୟୁରୋ):ଦେଶ ତଥା ରାଜ୍ୟରେ ଶକ୍ତି ଚାହିଦା ବେଳକୁ ବେଳ ବୃଦ୍ଧି ପାଇବାରେ ଲାଗିଛି। ପାରମ୍ପରିକ ଶକ୍ତିଗୁଡ଼ିକ ଉପରେ ଚାପ ବୃଦ୍ଧି ପାଇବା ସହ ଉତ୍ପାଦନ ଖର୍ଚ୍ଚ…
ଭୁବନେଶ୍ୱର,୭।୧୦(ବ୍ୟୁରୋ)-ରାଜ୍ୟରେ ବୁଧବାର ଆଉ ୩୪୫୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୫୭୧ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୨୯୨, ପୁରୀରୁ ୨୫୪, ଅନୁଗୋଳରୁ…
ଭୁବନେଶ୍ୱର,୭।୧୦(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୧୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୮୪ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୩୦ ରହିଛି।…
ଭୁବନେଶ୍ୱର,୭ା୧୦(ବ୍ୟୁରୋ): ରାଜଭବନ ଛକସ୍ଥିତ ଏକ ପେଟ୍ରୋଲ ପମ୍ପରେ ଭୟଙ୍କର ବିସ୍ଫୋରଣ ଘଟି ନିଆଁ ଲାଗିଯାଇଥିଲା। ବର୍ତ୍ତମାନ ନିଆଁ ଲିଭାଇବା ଏବଂ ପରିସ୍ଥିତି ନିୟନ୍ତ୍ରଣରେ ରହିଛି। ଏହି ଘଟଣାରେ…
ଭୁବନେଶ୍ୱର,୭ା୧୦(ବ୍ୟୁରୋ): ବୁଧବାର ଅପରାହ୍ନରେ ରାଜଭବନ ଛକସ୍ଥିତ ଏକ ପେଟ୍ରୋଲ ପମ୍ପରେ ଭୟଙ୍କର ବିସ୍ଫୋରଣ ଘଟି ନିଆଁ ଲାଗିଯାଇଛି। ନିଆଁର ଭୟାବହତା ଏତେ ଯେ ଏହା ଆକାଶ ଉଚ୍ଚର…