ମେଟ୍ରୋ

୪୪ ନମ୍ବର କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର, ୨୧।୪(ବ୍ୟୁରୋ): ଓଡ଼ିଶାରେ ୪୪ ନମ୍ବର କରୋନା ଆକ୍ରାନ୍ତ ସୁସ୍ଥ ହେବାପରେ ମଙ୍ଗଳବାର ତାଙ୍କର ମୃତ୍ୟୁ ଘଟିଛି। କିଛି ଦିନ ତଳେ ପଶ୍ଚିମବଙ୍ଗ ମେଦିନିପୁରରୁ ଚିକିତ୍ସା ଲାଗି…

6 years ago

୪ ଜିଲା କରୋନା ମୁକ୍ତ

ଭୁବନେଶ୍ୱର, ୨୧।୪(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେମାନେ ଭୁବନେଶ୍ୱର, ଢେଙ୍କାନାଳ, କଳାହାଣ୍ଡି, ସୁନ୍ଦରଗଡ଼ ଓ କେନ୍ଦ୍ରାପଡ଼ା ଜିଲାର ଜଣେ ଲେଖାଏ…

6 years ago

ଆଉ ୫ କରୋନା ଆକ୍ରାନ୍ତ ସୁସ୍ଥ: ଏହାକୁ ମିଶାଇ ରାଜ୍ୟରେ ସୁସ୍ଥ ହେଲେଣି ୨୯ ଆକ୍ରାନ୍ତ

ଭୁବନେଶ୍ୱର, ୨୧।୪(ବ୍ୟୁରୋ): ଓଡ଼ିଶା ପାଇଁ ଖୁସି ଖବର। ମଙ୍ଗଳବାର ଆଉ ୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କୁ ମିଶାଇ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୨୯ଜଣ ସୁସ୍ଥ…

6 years ago

୨ ମାସରେ ୨୮ଶହ ଲୋକ ସୀମା ଡେଇଁ ବାଲେଶ୍ୱରରେ ପଶିଛନ୍ତି: ଆର୍‌ଡିସି

ଭୁବନେଶ୍ୱର, ୨୧।୪(ବ୍ୟୁରୋ): ବାଲେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ କେନ୍ଦ୍ରାଞ୍ଚଳ ଆର୍‌ଡିସି ଅନୀଲ ସାମଲ ମଙ୍ଗଳବାର ବାଲେଶ୍ୱରରେ ପହଞ୍ଚି କରୋନା ସ୍ଥିତି ତଦାରଖ କରିଛନ୍ତି। ସ୍ଥିତି…

6 years ago

କରୋନା ଯୋଦ୍ଧାଙ୍କ ପାଇଁ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: କରୋନା ଚିକିତ୍ସା ବେଳେ ଡାକ୍ତର, ସ୍ବାସ୍ଥ୍ୟକର୍ମୀଙ୍କ ମୃତ୍ୟୁ ଘଟିଲେ ପରିବାରକୁ ମିଳିବ ୫୦ ଲକ୍ଷ

ଭୁବନେଶ୍ୱର, ୨୧।୪(ବ୍ୟୁରୋ): କରୋନା(କୋଭିଡ-୧୯) ସଂକ୍ରମଣକୁ ପ୍ରତିରୋଧ କରିବା ପାଇଁ କାର୍ଯ୍ୟକରୁଥିବା ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଏକ ବଡ଼ ଘୋଷଣା କରିଛନ୍ତି।…

6 years ago

ବାଲେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି: ସ୍ଥିତି ତଦାରଖ କଲେ କେନ୍ଦ୍ରାଞ୍ଚଳ ଆର୍‌ଡିସି

ଭୁବନେଶ୍ୱର, ୨୧।୪(ବ୍ୟୁରୋ): ବାଲେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ କେନ୍ଦ୍ରାଞ୍ଚଳ ଆର୍‌ଡିସି ଅନୀଲ ସାମଲ ମଙ୍ଗଳବାର ବାଲେଶ୍ୱରରେ ପହଞ୍ଚି କରୋନା ସ୍ଥିତି ତଦାରଖ କରିଛନ୍ତି। କଣ୍ଟେନମେଣ୍ଟ…

6 years ago

ମେ’ ୩ ଯାଏ ବନ୍ଦ ରହିବ ୫ ଆଞ୍ଚଳିକ ନିର୍ଦ୍ଦେଶାଳୟ

ଭୁବନେଶ୍ୱର, ୨୧।୪(ବ୍ୟୁରୋ): ଭୁବନେଶ୍ୱର, ସମ୍ବଲପୁର, ବ୍ରହ୍ମପୁର, ବାଲେଶ୍ୱର, ଜୟପୁର ଆଦି ୫ ଆଞ୍ଚଳିକ ନିର୍ଦ୍ଦେଶାଳୟ ମେ’ ୩ ତାରିଖ ଯାଏ ବନ୍ଦ ରହିବ। ଏ ନେଇ ସାଧାରଣ…

6 years ago

ମେ ୩ ଯାଏ ଜିଏମ୍‌, ରେଭେନ୍ସା ବିଶ୍ୱବିଦ୍ୟାୟ ବନ୍ଦ: ୨ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ପକ୍ଷରୁ ବିଜ୍ଞପ୍ତିି ପ୍ରକାଶ

ଭୁବନେଶ୍ୱର, ୨୧।୪(ବ୍ୟୁରୋ): ସମ୍ବଲପୁର ଗଙ୍ଗଧର ମେହେରା ବିଶ୍ୱବିଦ୍ୟାଳୟ ଓ କଟକ ରେଭେନ୍ସା ବିଶ୍ୱବାଦି୍ୟାଳୟ ମେ’ ୩ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ। ଏ ନେଇ ଏହି ୨…

6 years ago

ବାଲେଶ୍ୱର, ଭଦ୍ରକ, ଯାଜପୁର ପାଇଁ ଷ୍ଟେଟ୍‌ ର଼୍ୟାପିଡ୍‌ ରେସପନ୍ସ ଟିମ୍‌ ଗଠିତ

ଭୁବନେଶ୍ୱର, ୨୧।୪(ବ୍ୟୁରୋ): ବାଲେଶ୍ୱର, ଭଦ୍ରକ, ଯାଜପୁରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଗତ ୨ ଦିନ ଭିତରେ ୧୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ…

6 years ago

ଆୟୁଷ୍ମାନ ଯୋଜନା ଲାଗୁ କରିବାକୁ ଅନୁରୋଧ

ଭୁବନେଶ୍ୱର, ୨୧ା୪(ବ୍ୟୁରୋ): କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ସୋମବାର ୩ଟି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଦୃଷ୍ଟିଦେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି। ସାମ୍ପ୍ରତିକ ସ୍ଥିତିରେ କରୋନା ବ୍ୟତୀତ ଅନ୍ୟ…

6 years ago