ଭୁବନେଶ୍ୱର,୯ା୪(ବ୍ୟୁରୋ): ଗୁରୁବାରଠାରୁ ରାଜ ମହଲଠାରୁ ମାଷ୍ଟରକ୍ୟାଣ୍ଟିନ୍ ରାସ୍ତା ପାର୍ଶ୍ୱରେ ୩୫ ବ୍ୟବସାୟୀଙ୍କୁ ବ୍ୟବସାୟ କରିବାକୁ ଅନୁମତି ମିଳିଛି। ଏଥିମଧ୍ୟରେ ୨୨ ପରିବା ଦୋକାନ, ୯ ଗ୍ରସେରି ଦୋକାନ…
ଭୁବନେଶ୍ୱର,୯ା୪(ବ୍ୟୁରୋ): ସମଗ୍ର ଦେଶରେ ୨୧ଦିନିଆ ଲକ୍ଡାଉନ ବଳବତ୍ତର ରହିଛି। ରାଜ୍ୟ ତଥା ବାହାର ରାଜ୍ୟର ପ୍ରାୟ ୪୭ହଜାର ଅତିଥି ଶ୍ରମଜୀବୀ ଏବଂ ଅସହାୟଙ୍କୁ ବିଭିନ୍ନ ଜିଲାର ୧୭୬୫…
ଭୁବନେଶ୍ୱର,୯ା୪: ଡାଲମିଆ ସିମେଣ୍ଟ ଭାରତ ଲିମିଟେଡ ପକ୍ଷରୁ କୋଭିଡ-୧୯ ବିରୋଧୀ ଲଢେଇ ଲାଗି ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୨ କୋଟି ଟଙ୍କାର ସହାୟତା ପ୍ରଦାନ କରାଯାଇଛି। ସୁନ୍ଦରଗଡ…
ଭୁବନେଶ୍ୱର,୯ା୪: ରାଷ୍ଟ୍ରାୟତ୍ତ ଆଲୁମିନିୟମ କମ୍ପାନୀ ଲିମିଟେଡ ନାଲ୍କୋ ପକ୍ଷରୁ କୋଭିଡ-୧୯ ଲଢେଇ ଲାଗି ୧୦.୨ କୋଟି ଟଙ୍କା ସରକାରଙ୍କୁ ପ୍ରଦାନ କରାଯାଇଛି। କମ୍ପାନୀ ପକ୍ଷରୁ ପିଏମ୍ କେୟାର୍ସ…
ଭୁବନେଶ୍ୱର,୯ା୪: କରୋନା ଭୂତାଣୁ ସଂକ୍ରମଣ ଲାଗି କରାଯାଇଥିବା ଲକ୍ଡାଉନ୍ ଯୋଗୁ ମୋବାଇଲ୍ ବିଲ୍ ପଇଠ ଏବଂ ରିଚାର୍ଜ କରିବାରେ ଉପଭୋକ୍ତାମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏଣୁ ବିଲ୍…
ଭୁବନେଶ୍ୱର, ୯ା୪(ବ୍ୟୁରୋ): ଲକ୍ଡାଉନ୍ ଜାରି ରହିଥିବାରୁ କାର୍ଗୋ ବିମାନ ଯୋଗେ ଓଡ଼ିଶାକୁ ଔଷଧ ଓ ମେଡିକାଲ ସାମଗ୍ରୀ ପରିବହନ ଜାରି ରହିଛି। ତେବେ ବୁଧବାର ଏକ ସ୍ବତନ୍ତ୍ର…
ଭୁବନେଶ୍ୱର, ୯ା୪(ବ୍ୟୁରୋ): ଓଡ଼ିଶାରେ ବୁଧବାର ସୁଦ୍ଧା ୪୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ତେଣୁ ସଂକ୍ରମଣ ରୋକିବା ପାଇଁ ରାଜ୍ୟ ସରକାର ଆବଶ୍ୟକ ପଦକ୍ଷେପ ନେଉଛନ୍ତି। ରାଜ୍ୟର…
ଭୁବନେଶ୍ୱର, ୯ା୪(ବ୍ୟୁରୋ): ଭୁବନେଶ୍ୱରର ୟୁନିଟ୍-୪ ଅନ୍ତର୍ଗତ ମଧୂସୂଦନ ନଗର ଓ ଝାରପଡ଼ା ଅଞ୍ଚଳରୁ ଜଣେ ଲେଖାଏ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ତେବେ ସମ୍ପୃକ୍ତ ଅଞ୍ଚଳକୁ ଆବଦ୍ଧ…
ଭୁବନେଶ୍ୱର,୯ା୪(ବ୍ୟୁରୋ): କରୋନା ମୁକାବିଲା ପାଇଁ ସାମାଜିକ ଦୂରତା ଓ ସ୍ବଚ୍ଛତାକୁ ଅଧିକ ଗୁରୁତ୍ୱ ଦେଇ ସାରା ଦେଶ ଏବେ ଲକ୍ଡାଉନରେ ରହିଛି। ୨୧ ଦିନିଆ ତାଲାବନ୍ଦ ଗତ…
ଭୁବନେଶ୍ୱର,୮।୪(ବ୍ୟୁରୋ): କରୋନା ମୁକାବିଲା ଲାଗି ଏମ୍ବିବିଏସ୍ ଛାତ୍ରୀଛାତ୍ରଙ୍କୁ ତାଲିମ ଦେଇ ନିୟୋଜିତ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏହି କ୍ରମରେ ହୋମିଓପାଥିକ, ଆୟୁର୍ବେଦିକ, ଏଏନ୍ଏମ୍ଙ୍କୁ ସରକାର…