ଭୁବନେଶ୍ୱର,୨୬ା୭(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି। ରବିବାର ରାଜ୍ୟରେ ୧୩୭୬ କରୋନା ଆକ୍ରାନ୍ତ ଚିହ୍ନଟ…
ଭୁବନେଶ୍ୱର,୨୬।୭(ବ୍ୟୁରୋ): ରାଜଧାନୀରେ ପୁଣି ସକ୍ରିୟ ହୋଇପଡ଼ିଲେଣି ସୁନାଚେନ ଲୁଟ୍ କରୁଥିବା ଗ୍ୟାଙ୍ଗ। ସେମାନେ ସାଧାରଣ ଲୋକଙ୍କଠାରୁ ଆରମ୍ଭ କରି ପୋଲିସଠାରୁ ମଧ୍ୟ ଲୁଟ୍ପାଟ କରିବାକୁ ପଛାଉ ନାହାନ୍ତି।…
ଭୁବନେଶ୍ୱର, ୨୬।୭(ବ୍ୟୁରୋ):କରୋନା ଆକ୍ରାନ୍ତଙ୍କୁ ଚିହ୍ନଟ ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ଆଣ୍ଟିଜେନ୍ ଟେଷ୍ଟ୍ କରାଯାଉଛି। ଶନିବାର ୟୁନିଟ୍-୪ ମାର୍କେଟରେ ଏହି ଟେଷ୍ଟ କରାଯାଇଥିଲା। ଏଥିରୁ…
ଭୁବନେଶ୍ୱର,୨୬।୭(ବ୍ୟୁରୋ): ରାଜ୍ୟରେ ଆଉ ୧୦ ମୁଣ୍ଡ ନେଲା କରୋନା। ରବିବାର ମଧ୍ୟ ୧୦ କୋଭିଡ ପଜିଟିଭ୍ ରୋଗୀଙ୍କ ମୃତ୍ୟୁ ଘଟିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…
ଭୁବନେଶ୍ୱର,୨୬।୭(ବ୍ୟୁରୋ): ରାଜ୍ୟରେ ହୁ ହୁ ହୋଇ ବଢ଼ୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ରବିବାର ୩୦ ଜିଲାରୁ ରେକର୍ଡ ସଂଖ୍ୟକ ୧୩୭୬ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିରୁ…
ଭୁବନେଶ୍ୱର,୨୬।୭(ବ୍ୟୁରୋ): କୋଭିଡ୍-୧୯ ଆକ୍ରାନ୍ତ ମୃତକଙ୍କ ଶବ ସତ୍କାରକୁ ନେଇ ବିଭିନ୍ନ ସମୟରେ ସମସ୍ୟା ସୃଷ୍ଟି ହେଉଛି। ସତ୍କାର ନ ହୋଇ ମୃତଦେହ ବହୁ ସମୟ ଧରି ପଡିରହୁଛି।…
ଭୁବନେଶ୍ୱର,୨୬।୭(ବ୍ୟୁରୋ): କରୋନା ମହାମାରୀ ଅସ୍ତବ୍ୟସ୍ତ କରୁଥିବା ବେଳେ ରାଜ୍ୟରେ ଅନାବୃଷ୍ଟି ଚାଷ ପାଇଁ ଘାତକ ହେଲାଣି। ଜୁଲାଇ ଶେଷ ହେବାକୁ ବସିଥିବା ବେଳେ ରାଜ୍ୟର ଅଧା ଜିଲାରେ…
ବ୍ରହ୍ମଗିରି,୨୬।୭(ଡି.ଏନ.ଏ): ପ୍ରଥମେ ପ୍ରେମ। ତା’ପରେ ପ୍ରତାରଣା କରି ଶେଷରେ ପ୍ରେମିକାକୁ ଅପହରଣ କରି ହତ୍ୟା କରିଛି ପ୍ରେମିକ। ସମସ୍ତ ପ୍ରମାଣକୁ ଲୁଚାଇବାକୁ ଯାଇ ଗାଁଠାରୁ ୫ କିଲୋମିଟର…
ଭୁବନେଶ୍ୱର,୨୬।୭(ବ୍ୟୁରୋ): ଅଧିକାରୀଙ୍କ ଅବହେଳା ପାଇଁ ନିର୍ମାଣ ସମୟରେ ବମିଖାଲ ଓଭରବ୍ରିଜ୍ ୨ ଜୀବନ ନେଇଥିଲା। ଜଣେ ଶିଶୁ ସମେତ ୧୧ରୁ ଊର୍ଦ୍ଧ୍ୱ ଆହତ ହୋଇଥିଲେ। ଏବେ ଦାୟିତ୍ୱରେ…
ଭୁବନେଶ୍ୱର,୨୬।୭(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତିକୁ ଦୃଷ୍ଟିରେ ରଖି ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) କର୍ତ୍ତୃପକ୍ଷ ଆଉ ୫ଟି ସହରରେ ଅନ୍ଲାଇନ୍ ପରୀକ୍ଷା କେନ୍ଦ୍ର ବୃଦ୍ଧି କରିଛନ୍ତି।…