ମେଟ୍ରୋ

ବୈଜ୍ଞାନିକଙ୍କଠାରୁ ୫ ଲକ୍ଷ ଠକେଇ

ଭୁବନେଶ୍ୱର,୨ା୯(ବ୍ୟୁରୋ) : ଋଣ କରାଇ ଦେବା ନାଁରେ ଲୋକଙ୍କଠାରୁ ଲୁଟୁଛନ୍ତି ଘରୋଇ ବ୍ୟାଙ୍କ୍‌ କର୍ମଚାରୀ। ସେମାନେ ଜଣେ ବୈଜ୍ଞାନିକଙ୍କଠାରୁ ମଧ୍ୟ ୫ଲକ୍ଷ ଟଙ୍କା ଠକି ନେଇଛନ୍ତି। ଠକେଇର…

6 years ago

ରାଜ୍‌ଗୋପାଳ ମିଶ୍ର ପାଇବେ ‘ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର’

ଭୁବନେଶ୍ୱର(ବ୍ୟୁରୋ),୨ା୯: ଭାରତୀୟ ଶାସ୍ତ୍ରୀୟ ନୃତ୍ୟ, ସଙ୍ଗୀତର ମହାକୁମ୍ଭ ‘ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ-୨୦୨୦’ ସେପ୍ଟେମ୍ବର ୫ରୁ ୯ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେବ। ନୃତ୍ୟାନୁଷ୍ଠାନ…

6 years ago

ଜଗନ୍ନାଥ ବିଶ୍ରାମସ୍ଥଳୀ ସ୍ଥାନାନ୍ତର କାହା ସ୍ବାର୍ଥରେ: ସମ୍ବିତ

ଭୁବନେଶ୍ୱର,୧।୯(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ପ୍ରସାଦ ଯୋଜନାରେ ଆଇଟିଡିସି ତରଫରୁ ଟେଣ୍ଡର ଆହ୍ବାନ କରାଯାଇ ପୁରୀ ବଗଲା ଧର୍ମଶାଳା ଜମି ଉପରେ ଜଗନ୍ନାଥ ବିଶ୍ରାମସ୍ଥଳୀ ନିର୍ମାଣ କାର୍ଯ୍ୟ ଆରମ୍ଭ…

6 years ago

ଶର୍ଟସର୍କିଟ ଅଗ୍ନିକାଣ୍ଡ ମୃତ୍ୟୁରେ ଓଡ଼ିଶା ପ୍ରଥମ

ଭୁବନେଶ୍ୱର,୨ା୯(ବ୍ୟୁରୋ): ବିଦ୍ୟୁତ୍‌ ଶର୍ଟ ସର୍କିଟ ଅଗ୍ନିକାଣ୍ଡରେ ଓଡ଼ିଶାରେ ସବୁଠୁ ଅଧିକ ଜୀବନ ଯାଇଛି। ମୋଟ ୨୭୯ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଏଥିମଧ୍ୟରୁ ୨୬୫ଜଣ ପୁରୁଷ ଓ ୧୪ଜଣ ମହିଳା…

6 years ago

ଅଭିନେତା ଅଜିତ ଦାସଙ୍କୁ କରୋନା

ଭୁବନେଶ୍ୱର(ବ୍ୟୁରୋ),୨ା୯: ବରିଷ୍ଠ ଓଡ଼ିଆ ସିନେ ଅଭିନେତା ତଥା ନାଟ୍ୟକାର ଅଜିତ ଦାସ କରୋନାରେ ଆକ୍ରାନ୍ତ ହୋଇଥିବା ତାଙ୍କ ପରିବାର ସୂତ୍ରରୁ ସୂଚନା ମିଳିଛି। ସୋମବାର ଦାସ କରୋନା…

6 years ago

୨ ବିଧାୟକଙ୍କୁ କରୋନା

ଭୁବନେଶ୍ୱର, ୨।୯(ବ୍ୟୁରୋ): ରାଜ୍ୟରେ କରୋନା ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ମଙ୍ଗଳବାର ଦୁଇଜଣ ବିଧାୟକ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଭୁବନେଶ୍ୱର ବିଜେଡି ଜିଲା ସଭାପତି ତଥା…

6 years ago

ଜେଇଇ ମେନ୍‌ ଆରମ୍ଭ

ଭୁବନେଶ୍ୱର, ୨।୯(ବ୍ୟୁରୋ)- କରୋନା କଟକଣା ମଧ୍ୟରେ ମଙ୍ଗଳବାରଠାରୁ ଯୁଗ୍ମ ପ୍ରବେଶିକା ପରୀକ୍ଷା(ଜେଇଇ) ମେନ୍‌ ଆରମ୍ଭ ହୋଇଛି। ଦେଶରେ ୯ଲକ୍ଷରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ପରୀକ୍ଷା ଦେଉଥିବାବେଳେ ଓଡ଼ିଶାର ୭…

6 years ago

ସୁସ୍ଥ ହେଲେ ଆଉ ୩୪୮୪ କରୋନା ଆକ୍ରାନ୍ତ: ୮୦ହଜାର ଟପିଲା ଆରୋଗ୍ୟ ସଂଖ୍ୟା

ଭୁବନେଶ୍ୱର,୧।୯(ବ୍ୟୁରୋ): ରାଜ୍ୟରେ ଆଉ ୩୪୮୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତନ୍ମଧ୍ୟରୁ ସର୍ବାଧିକ ୮୯୦ଜଣ ଖୋର୍ଦ୍ଧାର ଅଛନ୍ତି। ଏହାକୁ ମିଶାଇ ମୋଟ ଆରୋଗ୍ୟ ସଂଖ୍ୟା…

6 years ago

ଭୁବନେଶ୍ୱରର ଏହି ବିଧାୟକଙ୍କୁ କରୋନା: ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କୁ ପରୀକ୍ଷା କରାଇନେବାକୁ ପରାମର୍ଶ

ଭୁବନେଶ୍ୱର,୧।୯(ବ୍ୟୁରୋ): ଭୁବନେଶ୍ୱର(ଉତ୍ତର) ବିଧାୟକ ସୁଶାନ୍ତ କୁମାର ରାଉତଙ୍କୁ କରୋନା। ସଂକ୍ରମିତ ହେବା ନେଇ ଚିହ୍ନଟ ହେବା ପରେ ସେ ହୋମ୍‌ ଆଇସୋଲେଶନରେ ଅଛନ୍ତି। ଏବେ ତାଙ୍କ ସ୍ବାସ୍ଥାବସ୍ଥା…

6 years ago

ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୩୦୭ କରୋନା ଆକ୍ରାନ୍ତ: ଓୟୁଏଟି କଲୋନୀରୁ ସର୍ବାଧିକ

ଭୁବନେଶ୍ୱର,୧।୯(ବ୍ୟୁରୋ): ରାଜଧାନୀରେ ହୁ ହୁ ହୋଇ ମାଡ଼ିଚାଲିଛି କରୋନା। ମଙ୍ଗଳବାର ପୁଣି ଭୁବନେଶ୍ୱରରୁ ୩୦୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୩୫ କ୍ୱାରାଣ୍ଟାଇନ୍‌ର ଥିବା ବେଳେ ୧୭୨…

6 years ago