ମେଟ୍ରୋ

ଏପ୍ରିଲ ୩ରୁ ୩ ଦିନ ଧରି କୁଆପଥର ବର୍ଷା

ଭୁବନେଶ୍ୱର,୧।୪: ଏପ୍ରିଲ ୩ରୁ ୩ ଦିନ ଧରି ବିଜୁଳି ଘଡ଼ଘଡ଼ି ସହ କୁଆପଥର ବର୍ଷା ହେବ। ଏ ନେଇ ପାଣିପାଗ ବିଭାଗ ୯ ଜିଲାକୁ ଅରେଞ୍ଜ ଆଲର୍ଟ…

9 months ago

କାଲିଠୁ ଯୁକ୍ତ ଦୁଇ ଖାତାଦେଖା, ଏହି ତାରିଖ ସୁଦ୍ଧା ପ୍ରକାଶ ପାଇବ ରେଜଲ୍ଟ

ଭୁବନେଶ୍ୱର,୧ା୪: ଆସନ୍ତାକାଲି ଅର୍ଥାତ୍‌ ବୁଧବାରଠାରୁ +୨ ଖାତାଦେଖା ଆରମ୍ଭ ହେବ। ତେବେ ମେ’ ୧୫ ସୁଦ୍ଧା ରେଜଲ୍ଟ ପ୍ରକାଶ ପାଇବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ…

9 months ago

ଓଡ଼ିଶା ଦିବଶରେ ବିଜେଡିକୁ କଟାକ୍ଷ: ବିଜେଡିର ନାହିଁ…

ଭୁବନେଶ୍ୱର,୧।୪: ଓଡ଼ିଶା ଦିବଶରେ ବିଜେଡିକୁ କଟାକ୍ଷ କଲେ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। କହିଲେ ବିଜେଡିର ଭାଷା ଜ୍ଞାନ ନାହିଁ । ଭାଷାକୁ କଦର୍ଥ କରିଥିଲା ବିଜେଡି,ପାତ୍ର BJD…

9 months ago

୪ରେ ପ୍ରତିବାଦ ସହ ବିଧାନସଭା ଘେରିବ ପିଏଚ୍‌ଆଇଇଭି

ଭୁବନେଶ୍ୱର,୧ା୪: ଭିନ୍ନକ୍ଷମ ଅନ୍ତର୍ନିବେସୀ ଶିକ୍ଷା ସ୍ବେଚ୍ଛାସେବୀ(ପିଏଚ୍‌ଆଇଇଭି)ଙ୍କୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସ୍ଥାୟୀ ନିଯୁକ୍ତି ଦିଆଯାଉ। ସମସ୍ତ ଭିନ୍ନକ୍ଷମ ଆଇଇଭିଙ୍କୁ ସିଏଲ୍‌, ଇଏଲ୍‌, ଏସିଏଲ୍‌ ଓ…

9 months ago

ତାତି ନ ଥମୁଣୁ ପୁଣି କିଟ୍‌ ଛାତ୍ରଙ୍କ ମୃତ୍ୟୁ, ସନ୍ଦେହଜନକ ଭାବେ ମିଳିଲା ମୃତଦେହ

ଭୁବନେଶ୍ୱର,୧।୩: କିଟ୍‌ ତାତି ନ ଥମୁଣୁ ପୁଣି ଆଉ ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଛି। ସନ୍ଦେହଜନକ ପରିସ୍ଥିତିରେ ପୁଣି ଜଣେ ଛାତ୍ରଙ୍କ ମୃତଦେହ ଜବତ ହୋଇଛି। ମଞ୍ଚେଶ୍ବର…

9 months ago

କଟକରେ ବଡଧରଣର ଅଗ୍ନିକାଣ୍ଡ: ସୁଟ୍‌କେସ୍‌ ସୋ’ରୁମ ସହ କପଡ଼ା ଗୋଦାମରେ ଲାଗିଲା ନିଆଁ

କଟକ, ୧ା୪: କଟକ ସହରର ଦୋଳମୁଣ୍ଡାଇ ଅଞ୍ଚଳରେ ଏକ ଦୋକାନରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ରିପୋର୍ଟ ଅନୁଯାୟୀ, ସକାଳେ ସ୍ଥାନୀୟ ଲୋକମାନେ ପ୍ରଥମେ ଏକ କୋଠାର…

9 months ago

ଓଡ଼ିଆ ପକ୍ଷ ପାଳନ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା, ୧୪ ଦିନ ରାଜ୍ୟବ୍ୟାପୀ ଚାଲିବ କାର୍ଯ୍ୟକ୍ରମ

ଭୁବନେଶ୍ୱର, ୧ା୪: ଆଜି ଓଡ଼ିଶା ଦିବସ ବା ଉତ୍କଳ ଦିବସ ରାଜ୍ୟରେ ବହୁ ଉତ୍ସାହର ସହିତ ସମଗ୍ର ରାଜ୍ୟରେ ପାଳନ କରାଯାଉଛି। ୧୯୩୬ ମସିହାରେ ଏହି ଦିନ…

9 months ago

ଆଜିଠୁ ଝଡ଼ବର୍ଷା: ଏହି ୯ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୧ା୪: ଆସନ୍ତା କିଛିଦିନ ଦେଶର ବିଭିନ୍ନ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ସେହିପରି ଏପ୍ରିଲରୁ ଜୁନ୍‌ ମଧ୍ୟରେ ପୂର୍ବଭାରତ, ଉତ୍ତର-ପଶ୍ଚିମ ଭାରତ ସହ ଅନ୍ୟାନ୍ୟ ସ୍ଥାନରେ…

9 months ago

ବଡ଼ ପଦକ୍ଷେପ: ଆଜିଠୁ ନିଷ୍କ୍ରିୟ ମୋବାଇଲ ନମ୍ବରରେ ମିଳିବନି UPI ସେବା

ଭୁବନେଶ୍ୱର,୧ା୪: ଜାଲିଆତି ଓ ଆର୍ଥିକ ଠକେଇ ନିୟନ୍ତ୍ରଣ ପାଇଁ ୟୁନିଫାଏଡ୍‌ ପେମେଣ୍ଟସ୍‌ ଇଣ୍ଟରଫେସ୍‌(ୟୁପିଆଇ) ସହ ଜଡ଼ିତ ଅନେକ ନିୟମ ପରିବର୍ତ୍ତନ କରାଯାଇଛି। ଏହି କ୍ରମରେ ବ୍ୟାଙ୍କ୍‌ରେ ଲିଙ୍କ…

9 months ago

ପଦବୀ ପୂରଣ ହେଉନି, କେନ୍ଦ୍ରରୁ ଫେରୁନାହାନ୍ତି: ଓଡ଼ିଶାରେ ୩୬% ଆଇଏଏସ୍‌, ୪୮% ଆଇପିଏସ୍‌ ଅଫିସର ପଦବୀ ଖାଲି

ଭୁବନେଶ୍ୱର, ୧ା୪(ସୁନିତ୍‌ ମିଶ୍ର): ରାଜ୍ୟରେ ଯେତିକି ମଞ୍ଜୁରୀପ୍ରାପ୍ତ ଉଚ୍ଚପଦସ୍ଥ ସରକାରୀ ପଦପଦବୀ ରହିଛି ତାହା ପୂରଣ ହେଉନାହିଁ। ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍‌), ଭାରତୀୟ ପୋଲିସ ସେବା…

9 months ago