ଭୁବନେଶ୍ୱର,୩।୫(ବ୍ୟୁରୋ): ଗୋଟିଏ ପଟେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଥିବା ବେଳେ ଏବେ ଚିନ୍ତା ବଢ଼ାଇଲେଣି ପ୍ରବାସୀ ଓଡ଼ିଆ। ବିଭିନ୍ନ ରାଜ୍ୟରେ ଫସି ରହିଥିବା ଓଡ଼ିଆମାନେ…
ଭୁବନେଶ୍ୱର,୩।୫(ବ୍ୟୁରୋ): ବାହାର ରାଜ୍ୟରେ ଫସି ରହିଥିବା ପ୍ରବାସୀମାନଙ୍କୁ ସୁରୁଖୁରୁରେ ଫେରାଇ ଆଣିବା ସହ କରୋନା ମୁକାବିଲାକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଉଛି।…
ଭୁବନେଶ୍ୱର,୩।୫(ବ୍ୟୁରୋ): କରୋନା ସହ ଲଢ଼େଇରେ ପ୍ରମୁଖ ଭୂମିକା ଗ୍ରହଣ କରିଛନ୍ତି ସ୍ବାସ୍ଥ୍ୟକର୍ମୀ, ପୋଲିସ ଏବଂ ସ୍ବେଚ୍ଛାସେବୀମାନେ। ବିଶେଷକରି ସ୍ବାସ୍ଥ୍ୟକର୍ମୀମାନେ ପ୍ରତ୍ୟକ୍ଷ ଭାବେ ଏହି ଲଢ଼େଇକୁ ସାମ୍ନା କରୁଛନ୍ତି।…
ଭୁବନେଶ୍ୱର,୩।୫(ବ୍ୟୁରୋ): ଭୁବନେଶ୍ୱର ବମିଖାଲ ଅଞ୍ଚଳରେ ସର୍ବାଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏବେ ମଧ୍ୟ ଲୋକେ ଏହି ଅଞ୍ଚଳ ନଁା ଶୁଣିଲେ ଭୟ କରୁଛନ୍ତି। ଏପରିକି ହସ୍ପିଟାଲ,…
ଭୁବନେଶ୍ୱର, ୩।୫(ବ୍ୟୁରୋ): ଗତବର୍ଷ ମେ’ ୩ତାରିଖରେ ହୋଇଥିବା ପ୍ରଳୟଙ୍କରୀ ବାତ୍ୟା ‘ଫନୀ’ର ବିଶେଷ ପ୍ରଭାବ ଭୁବନେଶ୍ୱରରେ ପଡ଼ିଥିଲା। ଏହାଦ୍ୱାରା ବ୍ୟାପକ କ୍ଷୟକ୍ଷତି ମଧ୍ୟ ଘଟିଥିଲା। ଉଜୁଡ଼ି ଯାଇଥିଲା…
ଭୁବନେଶ୍ୱର, ୩।୫(ବ୍ୟୁରୋ): ଲକ୍ଡାଉନ୍ ଯୋଗୁ ଗାଡ଼ି ଚଳାଚଳ ଉପରେ କଟକଣା ଲାଗୁ କରାଯାଇଛି। ଫଳରେ ରାଜ୍ୟର ୧୪ ସହରରେ ଏବେ ବାୟୁ ପ୍ରଦୂଷଣ ମାତ୍ରା କମିଛି। କେତେକ…
ଭୁବନେଶ୍ୱର, ୩।୫(ବ୍ୟୁରୋ): ଦେଶର ସମସ୍ତ ଇଞ୍ଜିନିୟରିଂ କଲେଜ ଓ ପ୍ରଫେସନାଲ ଏଜୁକେଶନ ଇନ୍ଷ୍ଟିଚ୍ୟୁଟ୍ ଆସନ୍ତା ଜୁଲାଇ ୧ରୁ ଖୋଲିବ। ଏନେଇ ଅଲ୍ ଇଣ୍ଡିଆ କାଉନ୍ସିଲ ଫର୍ ଟେକ୍ନିକାଲ…
ଭୁବନେଶ୍ୱର,୩।୫(ବ୍ୟୁରୋ): ୨୦୧୯ ମେ ୩ ତାରିଖ ଶୁକ୍ରବାର। ଓଡ଼ିଶା ଉପକୂଳକୁ ମାଡ଼ିଆସିଥିଲା ଭୟଙ୍କର ସାମୁଦ୍ରିକ ଝଡ଼ ‘ଫନୀ’। ସକାଳ ୮ଟାରେ ପୁରୀ ଉପକୂଳକୁ ଧକ୍କା ଦେଇ ଘଣ୍ଟାକୁ…
ଭୁବନେଶ୍ୱର,୨ା୫(ବ୍ୟୁରୋ) : ଶନିବାର ସକାଳେ ଯାଜପୁର ଜିଲାରେ ୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଅପରାହ୍ନରେ ଆଉ ଜଣେ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ…
ଭୁବନେଶ୍ୱର,୨ା୫(ବ୍ୟୁରୋ) : ଅନ୍ୟ ରାଜ୍ୟରେ ଫସିଥିବା ପ୍ରବାସୀ ଓଡ଼ିଆଙ୍କ ଘରବାହୁଡ଼ା ପାଇଁ ରାଜ୍ୟ ସରକାର ଏକ ନୂଆ ଅଭିଯାନ ‘ଅପରେଶନ ଶୁଭଯାତ୍ରା’ ଆରମ୍ଭ କରିଛନ୍ତି। ପ୍ରବାସୀଙ୍କୁ କିଭଳି…