ମେଟ୍ରୋ

ଶିକ୍ଷକଙ୍କ ଘରକୁ ଯିବ ନବମ ପରୀକ୍ଷା ଖାତା: ସ୍କୁଲ୍‌ରୁ ଅଭିଭାବକ ଘରକୁ ନେବେ ବହି

ଭୁବନେଶ୍ୱର, ୧୨।୪(ବ୍ୟୁରୋ): କରୋନା ପାଇଁ ସବୁ କ୍ଷେତ୍ର ପ୍ରଭାବିତ ହୋଇଛି। ଏଥିପଯୋଗୁ ସ୍କୁଲ୍‌, କଲେଜ ବନ୍ଦ ରହିଥିବାରୁ ପିଲାଙ୍କ ପାଠପଢ଼ା ଓ ପରୀକ୍ଷା ଗୁରୁତର ବାଧାପ୍ରାପ୍ତ ହୋଇଛି।…

6 years ago

‘ସପ୍ତାହକୁ ୩ ଦିନ ତୋଳାହେଉ କେନ୍ଦୁପତ୍ର’

ଭୁବନେଶ୍ୱର,୧୨।୪(ବ୍ୟୁରୋ): ସାରା ଦେଶରେ କରୋନା ମୁକାବିଲା ପାଇଁ ଲକ୍‌ଡାଉନ ଜାରି ରହିଛି। ଓଡ଼ିଶାରେ ମଧ୍ୟ ଚଳିତ ମାସ ୩୦ତାରିଖ ଯାଏ ଲକ୍‌ଡାଉନ ଅବଧିକୁ ବୃଦ୍ଧି କରାଯାଇଛି। ଏଥିଯୋଗୁ…

6 years ago

କୋଭିଡ୍‌-୧୯ ପରୀକ୍ଷଣ: ରାଜଧାନୀର ୫ ସ୍କୁଲରେ ନମୁନା ସଂଗ୍ରହ ଆରମ୍ଭ

ଭୁବନେଶ୍ୱର, ୧୨।୪(ବ୍ୟୁରୋ): କରୋନା ଭାଇରସ୍‌ କୋଭିଡ୍‌-୧୯ ପରୀକ୍ଷଣ ପାଇଁ ଭୁବନେଶ୍ୱରର ୫ ସ୍କୁଲରେ ନମୁନା ସଂଗ୍ରହ କେନ୍ଦ୍ର ଖୋଲାଯାଇଛି। ଝାରପଡ଼ା ପ୍ରାଥମିକ ବିଦ୍ୟାଳୟ, ଚନ୍ଦ୍ରଶେଖରପୁର ସରକାରୀ ହାଇସ୍କୁଲ,…

6 years ago

‘ମୁକାବିଲା ପାଇଁ ସଚେତନତାକୁ ଗୁରୁତ୍ୱ’

ଭୁବନେଶ୍ୱର,୧୨।୪(ବ୍ୟୁରୋ): କୋଭିଡ୍‌-୧୯ ସଂକ୍ରମଣ ପରିପ୍ରେକ୍ଷୀରେ ଗ୍ରାମାଞ୍ଚଳରେ ସଚେତନତା ସୃଷ୍ଟି ଏବଂ ସାମାଜିକ ସୁରକ୍ଷା କାର୍ଯ୍ୟକ୍ରମଗୁଡ଼ିକୁ ରାଜ୍ୟ ସରକାର ଅଗ୍ରାଧିକାର ଦେଉଛନ୍ତି। ଏଥିପାଇଁ ତ୍ରିସ୍ତରୀୟ ପଞ୍ଚାୟତିରାଜ ପ୍ରତିନିିଧିମାନଙ୍କୁ ଅବଗତ…

6 years ago

ତାସ୍‌ ନ ଖେଳିବାକୁ ବାଗ୍‌ଚୀଙ୍କ ପରାମର୍ଶ

ଭୁବନେଶ୍ୱର, ୧୨।୪(ବ୍ୟୁରୋ): କରୋନା ସଂକ୍ରମଣ ରୋକିବା ପାଇଁ ସାମାଜିକ ଦୂରତ୍ୱ ହେଉଛି ବଡ଼ ଅସ୍ତ୍ର। ରାଜ୍ୟ ସରକାର ବାରମ୍ବାର ଏହାକୁ ଗୁରୁତ୍ୱ ଦେଉଥିବାବେଳେ ଅନେକ ପାଳନ କରୁନାହାନ୍ତି।…

6 years ago

ଓଡ଼ିଶାରେ ଯୁବ ଆକ୍ରାନ୍ତଙ୍କ ସଂଖ୍ୟା ସର୍ବାଧିକ

ଭୁବନେଶ୍ୱର, ୧୨।୪(ବ୍ୟୁରୋ): ସାରା ବିଶ୍ୱରେ ୬୦ବର୍ଷରୁ ଊର୍ଦ୍ଧ୍ୱ ଲୋକଙ୍କ ପାଖରେ କରୋନା ଅଧିକ ସଂକ୍ରମିତ ହେଉଛି। କିନ୍ତୁ ଓଡ଼ିଶାରେ ମାତ୍ର ୮% ଅର୍ଥାତ ୪ଜଣ ଆକ୍ରାନ୍ତ ୬୦ବର୍ଷରୁ…

6 years ago

ବିନା ଲକ୍ଷଣରେ ବି ରହିପାରେ ଭୂତାଣୁ: ୩୫ ଆକ୍ରାନ୍ତ ପାଖରେ ଦେଖାଯାଉନି ସାଧାରଣ ଲକ୍ଷଣ; ଲକ୍‌ଡାଉନ୍‌ ପାଇଁ ମିଳିଛି ସଫଳତା

ଭୁବନେଶ୍ୱର, ୧୨।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ୁଛି। ଏହାକୁ ନେଇ ଚିନ୍ତା ବଢ଼ିଥିଲେ ମଧ୍ୟ ଇତିମଧ୍ୟରେ ୧ ୨ଜଣ ଆକ୍ରାନ୍ତ ସୁସ୍ଥ ହୋଇ…

6 years ago

ପୁନଃ ନିର୍ଦ୍ଦେଶନାମା ଜାରି କଲା ସାଧାରଣ ପ୍ରଶାସନ ବିଭାଗ: କ୍ରିଟିକାଲ ବିଭାଗରେ ୫୦%, ପାର୍ସିଆଲି କ୍ରିଟିକାଲ ବିଭାଗରେ ୧୦% କର୍ମଚାରୀ କାର୍ଯ୍ୟାଳୟ ଆସିବେ

ଭୁବନେଶ୍ୱର,୧୨।୪(ବ୍ୟୁରୋ): କରୋନା(କୋଭିଡ୍‌-୧୯)ଭୂତାଣୁ ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସରକାରୀ କାର୍ଯ୍ୟାଳୟଗୁଡ଼ିକରେ କର୍ମଚାରୀଙ୍କ ସଂଖ୍ୟା ହ୍ରାସ କରିଛନ୍ତି। ପୂର୍ବରୁ ସମସ୍ତ ବିଭାଗକୁ ୩ଟି ବର୍ଗ(କ୍ରିଟିକାଲ, ପାର୍ସିଆଲି କ୍ରିଟିକାଲ…

6 years ago

ହିତାଧିକାରୀଙ୍କୁ ମାଗଣାରେ ଡାଲି, ଚାଉଳ ସହାୟତା

ଭୁବନେଶ୍ୱର,୧୨।୪(ବ୍ୟୁରୋ): କରୋନା ଭୂତାଣୁ ସଂକ୍ରମଣ ଯୋଗୁ ଓଡ଼ିଶା ସମେତ ସାରା ଦେଶରେ ଲକ୍‌ଡାଉନ୍‌ ଜାରି କରାଯାଇଛି। ଏହି ପରିପ୍ରେକ୍ଷୀରେ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନାରେ ରାଜ୍ୟ…

6 years ago

ମାଛ ଉପରୁ ହଟିଲା ଲକ୍‌ଡାଉନ କଟକଣା

ଭୁବନେଶ୍ୱର,୧୨।୪(ବ୍ୟୁରୋ): କୋଭିଡ-୧୯ ସଂକ୍ରମଣ ଆଶଙ୍କାକୁ ଦେଖି କେନ୍ଦ୍ର ସରକାର ସମଗ୍ର ଦେଶରେ ଲକ୍‌ଡାଉନ ଜାରି କରିଛନ୍ତି। ଏଥିଯୋଗୁ ମତ୍ସ୍ୟ ଉତ୍ପାଦନ ଓ ବ୍ୟବସାୟ ଗଭୀର ଭାବେ ପ୍ରଭାବିତ…

6 years ago